ପୁରୀକୁ ଗଡ଼ିବ ୨୦୦ ସ୍ବତନ୍ତ୍ର ବସ୍‌

କଟକ ଅଫିସ, ୧୧।୬: ରଥଯାତ୍ରା ପାଇଁ ପୁରୀକୁ ଅଧିକ ସ୍ବତନ୍ତ୍ର ୨୦୦ ବସ୍‌ ଚାଲିବ। ୪ ଦିନ ଏହି ବସ୍‌ ଚାଲିବ। ଜୁଲାଇ ୪ ତାରିଖରେ ରଥଯାତ୍ରା।…

୩ ରଥର ୩୩ କଣଗୁଜ ସରିଲା

ପୁରୀ ଅଫିସ, ୧୧।୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥକାମ। ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ରଥ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ମହାରଣା, ରୂପକାର,…

‘ନୀଳଚକ୍ରକୁ ପ୍ରଣାମ କରି ଗୁହାରି ଜଣାଇଥିଲି’

ତାଳଧ୍ୱଜ ରଥର ରୂପକାର ସେବକ ରାଜେନ୍ଦ୍ର ମହାପାତ୍ର (୪୬)। ୫ବର୍ଷ ବୟସରେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ଗୋପୀନାଥ ତାଙ୍କୁ ନିହଣ ଧରାଇ କାଠରେ…

ପାଟକୁରା ପାଇଁ ପାଗଭିଡ଼ା

ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରାଜ୍ୟର ୧୪୬ ବିଧାନସଭା ଆସନରେ ନିର୍ବାଚନ ଶେଷ ହୋଇଛି। ପାଟକୁରା ଆସନରେ ଏ ପର୍ଯ୍ୟନ୍ତ ଭୋଟ ହୋଇନାହିଁ। ପାଟକୁରା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ…

ରାଷ୍ଟ୍ରପତିଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୬(ବ୍ୟୁରୋ):କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଧର୍ମେନ୍ଦ୍ରଙ୍କ ସହ କେନ୍ଦ୍ର…

ରଥଯାତ୍ରା ସିଧା ପ୍ରସାରଣ ପାଇଁ ନିଲାମ: ଭାଗନେଇଛନ୍ତି ୭ ଟିଭି ଚ୍ୟାନେଲ, ଆଜି ନିଷ୍ପତ୍ତି

ପୁରୀ ଅଫିସ,୧୧।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଅଧିକାର ପାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଥର ନିଲାମ ଡକାଯାଇଥିଲା। ନିଲାମ ଜରିଆରେ ଗୋଟିଏ…

ରଥଯାତ୍ରା ସିଧା ପ୍ରସାରଣ ବିବାଦ: ହାଇକୋର୍ଟରେ ମାମଲା

କଟକ ଅଫିସ, ୧୧।୬: ରଥଯାତ୍ରା ସିଧା ପ୍ରସାରଣକୁ ନେଇ ଉପୁଜିଥିବା ବିବାଦ ହାଇକୋର୍ଟରେ ପହଞ୍ଚତ୍ଛି। ପୁରୀ ତିଆଡ଼ିସାହିର ପ୍ରସନ୍ନ କୁମାର ଦାସଙ୍କ ପକ୍ଷରୁ ସୋମବାର ଏ ନେଇ…

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର ନବୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ…

ଅଧିକ ସହାୟତା ଦାବି କଲା ଆଇନସେବା ପ୍ରାଧିକରଣ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ଅଳସୁଆ ହାଟଠାରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ଜଣ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୫ଜଣ ଆହତ ହୋଇଥିଲେ।…