ରଥଯାତ୍ରା ସିଧା ପ୍ରସାରଣ ପାଇଁ ନିଲାମ: ଭାଗନେଇଛନ୍ତି ୭ ଟିଭି ଚ୍ୟାନେଲ, ଆଜି ନିଷ୍ପତ୍ତି

ପୁରୀ ଅଫିସ,୧୧।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଅଧିକାର ପାଇବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଥର ନିଲାମ ଡକାଯାଇଥିଲା। ନିଲାମ ଜରିଆରେ ଗୋଟିଏ…

ରଥଯାତ୍ରା ସିଧା ପ୍ରସାରଣ ବିବାଦ: ହାଇକୋର୍ଟରେ ମାମଲା

କଟକ ଅଫିସ, ୧୧।୬: ରଥଯାତ୍ରା ସିଧା ପ୍ରସାରଣକୁ ନେଇ ଉପୁଜିଥିବା ବିବାଦ ହାଇକୋର୍ଟରେ ପହଞ୍ଚତ୍ଛି। ପୁରୀ ତିଆଡ଼ିସାହିର ପ୍ରସନ୍ନ କୁମାର ଦାସଙ୍କ ପକ୍ଷରୁ ସୋମବାର ଏ ନେଇ…

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ମଙ୍ଗଳବାର ନବୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ…

ଅଧିକ ସହାୟତା ଦାବି କଲା ଆଇନସେବା ପ୍ରାଧିକରଣ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ଅଳସୁଆ ହାଟଠାରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ଜଣ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୫ଜଣ ଆହତ ହୋଇଥିଲେ।…

ପାଚେରି ଭୁଶୁଡ଼ି ୪ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:ଆପରାଧିକ ମାମଲା ରୁଜୁକଲା ପୋଲିସ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ସହରର ଅଳସୁଆ ହାଟରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ୫ଜଣ ଆହତ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଅଞ୍ଚଳବାସୀ

ଅନୁଗୋଳ ଅଫିସ, ୧୧।୬ଛେଣ୍ଡିପଦା ବ୍ଲକ କୁଶକିଳା ସରପଞ୍ଚଙ୍କ ବିରୋଧରେ ଜିଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଛି। ଉକ୍ତ ପଞ୍ଚାୟତର କେତେଜଣ ବ୍ୟକ୍ତି ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି…

କୋଇଲା ଖଣି ବନ୍ଦ ଘଟଣାରେ ସରପଞ୍ଚଙ୍କ ଅଭିଯୋଗ

କଣିହଁ।, ୧୧ା୬ (ଡି.ଏନ.ଏ.)କଣିହାଁ ବ୍ଲକସ୍ଥିତ ଏମ୍‌ସିଏଲ୍‌ର କୋଇଲା ଖଣି କାର୍ଯ୍ୟ ରବିବାର ବନ୍ଦକୁ ନେଇ ମାମଲା ରୁଜୁ ପରେ ସୋମବାର ଖବରଦାତା ସମ୍ମିଳନୀ କରିଛନ୍ତି ଜରଡା ସରପଞ୍ଚ…

ସମଗ୍ର ଶିକ୍ଷା ସମୀକ୍ଷା ବୈଠକ

ଅନୁଗୋଳ ଅଫିସ, ୧୧।୬ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ସମଗ୍ର ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ୬୦ଟି…

ଦୁଇ ଶିକ୍ଷକଙ୍କୁ ରାଜ୍ୟସ୍ତରୀୟ ସମ୍ମାନ

ତାଳଚେର,୧୧ା୬(ନି.ପ୍ର.)ତାଳଚେର ବ୍ଲକର ଡେରାଠାରେ ଥିବା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦୁଇ ଜଣ ଶିକ୍ଷକ ରାଜ୍ୟସ୍ତରୀୟ ଉତ୍କଳ ଜ୍ୟୋତି ସମ୍ମାନରେ ସମ୍ମାନିତ ହୋଇଛନ୍ତି। କଟକର ଶହୀଦ୍‌ ଭବନ…