ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟ ସରକାର ନିଜସ୍ବ ଖାଦ୍ୟ ନିରାପତ୍ତା ଯୋଜନାରେ ଏଣିକି ରାଶନ କାର୍ଡଧାରୀଙ୍କୁ ମାଣ୍ଡିଆ ଯୋଗାଇ ଦେବେ। ପ୍ରତି କାର୍ଡ ପିଛା ୧ ଟଙ୍କାରେ ୧ କିଲୋ…
ଅନୁଗୋଳ ଅଫିସ, ୧୧।୬ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ୨୦୧୯ରେ ଅନୁଷ୍ଠିତ ମାଟ୍ରିକ ପରୀକ୍ଷାରେ ୫୦ ପ୍ରତିଶତରୁ କମ୍ ସଫଳତା ପାଇଥିବା ବିଦ୍ୟାଳୟଗୁଡିକୁ ସ୍କୁଲ ଓ ଗଣଶିକ୍ଷା…
ନୂଆଦିଲ୍ଲୀ,୧୧-୬: ବଜେଟ ପ୍ରସ୍ତୁତି କ୍ରମରେ ସୋମବାରଠାରୁ ନର୍ଥ ବ୍ଲକ୍ରେ ଥିବା ଅର୍ଥ ମନ୍ତ୍ରଣାଳୟ ସହ ବାହାର ଦୁନିଆର ସମ୍ପର୍କ ଚ୍ଛିନ୍ନ ହୋଇଯାଇଛି। ଅର୍ଥାତ୍ ଆଜିଠାରୁ ନର୍ଥ ବ୍ଲକ୍ରେ…
ନୂଆଦିଲ୍ଲୀ,୧୧-୬: କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ଇନ୍ଫ୍ରାଷ୍ଟ୍ରକ୍ଚର ଲିଜିଂ ଆଣ୍ଡ ଫାଇନାନ୍ସିଆଲ ସର୍ଭିସେସ୍(ଆଇଏଲ୍ଆଣ୍ଡଏଫ୍ଏସ୍)ର ନୂଆ ବୋର୍ଡ ଦେଶର ୯ ବଡ଼ ବ୍ୟାଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା…
ନୂଆଦିଲ୍ଲୀ,୧୧-୬: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସମ୍ମୁଖରେ ହାଜର ହୋଇନାହାନ୍ତି। ସ୍ବାସ୍ଥ୍ୟଗତ କାରଣ ଦଶର୍ର୍ାଇ ସେ ଆସିନାହାନ୍ତି ବୋଲି ଇଡିର…
ନୂଆଦିଲ୍ଲୀ,୧୧-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍ଡିଏ ସରକାର ଡିଜିଟାଲ ଟ୍ରାଞ୍ଜାକଶନକୁ ପ୍ରୋତ୍ସାହିତ କରିବା ଲାଗି ଏକାଧିକ ପଦକ୍ଷେପ ଉଠାଇଛନ୍ତି। ଏବେ ସରକାର ଆଉ ଏକ ପଦକ୍ଷେପ…
ଭାପୁର/ଖଣ୍ଡପଡା,୧୧ା୬(ଡି.ଏନ.ଏ./ସ୍ବ.ପ୍ର.)- ଭାପୁର ବ୍ଲକ ସଦର ମହକୁମାରେ ଯୁକ୍ତ ୩ ମହାବିଦ୍ୟାଳୟ ପ୍ରତିଷ୍ଠା ଦାବି ଜୋର ଧରିଛି। ରବିବାର ଏହି ମର୍ମରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ଯୁକ୍ତ…
ଭୁବନେଶ୍ୱର,୧୧-୬(ବ୍ୟୁରୋ): କେବଳ ଭଲ ପ୍ରଡକ୍ଟ ଲୋକଙ୍କୁ ଯୋଗାଣ ଦିଗରେ କାର୍ଯ୍ୟ କରୁ ନାହଁୁ ଏହାବାଦ ନୂଆ ଟେକ୍ନୋଲୋଜି ସହ ସଲ୍ୟୁଶନକୁ ପ୍ରାଥମିକତା ଦେଉଛୁ। ସେହିଭଳି ପ୍ରଡକ୍ଟଗୁଡିକୁ ସୁଲଭ…
ନୂଆଦିଲ୍ଲୀ,୧୧-୬: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ବେସିକ ଆକାଉଣ୍ଟଧାରୀଙ୍କ ଲାଗି ନିୟମ କୋହଳ କରିଛନ୍ତି। ଏଣିକି ସମ୍ପୃକ୍ତ ବ୍ୟାଙ୍କ ଏଭଳି ଆକାଉଣ୍ଟଧାରୀଙ୍କୁ ମାଗଣାରେ ଚେକ୍ବୁକ୍ ସହ ଅନ୍ୟାନ୍ୟ ସୁବିଧା…
ନୂଆଦିଲ୍ଲୀ,୧୧-୬: ନିର୍ମଳା ସୀତାରାମନ୍ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଦେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ଦୁର୍ନୀତି, ଯୌନ ନିର୍ଯାତନା ଅଭିଯୋଗରେ ୧୨…