ଦଶପଲ୍ଲା,୧୧ା୬ (ଡି.ଏନ.ଏ.)- ଦଶପଲ୍ଲା ବ୍ଲକ ଅନ୍ତର୍ଗତ ପଙ୍କୁଆ-କଳସାଖମଣ ରାସ୍ତାର ନୂଆଗାଁସ୍ଥିତ ଠୁକେଇ ନାଳ ସେତୁର ୱିଙ୍ଗ୍ ବା ସୁରକ୍ଷା ଓ୍ବାଲ ଧସିବାରେ ଲାଗିଛି। ପ୍ରତିବର୍ଷ ବର୍ଷାରେ ଓ୍ବାଲ…
ନୂଆଗାଁ(ଡି.ଏନ.ଏ.)/ନୟାଗଡ଼ ଅଫିସ, ୧୧।୬-ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଦାବି କରାଯାଇଛି। ସୋମବାର ଭୁବନେଶ୍ୱର ଓଡ଼ିଶା ଅଭିଭାବକ ସଂଘର ୪ ଜଣିଆ ପ୍ରତିନିଧି ଦଳ…
ଭୁବନେଶ୍ୱର,୧୧-୬: ପ୍ରମୁଖ କମ୍ପାନୀ ରେନୋ ଏହାର ଅନ୍ୟତମ ଲୋକପ୍ରିୟ ମଡେଲ ‘କ୍ୱିଡ’ର ୩ ଲକ୍ଷରୁ ଉର୍ଦ୍ଧ୍ୱ ୟୁନିଟ ଯାନ ବିକ୍ରି କରିବାକୁ ସକ୍ଷମ ହୋଇଛି। ଘରୋଇ ବଜାରର…
ନୂଆଦିଲ୍ଲୀ,୧୧-୬: ଦେଶର ପ୍ରମୁଖ କାର୍ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ଗତ ମାସରେ ଏହାର ଉତ୍ପାଦନକୁ ୧୮% କମାଇଛି। ଗତ ୪ ମାସ ଧରି କମ୍ପାନୀ ଏହାର…
ମୁମ୍ବାଇ: କଳାକାରଙ୍କ ଭାଗ୍ୟ ଶୁକ୍ରବାର ବଦଳିଯାଏ ବୋଲି ଅଭିନେତ୍ରୀ ତମନ୍ନା ଭାଟିଆ ପ୍ରକାଶ କରିଛନ୍ତି। ପ୍ରତି ସପ୍ତାହର ଶୁକ୍ରବାର ନୂଆ ଫିଲ୍ମ ରିଲିଜ ହେଉଥିବାରୁ କଳାକାରମାନେ ସେଇ…
ରଣପୁର,୧୧।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଅଞ୍ଚଳରେ ଆବାସ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନି। ଭଙ୍ଗା ଦଦରା ନୁଅଁାଣିଆ ଚାଳ ଘରେ ରହୁଥିବା ପରିବାର ଘରଖଣ୍ଡେ ପାଇବାରୁ…
ଇସ୍ଲାମାବାଦ,୧୧ା୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ସହ-ଅଧ୍ୟକ୍ଷ ଅସିଫ ଅଲି ଜର୍ଦ୍ଦାରୀଙ୍କୁ ଜାଲ୍ ବ୍ୟାଙ୍କ ଆକାଉଣ୍ଟ ଦୁର୍ନୀତି ମାମଲାରେ ଗିରଫ କରାଯାଇଛି।…
ଖଣ୍ଡପଡା,୧୧।୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ କଲ୍ୟାଣ ମଣ୍ଡପଠାରେ ଗତ ଶନିବାରଠାରୁ ଆରମ୍ଭ ହୋଇଥିବା ନିଖିଳ ଉକତ୍ଳ କଂସାରି ସମାଜ କେନ୍ଦ୍ରାଞ୍ଚଳ ଶାଖାର ୪୭ ତମ ବାର୍ଷିକ ଅଧିବେଶନ…
କୋଲକାତା,୧୧ା୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ହିଂସାକାଣ୍ଡ ଲାଗି ଭାଜପାକୁ ଦୋଷ ଦେଇଛନ୍ତି। କେନ୍ଦ୍ର ଓ ଭାଜପା କର୍ମୀମାନେ ମୁଖ୍ୟତଃ ଏଥିଲାଗି ଦାୟୀ। ରାଜ୍ୟ ସରକାରଙ୍କୁ…
କୃଷ୍ଣପ୍ରସାଦ,୧୧ା୬(ଡି.ଏନ୍.ଏ.)-ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକକୁ ସୋମବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ନୃସିଂହ ଚରଣ ସ୍ବାଇଁ ଗସ୍ତ କରିଛନ୍ତି ା କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି, ସହକାରୀ…