ମଦ ବନ୍ଦ ପାଇଁ ମହିଳା ସଂଘର ମେଳି

ତୁମୁଡିବନ୍ଧ,୧୦।୬(ଡି.ଏନ୍‌.ଏ.)- ତୁମୁଡିବନ୍ଧ ଅଞ୍ଚଳରେ ଦେଶୀ ଓ ବିଦେଶୀ ମଦ ଚୋରା କାରବାର ବୃଦ୍ଧି ପାଉଛି। ଝିରିପାଣି ପଞ୍ଚାୟତର ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ଏକାଠି ହୋଇ ପଞ୍ଚାୟତସ୍ତରୀୟ…

୬ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

ଚିତ୍ରକୋଣ୍ଡା,୧୦ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ସୋମବାର ଚୋରାଚାଲାଣ ବେଳେ ୬କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିଛି। ଗୁଣ୍ଠାୱlଡା ପଞ୍ଚାୟତ ଗୁଣ୍ଠାୱlଡା ଗ୍ରାମର ସୁନିଲ ଖେମୁଡୁ…

ବଣ୍ଡାଘାଟିରେ ଓଲଟିଲା କମାଣ୍ଡର ୨ ମୃତ ୪ ଗୁରୁତର

ମାଲକାନଗିରି-୧oା୬ (ସ୍ବ.ପ୍ର.)-ମାଲକାନଗିରି ଜିଲା ଖଇରପୁଟ ବଣ୍ଡାଘାଟିରେ ଏକ କମାଣ୍ଡର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି…

ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ: ଭାରତ ପ୍ରଥମେ ତାଜିକିସ୍ତାନକୁ ଭେଟିବ

ନୂଆଦିଲ୍ଲୀ, ୧୦ା୬ (ପି.ଟି.)- ଜୁଲାଇ ୭ରୁ ୧୮ ତାରିଖ ପର୍ଯ୍ୟନ୍ତ ଅହମ୍ମଦାବାଦଠାରେ ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବ। ଭାରତ ଏଥିରେ ତାଜିକିସ୍ତାନ ବିପକ୍ଷରେ…

ହାମିଲଟନ ଜିତିଲେ କାନାଡିଆନ୍‌ ଗ୍ରାଁପ୍ରି

ମଣ୍ଟ୍ରିଲ, ୧୦ା୬ (ଏଏଫ୍‌ପି)-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ କନାଡିଆନ୍‌ ଫର୍ମୁଲା ଓ୍ବାନ୍‌ ମୋଟର ରେସ୍‌ ଗ୍ରାଁ ପ୍ରି ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ୫ ସେକେଣ୍ଡ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଲା ଟ୍ରକ: ସେବା ବାଧାପ୍ରାପ୍ତ

ବଇଣ୍ଡା,୧୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ନିକଟସ୍ଥ କଦଳୀମୁଣ୍ଡାଠାରେ ଥିବା ଏକ ଏଲଟିଲାଇନ ବିଦ୍ୟୁତ୍‌ ଖୁଣ୍ଟକୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯାଇଥିବାବେଳେ ବିଦ୍ୟୁତ ସେବା…

କାଳବୈଶାଖୀରେ ଉଡ଼ିଗଲା ସ୍କୁଲ ଆଜବେଷ୍ଟସ

ବଇଣ୍ଡା,୧୦।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକରେ ସୋମବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିବା ଯୋଗୁ ବହୁ କ୍ଷତି ହୋଇଛି। ଆଠମଲ୍ଲିକ…

ଅଂଶୁଘାତରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ରସଲପୁର ଗ୍ରାମର ସତ୍ୟେନ୍ଦ୍ର ଜେନା (୫୨) ସୋମବାର ମଧ୍ୟାହ୍ନରେ ବିଲକୁ ଯାଇ ଥିବାବେଳେ ଅସହ୍ୟ ଗୁଳୁଗୁଳି ଓ ଖରାରେ…

ମାଲ ବୋଝେଇ ଟ୍ରେନରେ ନିଆଁ

ସୋର, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ରେଳ ଷ୍ଟେଶନଠାରେ ସୋମବାର ପୂର୍ବାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ହଠାତ୍‌ ନିଅଁା ଲାଗିଯାଇଥିଲା। ଡ୍ରାଇଭର ଏହା ଜାଣିପାରି ଟ୍ରେନକୁ ଅଟକାଇଥିଲେ।…

୨ କରତକଳ ଉପରେ ଚଢ଼ାଉ୬ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ

ବସ୍ତା, ୧୦।୬(ସ୍ବ.ପ୍ର.)-ଭିଜିଲାନ୍ସ ଓ ବନବିଭାଗ ପକ୍ଷରୁ ସୋମବାର ମିଳିତ ଭାବେ ଚଢ଼ାଉ କରାଯାଇ ଦୁଇଟି ସ୍ଥାନରେ ବେଆଇନ ଭାବେ ଚାଲିଥିବା କରତ କଳରୁ ପ୍ରାୟ ୬ ଲକ୍ଷ…