ସ୍ଥିତି ନ ସୁଧୁରିଲେ ପଶ୍ଚିମବଙ୍ଗରେ ଜାରି ହୋଇପାରେ ରାଷ୍ଟ୍ରପତି ଶାସନ: ବିଜୟବର୍ଗୀୟ

କୋଲକତା,୧୦।୬: ପଶ୍ଚିମବଙ୍ଗର ରାଜନୈତିକ ହିଂସା ନେଇ ଏବେ ଜାତୀୟ ରାଜନୀତି ସରଗରମ ହେବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟପାଳ କେଶରୀନାଥ ତ୍ରିପାଠୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ସ୍ବରାଷ୍ଟ୍ରମନ୍ତ୍ରୀ…

ଜୁନ୍‌ ୨୫ରୁ ବିଧାନସଭା, ୨୮ରେ ବଜେଟ

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏ ନେଇ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି…

ଆଲିଗଡ଼ ବଳାତ୍କାର ମାମଲା: ଭାଜପାକୁ ‘ବେଟି ବଚାଓ’ ସ୍ଲୋଗାନ ମନେ ପକାଇଲା ଶିବସେନା

ମୁମ୍ବାଇ,୧୦।୬: ଉତ୍ତରପ୍ରଦେଶ ଆଲିଗଡ଼ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାରେ ଶିବସେନା ଭାଜପାକୁ ଟାର୍ଗେଟ୍‌ କରିଛି। ଶିବସେନା ମୁଖପତ୍ର ସାମନାରେ ଏନେଇ ଲେଖା ପ୍ରକାଶ ପାଇଛି। ଭାଜପା ‘ବେଟି…

ଜମ୍ମୁ କଶ୍ମୀରରେ ଆସନ୍ତା ୧୨ରେ ଯାନବାହନ ଚଳାଚଳ ବନ୍ଦ

ଶ୍ରୀନଗର,୧୦।୬: ଜମ୍ମୁ କଶ୍ମୀରରେ ଆସନ୍ତା ୧୨ ତଥା ବୁଧବାର ସହରରେ ଯାନବାହନ ଚଳାଚଳ ବନ୍ଦ ରହିବ। ବୁଧବାର ଟ୍ରାନ୍ସପୋର୍ଟ ପକ୍ଷରୁ ଷ୍ଟ୍ରାଇକ୍‌ କରାଯିବାରୁ ବ୍ୟବସାୟିକ ଗାଡି ଚଳାଚଳ…

ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ରେକର୍ଡ

ଲଣ୍ଡନ,୧୦।୬- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ରେ ଏକ ରେକର୍ଡର ଅଧିକାରୀ ହୋଇଛି। ବିଶ୍ୱକପ୍‌ ଇତିହାସରେ ଟିମ୍‌ ଇଣ୍ଡିଆ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ…

କେରଳର ସମସ୍ତ ପ୍ରାଥମିକ ସ୍କୁଲ ହାଇଟେକ୍‌ : ୪୫ ହଜାର ସ୍ମାର୍ଟକ୍ଲାସ

କେରଳରେ ସମସ୍ତ ପ୍ରାଥମିକ ସ୍କୁଲକୁ ହାଇଟେକ୍‌ କରାଯାଇଛି। ଯାହା ଦେଶରେ ପ୍ରଥମ। ଏଠାରେ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୪୫ ହଜାର କ୍ଲାସରୁମ୍‌ରେ ପ୍ରୋଜେକ୍ଟର, ସ୍କ୍ରିନ୍‌, ଲାପ୍‌ଟପ୍‌…

ଚାଇନା କୋଇଲା ଖଣିରେ ଅଘଟଣ: ୯ ମୃତ, ୧୦ ଆହତ

ବେଜିଂ,୧୦।୬: ଚାଇନାର ଉତ୍ତର ପୂର୍ବରେ ଥିବା ଜିଲିନ୍‌ ଅଞ୍ଚଳରେ ଏକ କୋଇଲା ଖଣିରେ ଦୁର୍ଘଟଣା ଘଟି ୯ ଜଣ ଶ୍ରମିକଙ୍କ ମୃତ୍ୟୁ ହେବା ସହ ୧୦ ଆହତ…

ସ୍ମିଥ୍‌ଙ୍କୁ ଗାଳି ଦେଉଥିଲେ ଦର୍ଶକ, କ୍ଷମା ମାଗିଲେ ବିରାଟ

ଓଭାଲ, ୧୦।୬: ଆଇସିସି ବିଶ୍ୱକପରେ ରବିବାର ଅନୁଷ୍ଠିତ ଭାରତ ଏବଂ ଅଷ୍ଟ୍ରେଲିଆ ମ୍ୟାଚରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଏକ ଭିନ୍ନ ଅନ୍ଦାଜ ଦେଖିବାକୁ ମିଳିଥିଲା। ବଲ୍‌…

ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ

ଡେରାବିଶ,୧୦।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଧୀନ ବଳଭଦ୍ରପୁରପାଟରେ ସୋମବାର ସକାଳେ ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ କେଉଟ…

ଯୁବତୀଙ୍କ ସହ ଡ୍ୟାନ୍ସ କରୁଥିବା ବିହାରର ୪ ବିଧାୟକଙ୍କ ଭିଡିଓ ଭାଇରାଲ

ପାଟନା,୧୦।୬: ବିହାରର ୪ ଜଣ ବିଧାୟକ ନିକଟରେ ମଣିପୁରରେ ପ୍ରେମରେ ଉବୁଟୁବୁ ହେଉଥିବା ବେଳେ ସେମାନଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଇମ୍ଫାଲ ଟାଇମ୍ସରେ ପ୍ରକାଶିତ ଏକ…