ସମସ୍ତଙ୍କ ପାଇଁ ସୁରକ୍ଷିତ ରକ୍ତ

”ରକ୍ତରେ ରହିଛି ଅଲଗା ଅଲଗା ଗ୍ରୁପ୍‌। ସାଧାରଣ ଭାବେ ଦେଖିଲେ ମୁଖ୍ୟ ରକ୍ତ ପ୍ରଣାଳୀକୁ କୁହାଯାଏ ଏବିଓ। ଏହି ପ୍ରଣାଳୀ ଅନୁସାରେ ରକ୍ତ ଗ୍ରୁପ୍‌ ୪ ପ୍ରକାର,…

ହିଲ୍‌ ଷ୍ଟେଶନ୍‌ ଓଲିରେ ରାଜକୀୟ ବିବାହ: ଅତିଥିଙ୍କୁ ନେବା ଆଣିବାରେ ନିୟୋଜିତ ହେବ ୨ଶହ ହେଲିକପ୍ଟର

ଡେରାଡୁନ୍‌, ୧୦।୬: ଉତ୍ତରାଖଣ୍ଡ ହିଲ୍‌ ଷ୍ଟେଶନ୍‌ ଓଲିରେ ଗୁପ୍ତା ବଦର୍ସଙ୍କ ପୁଅ ବିବାହ ମହାଆଡମ୍ବରରେ ଆୟୋଜିତ ହେଉଛି। ଏହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଏଥିରେ…

ଜମୁର୍ଡାରେ ଗୁଳିକାଣ୍ଡ : ଜଣଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୦ା୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି । ଗୁଳିକାଣ୍ଡରେ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ…

ଜବରଦଖଲରେ ଶ୍ମଶାନ ଜମି

ଖୋର୍ଦ୍ଧା ଅଫିସ, ୧୦।୬ : ପ୍ରଶାସନର ସହଯୋଗ ନ ଥିବାରୁ ଅଧିକାଂଶ ଶ୍ମଶାନ ଜମି ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଏଥିରୁ କିଛି ଜମିରେ ଘର ନିର୍ମାଣ ହୋଇ ସାରିଲାଣି।…

ବସିର୍‌ହାଟ ହିଂସା: ଭାଜପା ପାଳନ କଲା କଳା ଦିବସ

କୋଲକତା, ୧୦।୬: ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜିଲା ବସିରହାଟ୍‌ର ସନ୍ଦେଶଖାଲିସ୍ଥିତ ନଜତ୍‌ ଅଞ୍ଚଳରେ ଦଳୀୟ ପତାକାକୁ କେନ୍ଦ୍ର କରି ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା…

ଦଳ ଭିତରେ ଅନ୍ତର୍ଘାତୀ କାର୍ଯ୍ୟ ହୋଇଛି କହିଲେ ରାଧାରାଣୀ

ଭୁବନେଶ୍ୱର, ୧୦।୬(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଭାଜପାର ପ୍ରଦର୍ଶନ କିପରି ଥିଲା ସେ ନେଇ ରବିବାର ଦଳୀୟ କାର୍ଯ୍ୟାଳୟଠାରେ ବିସ୍ତୃତ ଆଲୋଚନା ହୋଇଛି। ବୈଠକ ଶେଷରେ…

ଶୀତଳଷଷ୍ଠୀ ଯାତ୍ରା ଉଦ୍‌ଯାପିତ : ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର, ୧୦।୬ (ବ୍ୟୁରୋ) : ଦେବଦେବ ମହାଦେବ ଓ ଜଗଜ୍ଜନନୀ ମାତା ପାର୍ବତୀ ସୁସଜ୍ଜିତ ବିମାନରେ ଉପବିଷ୍ଟ ହୋଇ ରବିବାର ଗୋଧୂଳି ଲଗ୍ନରେ ସ୍ବ ମନ୍ଦିର ପ୍ରବେଶ…

ନାବାଳିକାଙ୍କୁ ବଳାତ୍କାର ଘଟଣା : କ୍ଷତିପୂରଣ ରାଶି ଦେଉନାହାନ୍ତି ସରକାର

କଟକ ଅଫିସ, ୧୦।୬ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୀଡ଼ିତାଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ୨୦୧୮ରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ନିୟମ ଲାଗୁ କରିଥିଲେ। ପୀଡ଼ିତାଙ୍କ ପରିବାରକୁ…

ଖାଇବାକୁ ମାଗିବାରୁ ଗରମ ପେଯ ଫୋପାଡ଼ିଲେ ସ୍ତ୍ରୀ

ଯାଜପୁର ଟାଉନ,୧୦ା୬ (ଡିଏନଏ): ସ୍ବାମୀଙ୍କ ଉପରକୁ ସ୍ତ୍ରୀ ଗରମ ପେଯ ଫୋପାଡ଼ିବାରୁ ସ୍ବାମୀ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର…

ଜରପଡା ପିଆଜ ସଂରକ୍ଷଣ କେନ୍ଦ୍ର; ନିର୍ମାଣ ସତ୍ତ୍ୱେ କାର୍ଯ୍ୟକ୍ଷମ ହେଉନି

ଛେଣ୍ଡିପଦା,୧୦ା୬(ଡି.ଏନ.ଏ.) ପିଆଜ ସଂରକ୍ଷଣ ଓ ଚାଷୀଙ୍କୁ ଅଭାବୀ ବିକ୍ରି ସମସ୍ୟାରୁ୍‌ ଦୂରେଇ ରଖିବା ଲକ୍ଷ୍ୟରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ହାଟପଦାଠାରେ ନିର୍ମାଣ ହୋଇଛି ଏକ ପିଆଜ…