ମୋହନା,୧୦ା୬( ଡି.ଏନ.ଏ.): ଗଜପତି ଜିଲା ମୋହନା ପୋଲିସ ରବିବାର ଭୋରରେ ଅଠରନଳା ନିକଟରେ ଚଢାଉ କରି ଏକ କମାଣ୍ଡର ଗାଡିରୁ ୧୪୦ କିଗ୍ରା ଗଞ୍ଜେଇ ଜବତ କରିଛି।…
ବ୍ରହ୍ମପୁର ଅଫିସ୍,୧୦ା୬-ଖଲ୍ଲିକୋଟ କଲେଜ ଷ୍ଟାଡିୟମ୍ରେ ରବିବାର ନବମ ବିଜୁ ପଟ୍ଟନାୟକ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଆସନ୍ତା ୧୩ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟୁର୍ନାମେଣ୍ଟରେ…
ହଂକଂ,୧୦ା୬(ଏଏଫ୍ପି): ଚାଇନାର ପ୍ରତ୍ୟର୍ପଣ ଆଇନକୁ ବିରୋଧ କରି ହଂକଂରେ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଲକ୍ଷ ଲକ୍ଷ ଜନସାଧାରଣ ଭାଗ ନେଇ ଶୋଭାଯାତ୍ରାରେ ବାହାରିଥିବାବେଳେ ସେମାନଙ୍କୁ…
ପାରାଦୀପ,୧୦ା୬(ସ୍ବ.ପ୍ର.): ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରାମୟ କେନ୍ଦ୍ର ଖୋଲାଯାଇ ରୋଗୀଙ୍କୁ ମାଗଣା ଔଷଧ ପ୍ରଦାନ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟରେ ଏହି ସରକାରୀ ଔଷଧ ପ୍ରତି ଲୋକେ ବିଶେଷ ଆଗ୍ରହ…
ଖଣ୍ଡପଡ଼ା,୧୦ା୬(ସ୍ବ.ପ୍ର.): ଚଳିତ ଶିକ୍ଷାବର୍ଷ ମାଟ୍ରିକ ଓ ଯୁକ୍ତଦୁଇ ପରୀକ୍ଷାରେ ନିଜ ନିଜ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀରେ ଟପ୍ପର ହୋଇଥିବା ଛାତ୍ରୀଛାତ୍ରଙ୍କୁ ଶନିବାର ଖଣ୍ଡପଡ଼ା ପୂର୍ବତନ ବିଧାୟକ ଅନୁଭବ…
ଛତ୍ରପୁର,୧୦ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର କୋର୍ଟ ଷ୍ଟେଶନ ନିକଟରେ ରବିବାର ୨ ଟି ଗଳା ଶଙ୍ଖ ସ୍ଥାପନ ହୋଇଛି। ରେଳ ଟ୍ରାକ୍କୁ ବାହାର କରି ୨ଟି…
ଭୋପାଳ,୧୦ା୬(ପି.ଟି./ ଆଇଏଏନ୍ଏସ୍): ଉତ୍ତରପ୍ରଦେଶର ଆଲିଗଡ଼ ଓ ହମିରପୁର ପରେ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ଘଟିଛି ଆଉ ଏକ ଲଜ୍ଜାଜନକ ଘଟଣା। ଭୋପାଳର କମଳାନଗରରେ ଜଣେ ନାବାଳିକାଙ୍କୁ ବଳାତ୍କାର…
ବ୍ରହ୍ମପୁର ଅଫିସ୍,୧୦ା୬-ସିଣ୍ଡିକେଟ୍ ବ୍ୟାଙ୍କର ଏମ୍ଡ଼ି ତଥା ସିଇଓ ମୃତ୍ୟୁଞ୍ଜୟ ମହାପାତ୍ର ରବିବାର ବ୍ରହ୍ମପୁର ଗସ୍ତରେ ଆସିଛନ୍ତି। ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ସହ ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ।…
ବ୍ରହ୍ମପୁର ଅଫିସ,୧୦ା୬-ଲୋଚାପଡା ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦ ବିହାର ଅଞ୍ଚଳରେ ରାସ୍ତା ନିର୍ମାଣକୁ ନେଇ ରବିବାର ଉତ୍ତେଜନା ଦେଖାଦେଇଛି। ଏହି ପଞ୍ଚାୟତ ଅଧୀନରେ ଥିବା ବାପୁଜୀ ନଗର ୬ଷ୍ଠ…
ପାଟଣା, ୧୦।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ମୁଖ୍ୟ ଫାଟକରେ ଚାବି ପଡ଼ିଥିବା ଦେଖିବାକୁ ମିଳିଥିଲା। ଫଳରେ…