ପୁରୁଣା ଅଞ୍ଚଳକୁ ରାସ୍ତା ନିର୍ମାଣରେ ଅବହେଳା ଅଭିଯୋଗ; ନିର୍ମାଣ କାମ ବନ୍ଦ କଲେ ବାପୁଜୀନଗରବାସୀ

ବ୍ରହ୍ମପୁର ଅଫିସ,୧୦ା୬-ଲୋଚାପଡା ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦ ବିହାର ଅଞ୍ଚଳରେ ରାସ୍ତା ନିର୍ମାଣକୁ ନେଇ ରବିବାର ଉତ୍ତେଜନା ଦେଖାଦେଇଛି। ଏହି ପଞ୍ଚାୟତ ଅଧୀନରେ ଥିବା ବାପୁଜୀ ନଗର ୬ଷ୍ଠ…

ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ ଥିବାରୁ ରୋଗୀ ଫେରିଲେ ଘରକୁ

ପାଟଣା, ୧୦।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ମୁଖ୍ୟ ଫାଟକରେ ଚାବି ପଡ଼ିଥିବା ଦେଖିବାକୁ ମିଳିଥିଲା। ଫଳରେ…

ପୁଣି ଲେଉଟିଲା ତାତି : ୪୦ ଡିଗ୍ରୀ ଟପିଲା ୯ ସହର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ପୁଣି ତାତି ଲେଉଟିଛି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ପ୍ରବଳ…

ଧୂଳିଧୂଆଁରେ ଅସ୍ତବ୍ୟସ୍ତ ଜୁରୁଡ଼ି-ବାମେବାରୀ

ଯୋଡ଼ା, ୧୦।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ଖଣିଜ ଶିଳ୍ପ ସମୃଦ୍ଧ ଜୁରୁଡି ଖଣି ଅଞ୍ଚଳ ଶନିବାର ସମ୍ପୂର୍ଣ୍ଣ ଟ୍ରାଫିକ ଜାମ୍‌ ହୋଇଯାଇଥିଲା। ଏହା ଏବେ ନିତିଦିନିଆ…

ହଦଗଡ଼ ଡ୍ୟାମ୍‌ର ସୁରକ୍ଷା ନେଇ ପ୍ରଶ୍ନବାଚୀ

ହାଟଡିହୀ, ୧୦।୬(ଶୁଭକାନ୍ତ ନାୟକ)-କେନ୍ଦୁଝର ଓ ଭଦ୍ରକ ଜିଲାକୁ କେନାଲ ଯୋଗେ ଜଳସେଚନ ସୁବିଧା ଯୋଗାଉଥିବା ହଦଗଡ଼ ଡ୍ୟାମର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁଝର ଜିଲା…

ମହିଳା ବିରୋଧୀ ହିଂସା ରୋକିବାକୁ ପ୍ରୟାସ : ଅନ୍ତର୍ଜାତୀୟ ସ୍ତରରେ ହେବ ‘କନ୍ୟା କିରଣ’

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସେସ୍‌(କିସ୍‌) ପକ୍ଷରୁ ମହିଳା ଓ କନ୍ୟା ସନ୍ତାନଙ୍କୁ ନିର୍ଯାତନା ବିରୋଧରେ ଆୟୋଜିତ ସଚେତନତା ଅଭିଯାନ ‘କନ୍ୟା କିରଣ’ର ୩ୟ…

ଗାଡ଼ି ଚଢ଼ିଗଲା: ଜଣେ ମୃତ, ୨ ଗୁରୁତର

ଧାମନଗର, ୧୦।୬ (ଡି.ଏନ.ଏ.) - ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଦଇପୁର ପଞ୍ଚାୟତ ନାରାୟଣପୁର ରାସ୍ତାରେ ରବିବାର ସନ୍ଧ୍ୟାରେ ଗାଡ଼ି ଚଢ଼ିଯିବାରୁ ଜଣେ ଯୁବକଙ୍କର ମୃତ୍ୟୁ…

୫୦ ଦିନ ଗଲାନି ୫୦ ଲକ୍ଷର ଅମୃତ ପାର୍କ

ଭଦ୍ରକ ଅଫିସ, ୧୦।୬- ଭଦ୍ରକ ପୌରପାଳିକାର ୨ ନମ୍ବର ୱାର୍ଡ ଅନ୍ତର୍ଗତ ରହଣିଆଠାରେ ପ୍ରତିଷ୍ଠା କରାଯାଇଥିବା ଅମୃତ ପାର୍କକୁ ବର୍ଷେ ନ ପୂରୁଣୁ ସୌନ୍ଦର୍ଯ୍ୟ ହରାଇ ବସିଛି।…

ଅନ୍ତର୍ଜାତୀୟ ଅଭିଲେଖ ଦିବସ ପାଳିତ : ପ୍ରତି ଜିଲାରେ ପ୍ରତିଷ୍ଠା ହେବ ଶାଖା ଅଭିଲେଖାଗାର

ଭୁବନେଶ୍ୱର,୧୦।୬(ବ୍ୟୁରୋ) : କେବଳ ରାଜଧାନୀ ଭୁବନେଶ୍ୱର ନୁହେଁ, ଏଣିକି ସମଗ୍ର ରାଜ୍ୟରେ ପ୍ରତିଷ୍ଠା ହେବ ଅଭିଲେଖାଗାର। ସମଗ୍ର ରାଜ୍ୟବାସୀ ଅଭିଲେଖାଗାରର ଆବଶ୍ୟକତା, ଏହାର ମହତ୍ତ୍ୱ ଓ କାର୍ଯ୍ୟଧାରା…

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ମାମଲା : ସିସିଟିଭି ଫୁଟେଜରୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୬(ବ୍ୟୁରୋ) : ନୟାପଲ୍ଲୀ ଥାନା ସିଆର୍‌ପି ଏନ୍‌-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଶୁକ୍ରବାର ରାତିରେ ୬ଜଣ ଦୁର୍ବୃତ୍ତ କାରରେ ଅପହରଣ ଉଦ୍ୟମ କରିଥିଲେ। ହେଲେ ବାଣୀବିହାର…