ସାପ କାମୁଡାରେ ମା’,ପୁଅ ମୃତ

ଉମରକୋଟ,୮।୬(ଡି.ଏନ.ଏ)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୁର୍ସି ପଞ୍ଚାୟତର ମାଲପରା ଗ୍ରାମରେ ଶୁକ୍ରବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ସାପ କାମୁଡାରେ ମା’ ଓ ପୁଅର…

ବନବିଭାଗ ଚଢ଼ାଉ : କାଠ ସାମଗ୍ରୀ, ଯନ୍ତ୍ରପାତି ଜବତ

ଲାଠୋର, ୮ା୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ ଥିବା ଏକ ଫର୍ଣ୍ଣିଚର ଦୋକାନ ଉପରେ ବନବିଭାଗ ଶନିବାର ଚଢ଼ାଉ କରିଥିଲା। ଚଢାଉ ବେଳେ ଲକ୍ଷାଧିକ…

ପାରିବାରିକ ବିବାଦକୁ ନେଇ ମାରପିଟ୍‌ : ଜଣେ କୋର୍ଟଚାଲାଣ

ଧର୍ମଶାଳା,୮ା୬(ଡି.ଏନ.ଏ.)- ପାରିବାରିକ ବିବାଦକୁ ନେଇ ମାରପିଟ୍‌ ଘଟଣାରେ ଧର୍ମଶାଳା ପୋଲିସ ଶନିବାର ଜଣଙ୍କୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସେକ୍‌ ରିକୁ। ପ୍ରକାଶ ଯେ, ପାରିବାରିକ ବିବାଦ…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର : ବିଭିନ୍ନ ସମସ୍ୟା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଧର୍ମଶାଳା,୮ା୬(ଡି.ଏନ.ଏ.)- ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ପଦବୀ ଖାଲି ପଡିଥିବାବେଳେ ଜନଅସନ୍ତୋଷ ଦେଖାଦେଇଛି। ଏ ନେଇ ଧର୍ମଶାଳାର ପୂର୍ବତନ ବିଧାୟକ ରବି ଲାବଣ୍ୟ ଶୁକ୍ରବାର…

ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ପ୍ରଶିକ୍ଷଣ ଶିବିର

ଭବାନୀପାଟଣା,୮।୬(ଡି.ଏନ.ଏ.): ଭବାନୀପାଟଣା ପୌର ସଂସ୍ଥା ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶନିବାର ଅପରାହ୍ନ ୪ଟାରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି।…

କିଶୋରନଗର ଅଞ୍ଚଳରେ କାଳବୈଶାଖୀ: ଗଛ ପଡ଼ି ରାସ୍ତା ଅବରୋଧ

ବଇଣ୍ଡା,୮।୬(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା, ଗାଁ ବଇଣ୍ଡା, ଜାମ୍ବୁନାଳୀ, ହଣ୍ଡପା, ବିଲେଇନାଳୀ, ନାକିଚି, ବାମୁର ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ଏଥିଯୋଗୁ ଗାଁ ବଇଣ୍ଡା ଜଗନ୍ନାଥ…

କେନ୍ଦୁପତ୍ର ବୋଝେଇ ଅଟୋ ଜବତ, ଜଣେ ଗିରଫ

ଛେଣ୍ଡିପଦା,୮।୬(ସ୍ବ.ପ୍ର)-ଛେଣ୍ଡିପଦା ବନାଞ୍ଚଳ ବ୍ରାହ୍ମଣବିଲ ଛକ ନିକଟରୁ ଶନିବାର ବନବିଭାଗ ଏକ କେନ୍ଦୁପତ୍ର ବୋଝେଇ ଅଟୋ ଜବତ କରିଛି। ଏହି ଘଟଣାରେ ଛେଣ୍ଡିପଦା ଥାନା କୋଶଳା ଶିମିଳିସାହିର ସାରଙ୍ଗ…

ଯୁକ୍ତ ୨ ବିଜ୍ଞାନ ଟପ୍ପର ଶର୍ମିଷ୍ଠାଙ୍କ ପଢ଼ା ଖର୍ଚ୍ଚ ବହନ କରିବ ବିଏସ୍‌ଇଟି

ଭଦ୍ରକ ଅଫିସ, ୮।୬ : ଚଳିତବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଶର୍ମିଷ୍ଠା ସାମଲ ୫୨୫ ନମ୍ବର ରଖି ମହାବିଦ୍ୟାଳୟ ସମେତ…

ଆଲିଗଡ଼ ଶିଶୁ ହତ୍ୟା ମାମଲା: ପ୍ରତିକ୍ରିୟା ପ୍ରକାଶ କଲେ ଟ୍ବିଙ୍କିଲ-ଅକ୍ଷୟ

ମୁମ୍ବାଇ,୮।୬: ଉତ୍ତର ପ୍ରଦେଶ ଆଲିଗଡରେ ହୋଇଥିବା ଶିଶୁ ହତ୍ୟା ମାମଲାକୁ ବିରୋଧ କରି ପ୍ରଥମେ ଅନୁପମ ଖେର, ସୋନମ କପୁର, ସନ୍ନି ଲିଓନ ଆଦି ଟୁଇଟ୍‌ କରିବା…

ଗର୍ଭାବସ୍ଥାରେ ପିଉଛନ୍ତି କି ମୃଦୁପାନୀୟ? ପଡ଼ିପାରନ୍ତି ଏହି ସମସ୍ୟାରେ

ଗର୍ଭାବସ୍ଥାରେ ମହିଳାମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍‌। କାରଣ ସେମାନେ ଖାଉଥିବା ଖାଦ୍ୟର ପ୍ରଭାବ ପେଟରେ ବଢ଼ୁଥିବା ଶିଶୁ ଉପରେ ପଡ଼ିବ। ଅନେକ ମହିଳା…