ଭାରତକୁ ବିଭାଜନ କରିବା ପାଇଁ ମୋଦି ଲୋକଙ୍କ ମଧ୍ୟରେ ବୁଣୁଛନ୍ତି ଘୃଣାର ବିଷ ମଞ୍ଜି: ରାହୁଲ

ଓ୍ବାୟନାଡ,୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ଭେଦଭାବର ଘୃଣା ବିଷ ମଞ୍ଜି ବୁଣୁଛନ୍ତି। ସେ ଦେଶ ବିଭାଜନ କରିବାକୁ ଉଦ୍ୟମ କରୁଥିବା କଂଗ୍ରେସ…

ପାରିପାରିକ କଳହ: ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ,୮।୬: ଅନୁଗୋଳ ଜିଲା କଣିହାଁ ଥାନାରେ ପାରିବାରିକ କଳହର ସମାଧାନ ସମୟରେ ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଶନିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ପିତାଙ୍କ ଆଶୀର୍ବାଦ ଭିକ୍ଷା କରି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଲେ ଜଗନ ମୋହନ

ଅମରାବତୀ,୮।୬: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ଶନିବାର ସକାଳେ ଅମରାବତୀଠାରେ ଥିବା ସଚିବାୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଛନ୍ତି। ପ୍ରଥମେ ସେ…

ଉତ୍ତରପ୍ରଦେଶ ରାଜନୀତିରେ ଝଡ଼: ଯୋଗୀଙ୍କ ପ୍ରେମିକା ବୋଲି ଦାବି କଲେ ମହିଳା

ଲକ୍ଷ୍ନୌ, ୮।୬: ଉତ୍ତରପ୍ରଦେଶ ରାଜନୀତିରେ ଏବେ ଝଡ଼ ଉଠିଛି। ଜଣେ ମହିଳା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ପ୍ରେମିକା ବୋଲି ଦାବି କରିଛନ୍ତି। ତାଙ୍କ ସହିତ ଯୋଗୀଙ୍କର…

ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ, ୫ ଦିନରେ ଗଲାଣି ୩ ଜୀବନ

କେନ୍ଦୁଝର, ୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ନିକଟରେ ଶନିବାର ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡିନାହିଁ।…

ଜମିବାଡ଼ିକୁ ନେଇ ଗଣ୍ଡଗୋଳ: ବଡ଼ଭାଇ ଆକ୍ରମଣରେ ସାନ ଭାଇ ମୃତ

କୋରାପୁଟ, ୮।୬(ସ୍ବ.ପ୍ର.): କୋରାପୁଟ ବ୍ଲକ ଦେଓଘାଟି ଗ୍ରାମରେ ଶୁକ୍ରବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜମିବାଡ଼ି ଓ ଧାନକୁ ନେଇ ୨ ଭାଇ ଲଳିତ ମୁଦୁଲି ଓ…

କେବଳ ମଣିଷ ନୁହେଁ ବନ୍ୟଜୀବଙ୍କ ଉପରେ ପଡୁଛି ଗ୍ରୀଷ୍ମର ପ୍ରଭାବ: ମଧ୍ୟ ପ୍ରଦେଶ ଜଙ୍ଗଲରେ ୧୫ ମାଙ୍କଡ ମୃତ

ଦଓ୍ବୋସ,୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମାସ୍ୟା ୧୮ ମାଙ୍କଡଙ୍କ ଜୀବନ ନେଇଛି। ମଧ୍ୟପ୍ରଦେଶ ଦଓ୍ବୋସର ବଗଲି ବନଖଣ୍ଡରେ ଥିବା ଯୋଶୀ ବାବା ଜଙ୍ଗଲରେ…

ନ୍ୟାୟ ପାଇଁ ଗଛରେ ମୃତଦେହକୁ ବାନ୍ଧି ରଖିଛନ୍ତି ଗୁଜରାଟର ଆଦିବାସୀ

ହିମ୍ମତନଗର,୮।୬: ଗୁଜରାଟର ଆଦିବାସୀ ଅଞ୍ଚଳରେ ବହୁ ପୀଢ଼ି ଧରି ‘ଚଡୋତରୁ’ ପରମ୍ପରା ଚାଲିଆସିଛି। ଉକ୍ତ ଅଞ୍ଚଳରେ ଯଦି କୌଣସି ବ୍ୟକ୍ତିଙ୍କ ସନ୍ଦିଗ୍ଧ ମୃତ୍ୟୁ ହୋଇଥାଏ। ତା’ହେଲେ ମୃତଙ୍କ…

ବିଶ୍ୱ ମହାସାଗର ଦିବସ: ପ୍ରଦୂଷଣ ଯୋଗୁ ପ୍ରତିବର୍ଷ ୧୦ ଲକ୍ଷ ପକ୍ଷୀ ଏବଂ ଏକ ଲକ୍ଷ ସାମୁଦ୍ରିକ ଜୀବଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୮।୬: ବୃଦ୍ଧି ପାଉଥିବା ପ୍ରଦୂଷଣର ପ୍ରଭାବ ମହାସାଗର ଉପରେ ପଡ଼ିବାରେ ଲାଗିଛି। ଏଥିଯୋଗୁ ପ୍ରତିବର୍ଷ ୧୦ ଲକ୍ଷ ପକ୍ଷୀ ଏବଂ ଏକ ଲକ୍ଷ ସାମୁଦ୍ରିକ ଜୀବଙ୍କ ମୃତ୍ୟୁ…

ଡ୍ରୋନ୍‌ରେ ପଠାଗଲା ବ୍ଲଡ ସାମ୍ପଲ: ବିଚ୍ଛିନ୍ନାଞ୍ଚଳ ରୋଗୀଙ୍କ ପାଇଁ ସହାୟକ ହେବ

ଡେରାଡୁନ,୮।୬: ଉତ୍ତରାଖଣ୍ଡ ନନ୍ଦଗାଓଁ ଜିଲା ହସ୍ପିଟାଲରୁ ତେହରି ଜିଲା ହସ୍ପିଟାଲକୁ ପରୀକ୍ଷା ମୂଳକ ଭାବେ ଡ୍ରୋନ୍‌ ଯୋଗେ ପ୍ରଥମ କରି ଶୁକ୍ରବାର ବ୍ଲଡ ସାମ୍ପୁଲ ପଠାଯାଇଛି। ତେହରି…