ଶ୍ରୀନଗର, ୭।୬: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଭାରତୀୟ ସୁରକ୍ଷାବଳ ପକ୍ଷରୁ କରାଯାଇଥିବା ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟ ୨ ଜଣ ପୂର୍ବତନ ସ୍ପେଶାଲ ପୋଲିସ…
କଟକ ଅଫିସ,୭ା୬: ହାଇକୋର୍ଟ ବାର୍ ବାହାରୁ ବିଚାରପତି ଚୟନ କରାଯାଉଛି। ଅର୍ଥାତ୍ ଯେଉଁମାନେ ହାଇକୋର୍ଟ ବାର୍ରେ ନିୟମିତ ପ୍ରାକ୍ଟିସ କରୁନାହାନ୍ତି କିମ୍ବା ମକଦ୍ଦମା ପରିଚାଳନା କରୁନାହାନ୍ତି ସେମାନଙ୍କୁ…
କଟକ ଅଫିସ, ୭ା୬: ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ଛାତ୍ରୀଛାତ୍ରମାନଙ୍କୁ ଇଂଲିଶରେ କହିବା (ସ୍ପୋକନ ଇଂଲିଶ) ଶିକ୍ଷା ଦିଆଯିବ। ଗତ ମାଟ୍ରିକ ପରୀକ୍ଷାରେ ୮୨ଟି ସ୍କୁଲର ଫଳାଫଳ ଶୂନ…
ଚଣ୍ଡିଗଡ଼,୭ା୬(ପି.ଟି.)-ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂ ଗୁରୁବାର ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏଥିରେ ନବଜ୍ୟୋତ୍ ସିଂ ସିଦ୍ଧୁଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହରାଇବାକୁ ପଡିଛି। ତାଙ୍କଠାରୁ…
ସୁକିନ୍ଦା,୭ା୬(ଡି.ଏନ୍.ଏ.): ଯାଜପୁର ଜିଲା ସୁକିନ୍ଦା ଥାନା ଅନ୍ତର୍ଗତ ବିରିଗୋଡା ରେଙ୍ଗାଲି କେନାଲ ପାର୍ଶ୍ୱରୁ ଗୁରୁବାର ସକାଳେ ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଯୁବକ ଜଣକ…
ବିଞ୍ଝାରପୁର,୭ା୬(ଡି.ଏନ୍.ଏ.)- ବିଞ୍ଝାରପୁର ତହସିଲ ଅଞ୍ଚଳର ବିଭିନ୍ନ ବାଲିଘାଟରୁ ବେଆଇନଭାବେ ବାଲି ଉଠାଣ ହେଉଥିବା ନେଇ ପୋଲିସ ନିକଟରେ ଅଭିଯୋଗ ହେଉଥିଲା। ଏହି ଅଭିଯୋଗ ପରେ ବିଞ୍ଝାରପୁର ପୋଲିସ…
ରଘୁନାଥପୁର, ୭। ୬ (ଡି.ଏନ.ଏ.) : ଜଗତ୍ସିଂହପୁର ଜିଲା ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଜଣେ ଗର୍ଭବତୀଙ୍କୁ ଚିକିତ୍ସା ସୁବିଧା ନ ମିଳିବାରୁ ସେ ଘରକୁ ଫେରିବା…
ବାଲିଆ,୭।୬: ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ କଟକ-ପାରାଦୀପ ରେଳପଥର ଗୋଠପଦାଠାରେ ୧୪ନଂ. ଫାଟକ ଠାରୁ ୧୫ନଂ. ଫାଟକ ପର୍ଯ୍ୟନ୍ତ ଜନସାଧାରଣଙ୍କ ଯାତାୟାତ ନିମନ୍ତେ ରେଲଓ୍ବେ ପକ୍ଷରୁ ନୂତନ…
ନୂଆଦିଲ୍ଲୀ୍,୭ା୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୀତି ଆୟୋଗର ପୁନର୍ଗଠନ କରିଛନ୍ତି। ଏଥିରେ ସେ ପୂର୍ବଭଳି ରାଜୀବ କୁମାରଙ୍କ ଉପାଧ୍ୟକ୍ଷ ପଦ ବଜାୟ ରଖିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ…
ହାଇଦ୍ରାବାଦ,୭ା୬ (ଆଇଏଏନ୍ଏସ୍):ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଗୁରୁବାର ତେଲେଙ୍ଗାନାରେ ଦଳକୁ ବଡ଼ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସ ନେତୃତ୍ୱ ପ୍ରତି ଅସନ୍ତୁଷ୍ଟ ୧୨ ବିଧାୟକ…