ଡାକଘରୁ ହେଡ୍‌ ପୋଷ୍ଟମାଷ୍ଟର ଆସବାବପତ୍ର ଲୁଟି ନେଇଥିବା ଅଭିଯୋଗ : ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଫେରାଦ ହେଲା କର୍ମଚାରୀ ସଂଘ

ଯାଜପୁର ଟାଉନ,୭ା୬(ଡିଏନଏ)- ଯାଜପୁର ମୁଖ୍ୟ ଡାକଘରର ହେଡ୍‌ ପୋଷ୍ଟମାଷ୍ଟର ପ୍ରମୋଦ କୁମାର ହୋତା କାର୍ଯ୍ୟାଳୟର ଆସବାବପତ୍ର ଓ ବିଭିନ୍ନ କମ୍ପ୍ୟୁଟର ସାମଗ୍ରୀ ନେଇ ପଳାଇ ଯାଇଥିବା ଉଚ୍ଚ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ : ଥାନା ସମ୍ମୁଖରୁ ୩.୫୦ ଲକ୍ଷ ଟଙ୍କା ଲୁଟ୍‌

ଯାଜପୁର ଟାଉନ,୭ା୬(ଡିଏନଏ) :  ଯାଜପୁର ସହରରେ ଦିନକୁ ଦିନ ରାହାଜାନି, ଛିନ୍‌ତାଇ ବଢ଼ିବାରେ ଲାଗିଥିବାବେଳେ ଗୁରୁବାର ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରି ଲୁଟେରା ଥାନା ସାମ୍ନାରୁ ୩ଲକ୍ଷ…

ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ : ୬ମାସ ପରେ ଗଠନ ହେଲା ନାକ୍‌ କମିଟି

ଯାଜପୁରରୋଡ,୭ା୬(ନି.ପ୍ର)- ଯାଜପୁର ରୋଡସ୍ଥିତ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟର ଏକ ପ୍ରମୁଖ ମହାବିଦ୍ୟାଳୟ ଭାବେ ନିଜର ସ୍ବତନ୍ତ୍ର ପରିଚୟ ହାସଲ କରିଛି। ମାତ୍ର ଏବେ ମହାବିଦ୍ୟାଳୟର ପୂର୍ବତନ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ବଜାର କମିଟି ନାଁରେ ଫେରାଦ ଘଟଣା : ଏସ୍‌ପିଙ୍କୁ ଭେଟିଲେ ବ୍ୟବସାୟୀ

କୋରେଇ,୭ା୬(ସ୍ବ.ପ୍ର.) : ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ପୋଲିସ ବାହିନୀ ଗଠିତ ହୋଇଥିଲେ ମଧ୍ୟ କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ ପ୍ରରାଚନାରେ ସେମାନେ କର୍ତ୍ତବ୍ୟରେ ଅବହେଳା କରୁଥିବା ଜଣାପଡ଼ିଛି।…

ମଞ୍ଜିଟିଏ ଗଛଟିଏ ସଚେତନତା, କନ୍ୟାରନତ୍ ସମ୍ବର୍ଦ୍ଧନା

ବୋଲଗଡ଼,୭ା୬(ଡି.ଏନ୍‌.ଏ.): ବୃକ୍ଷରୋପଣ ଉଦ୍ଦେଶ୍ୟରେ ପରିବେଶ ସଚେତନତା ପାଇଁ ‘ମଞ୍ଜିଟିଏ ଗଛଟିଏ’ କାର୍ଯ୍ୟକ୍ରମ ଅବସରରେ କନ୍ୟାରନତ୍ଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ବୋଲଗଡ଼ ବ୍ଲକ ମାଣିବନ୍ଧ ପଞ୍ଚାୟତସ୍ଥ ଛାମୁଡିଆ ନୂଆପଲ୍ଲୀ ଗ୍ରାମରେ…

ଟାଙ୍ଗୀରେ ପାନୀୟ ଜଳ ସମସ୍ୟା : ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ହନ୍ତସନ୍ତ

ଟାଙ୍ଗୀ(ଖୋର୍ଦ୍ଧା),୭ା୬(ଡି.ଏନ.ଏ.) : ସମ୍ପ୍ରତି ଟାଙ୍ଗୀରେ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି। ଏଥିଯୋଗୁ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ତେବେ ପ୍ରଶାସନିକ ଅବହେଳା ଏଥିପାଇଁ ଦାୟୀ…

ଆରମ୍ଭ ହେଲା ଯୁକ୍ତ ୨ ନାମଲେଖା ପ୍ରକ୍ରିୟା : ୪୬ କଲେଜ ପାଇଁ ୨୦ ସାମ୍‌ସ ସେଣ୍ଟର

ନୟାଗଡ଼ ଅଫିସ,୭ା୬ : ଗୁରୁବାରଠାରୁ ଆରମ୍ଭ ହୋଇଛି ଯୁକ୍ତ ୨ ନାମଲେଖା ପ୍ରକ୍ରିୟା। ଏଥିପାଇଁ ଛାତ୍ରୀଛାତ୍ର ଜିଲାର ବିଭିନ୍ନ ସାଇବର କାଫେରେ ଷ୍ଟୁଡେଣ୍ଟସ୍‌ ମ୍ୟାନେଜ୍‌ମେଣ୍ଟ ଏକାଡେମିକ ସିଷ୍ଟମ…

ବାପାଙ୍କ ହତ୍ୟାକାରୀଙ୍କୁ ଗିରଫ ଦାବି : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ପୁଅ

ରଣପୁର, ୭।୬(ସ୍ବ.ପ୍ର.) : ପୁଅକୁ ବିବାହ କରାଇ ଘରକୁ ବୋହୂ ଆଣିଥିଲେ। ସେହି ପରିବାର ସହିତ ଜନ୍ମ ଜନ୍ମକୁ ବନ୍ଧୁ ବି ବାନ୍ଧିଥିଲେ । ହେଲେ ବାହାଘରର…

ଆବାସ ଯୋଜନା ଗୋଚ୍ଛାବାରୀରେ ସାତସପନ

ଖଣ୍ଡପଡା,୭ା୬(ସ୍ବ.ପ୍ର.) : ସମାଜରେ ଦଳିତ ଓ ଅସହାୟଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପରେ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ୨୦୧୯ ମସିହା ସୁଦ୍ଧା…