ମେଡିକାଲ ପରୀକ୍ଷା: ଇ-ଟେକ୍‌ର ୧୯ ଛାତ୍ରୀଛାତ୍ର ସଫଳ

ଢେଙ୍କାନାଳ ଅଫିସ, ୭।୬- ଢେଙ୍କାନାଳ ଇ-ଟେକ୍‌ ଆବାସିକ ମହାବିଦ୍ୟାଳୟର ୧୯ଜଣ ଛାତ୍ରୀଛାତ୍ର ଜାତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍‌)ରେ ସଫଳତା ହାସଲ କରିଛନ୍ତି ା ଶିବନନ୍ଦନ ବୋଷ…

ଟାଟା ଷ୍ଟିଲ ବିଏସ୍‌ଏଲ୍‌ର ଅଭିନବ ପ୍ରୟାସ: ଲାଗିଲା ୧୦୦୦ରୁ ଊର୍ଦ୍ଧ୍ୱ ଚାରା

ଢେଙ୍କାନାଳ ଅଫିସ, ୭।୬- ବିଶ୍ୱ ପରିବେଶ ଦିବସରେ ଅଭିନବ ପ୍ରୟାସ ଆରମ୍ଭ କରିଛି ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ ବିଏସ୍‌ଏଲ୍‌ କମ୍ପାନୀ। ଚଳିତ ବର୍ଷ ବିଶ୍ୱ…

କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

କଣିହାଁ, ୭ା୬(ଡି.ଏନ.ଏ.)- କଣିହାଁ ବ୍ଲକ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଥମିବାର ନାଁ ଧରୁନି। କିଛିଦିନ ହେଲା ଲଗାତର ଝଡବର୍ଷା ଯୋଗୁ ବହୁ କ୍ଷୟକ୍ଷତି ଘଟୁଛି। ଗୁରୁବାର ସନ୍ଧ୍ୟାରେ…

ସୀମାନ୍ତ ଗାଁ ଗାଙ୍ଗିଯୋଡ଼ିକୁ ଅବହେଳାର ଅନ୍ତ ନାହିଁ: ଘର ଅନୁଗୋଳ, ସ୍କୁଲ ଢେଙ୍କାନାଳ

ବଅଁରପାଳ, ୭।୬ (ଉପେନ୍ଦ୍ର ରାଉତ)- ସଭିଏଁ ପଢ଼ିବେ। ସେଥିପାଇଁ ସ୍କୁଲ ଶିକ୍ଷାକୁ ବାଧ୍ୟତାମୂଳକ କରିଛନ୍ତି ସରକାର। କିନ୍ତୁ ଶିକ୍ଷାନୁଷ୍ଠାନଟିଏ ନ ଥିଲେ କେମିତି ଏହା ସମ୍ଭବ ହେବ?…

ଭିକାରୀ ହତ୍ୟା ଘଟଣା, ୨ ଅଭିଯୁକ୍ତ ଗିରଫ

ଖଲ୍ଲିକୋଟ,୭ା୬(ଡି.ଏନ.ଏ.)- ଖଲ୍ଲିକୋଟ କେଶପୁର ବଜାର ହନୁମାନ ମନ୍ଦିର ନିକଟରେ ଗତ ୧୬ ତାରିଖ ରାତିରେ ଭିକାରୀ ତରେଇଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ୨ ଅଭିଯୁକ୍ତଙ୍କୁ…

ମନୋଜ ହତ୍ୟା ମାମଲା: କାର ଡ୍ରାଇଭର, କାମବାଲା ସହ ୩ ଜଣଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୭ା୬- ଆସିକା କଂଗ୍ରେସ ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାରେ ଗୁରୁବାର ୩ଜଣଙ୍କ ବୟାନ କୋର୍ଟରେ ରେକର୍ଡ କରାଯାଇଛି। ସେମାନେ ହେଲେ କାର ଡ୍ରାଇଭର…

ବନ୍ଧ୍ୟାକରଣ ଯୋଜନା ଫେଲ୍‌

ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ମହାନଗର ନିଗମରେ ଗୋରୁଗୁଡିକ ଅବାଧ ଚଳପ୍ରଚଳ କରୁଛନ୍ତି ା ଏହା ସହ ବୁଲା କୁକୁରଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସହରବାସୀଙ୍କ ପାଇଁ ବର୍ତ୍ତମାନ…

ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୭ା୬(ଡି.ଏନ.ଏ.)- ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କ ଘରେ ପଶି ଅସଦାଚରଣ ସହ କାତିରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଏତଲାକୁ ଭିତ୍ତିକରି ପୋଲିସ ତଦନ୍ତ ଚଳାଇଛି।…

ଯାତ୍ରା ଦାଣ୍ଡରେ ୨୨ କଳାକୁଞ୍ଜ, ୬ ରଥ

ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ଅନ୍ୟତମ ପ୍ରସିଦ୍ଧ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ଗୁରୁବାର ୧୯ ଦିନରେ ପହଞ୍ଚିଛି। ଯାତ୍ରାକୁ ଆଉ ମାତ୍ର ୪ ଦିନ ବାକି ଥିବା…

ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ବ୍ରହ୍ମପୁର ଅଫିସ୍‌,୭ା୬- ମଡର୍ଣ୍ଣ ୟୁଥ୍‌ କ୍ଲବ ତରଫରୁ ତଥା ବିଏମ୍‌ସି ସହଯୋଗରେ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ଚାଲିଥିବା ଗ୍ରୀଷ୍ମକାଳୀନ ବାସ୍କେଟବଲ୍‌ ପ୍ରଶିକ୍ଷଣ ଶିବିର ଗୁରୁବାର ଉଦ୍‌ଯାପିତ ହୋଇଯାଇଛି।…