ନୂଆଦିଲ୍ଲୀ, ୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସସିଓ ବୈଠକରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାର କୌଣସି କାର୍ଯ୍ୟକ୍ରମ ନାହିଁ ବୋଲି ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି।…
ଦିଗପହଣ୍ଡି,୬ା୬(ଡି.ଏନ୍.ଏ.): ଦିଗପହଣ୍ଡି ଏନ୍ଏସି ଏନ୍ଫୋର୍ସମେଣ୍ଟ ସ୍କ୍ବାଡ ପକ୍ଷରୁ ଗୁରୁବାର ସହରରେ ବେଆଇନ ପଲିଥିନ ବିକ୍ରୟ ଓ ବ୍ୟବହାର ବିରୋଧରେ ଧରପଗଡ଼ କରାଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର…
ସାଉଥମ୍ପ୍ଟନ, ୬।୬(ପି.ଟି.)- ଭାରତୀୟ ପେସର ଯଶପ୍ରୀତ୍ ବୁମରାଙ୍କ ସମ୍ମୁଖୀନ ହେବା ଯେକୌଣସି ବ୍ୟାଟ୍ସମ୍ୟାନ୍ଙ୍କ ପକ୍ଷେ କଷ୍ଟକର ହେଉଛି। ଏଥିଲାଗି ପୂର୍ବତନ ଇଂଲଣ୍ଡ ବ୍ୟାଟ୍ସମ୍ୟାନ୍ କେଭିନ ପିଟରସନ୍ କେବଳ…
ସିଡ୍ନୀ, ୬।୬(ପିଟି)- ଏଠାରେ ଚାଲିଥିବା ଅଷ୍ଟ୍ରେଲିଆନ୍ ଓପନ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ଭାରତୀୟ ପ୍ରତିଦ୍ୱନ୍ଦ୍ୱିତାର ଶେଷ ହୋଇଛି। ଅଲିମ୍ପିକ୍ ଓ ବିଶ୍ୱ ଚାମ୍ପିୟନଶିପ୍ ରୌପ୍ୟ ପଦକଧାରୀ…
ଶିଲଂ, ୬।୬: ବଙ୍ଗାଳୀ ଝିଅଙ୍କୁ ବାର୍ ଡ୍ୟାନ୍ସର କହି ଅଡୁଆରେ ପଡିଯାଇଛନ୍ତି ମେଘାଳୟ ରାଜ୍ୟପାଳ ତଥାଗତ ରାୟ। ସେ କହିଛନ୍ତି, କେଉଁ ଯୁଗରେ ପଶ୍ଚିମବଙ୍ଗ ପ୍ରସିଦ୍ଧ ଥିଲା,…
ଜୋହାନ୍ସବର୍ଗ, ୬।୬- ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଚଳିତ ବିଶ୍ୱକପ୍ ଖେଳିବା ପାଇଁ ପ୍ରସ୍ତାବ ଦେଇଥିଲେ। ହେଲେ…
ଦିଗପହଣ୍ଡି,୬ା୬(ଡି.ଏନ୍.ଏ.): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ସରପଞ୍ଚ ଭୀମସେନ ସାହୁଙ୍କ ସମ୍ପର୍କରେ ସୋସିଆଲ ମିଡିଆରେ ଅସମ୍ମାନସୂଚକ ତଥା ଅଶାଳୀନ ମନ୍ତବ୍ୟ ଦିଆଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଫଟୋ…
କେନ୍ଦୁଝର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ମଲଦା ପଞ୍ଚାୟତ କାଶିଆ ଗ୍ରାମ ନାଏକ ସାହିରେ ଗୁରୁବାର ଅପରାହ୍ନରେ ମାଡପିଟ୍ ହୋଇ ୨ ଭାଇଙ୍କୁ ହତ୍ୟା କରାଯାଇଛି।…
ଗଞ୍ଜାମ,୬ା୬(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ବିରୁଳି କାଇଁଚପୁର ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନା ଠିକ୍ରେ ହୋଇ ନ ଥିବା ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ…
ମୁମ୍ବାଇର ଝୁଙ୍ଗିଆ ଇଲାକାର ବସ୍ତି ଅଞ୍ଚଳରେ ରହୁଥିବା ଗରିବ ପିଲାମାନେ ସ୍କୁଲ୍ ପଢ଼ିବାକୁ ନୁହଁ ବରଂ ସ୍କୁଲ୍ ଏମାନଙ୍କୁ ପଢ଼ାଇବାକୁ ଆସିଥାଏ। ‘ସ୍କୁଲ୍-ଅନ୍-ହ୍ବିଲ୍ସ’ ନାମରେ ଚାଲିଥିବା ଏହି…