ଜବରଦଖଲ ଉଚ୍ଛେଦ : ପାତରଅନ୍ତରକୁ ବିରୋଧ କଲେ ବ୍ୟବସାୟୀ

ଆନନ୍ଦପୁର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଜନଗହଳିପୂର୍ଣ୍ଣ ବ୍ରିଜଛକରେ ପୌରପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଗୁରୁବାର ତ୍ୱରାନ୍ବିତ ହୋଇଛି। ପୂର୍ବରୁ ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସାୟୀମାନଙ୍କୁ…

ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା: ଦଳ ଛାଡି ଟିଆରଏସରେ ଯୋଗଦେବେ ୧୨ ବିଧାୟକ

ହାଇଦ୍ରାବାଦ, ୬।୬: ତେଲେଙ୍ଗାନାରେ କଂଗ୍ରେସକୁ ବଡ ଝଟକା ଲାଗିଛି। ରାଜ୍ୟରେ କଂଗ୍ରେସର ୧୮ ବିଧାୟକଙ୍କ ମଧ୍ୟରୁ ୧୨ ବିଧାୟକ ଦଳ ଛାଡି କେ. ଚନ୍ଦ୍ରଶେଖର ରାଓଙ୍କ ନେତୃତ୍ୱାଧୀନ…

ରୋନାଲ୍ଡୋଙ୍କ ହ୍ୟାଟ୍ରିକ: ଫାଇନାଲରେ ପର୍ତ୍ତୁଗାଲ

ମାଡ୍ରିଡ୍‌, ୬।୬- ଷ୍ଟାର ଖେଳାଳି କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ହ୍ୟାଟ୍ରିକ ଗୋଲ ବଳରେ ପର୍ତ୍ତୁଗାଲ ୩-୧ ଗୋଲରେ ସୁଇଜରଲାଣ୍ଡକୁ ହରାଇ ଦେଇଛି। ଏହି ବିଜୟ ସହ ପର୍ତ୍ତୁଗାଲ ପ୍ରଥମ…

କଳିଙ୍ଗ ଷ୍ଟାଡିୟମରେ ଆମେରିକା ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ଏଫ୍‌ଆଇଏଚ୍‌ ପୁରୁଷ ସିରିଜ୍‌ର ହକି ଫାଇନାଲ ସମୟର ଦୃଶ୍ୟ।

କଳିଙ୍ଗ ଷ୍ଟାଡିୟମରେ ଆମେରିକା ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ଏଫ୍‌ଆଇଏଚ୍‌ ପୁରୁଷ ସିରିଜ୍‌ର ହକି ଫାଇନାଲ ସମୟର ଦୃଶ୍ୟ।

କ୍ୟାବିନେଟ ବୈଠକରେ ଯୋଗଦେଲେନି ସିଦ୍ଧୁ

ଅମୃତସର, ୬।୬: ଭାଜପା ଛାଡି କଂଗ୍ରେସ ଯୋଗ ଦେବା ପରେ ନବଜୋତ ସିଂ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା ସିଦ୍ଧୁ…

ବାରବାଟୀ ଷ୍ଟାଡିୟମ କ୍ଲବ ହାଉସ୍‌ଠାରେ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ୩୦ତମ ସାମ୍ବିଧାନିକ ସମ୍ମିଳନୀକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍‌ଘାଟନ କରୁଛନ୍ତି।

ବାରବାଟୀ ଷ୍ଟାଡିୟମ କ୍ଲବ ହାଉସ୍‌ଠାରେ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ୩୦ତମ ସାମ୍ବିଧାନିକ ସମ୍ମିଳନୀକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରଦୀପ ପ୍ରଜ୍ୱଳନ କରି…

ରାସ୍ତା କାମ ନିମ୍ନ ମାନର ଯୋଗୁ ସରକାରୀ ଯନ୍ତ୍ରୀଙ୍କୁ ଉଠ୍‌ବସ କରାଇଲେ ପାଟଣାଗଡ଼ ବିଧାୟକ, ଭିଡିଓ ଭାଇରାଲ

ବଲାଙ୍ଗୀର ଅଫିସ,୬।୬: ପାଟଣାଗଡ଼ର ନବନିର୍ବାଚିତ ବିଜେଡି ବିଧାୟକ ସରୋଜ ମେହେର ଜଣେ ସରକାରୀ ଯନ୍ତ୍ରୀଙ୍କୁ ଲୋକଙ୍କ ସମ୍ମୁଖରେ ଉଠ୍‌ବସ୍‌ କରୁଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ପ୍ରଚାର…

‘ବିଜୁ ସ୍ବାସ୍ଥ୍ୟ କଲ୍ୟାଣ’ ଯୋଜନା ଶ୍ରେଷ୍ଠ ଯୋଜନା; ‘ଆୟୁଷ୍ମାନ୍‌ ଭାରତ’ ଲାଗୁ ନେଇ ନିଷ୍ପତ୍ତି ନିଆଯାଇନାହିଁ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କେନ୍ଦ୍ର ସରକାରଙ୍କ ‘ଆୟୁଷ୍ମାନ୍‌ ଭାରତ’ ଯୋଜନା କାର୍ଯ୍ୟକାରୀ କରିବା ନେଇ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ମଙ୍ଗଳବାର ସଚିବାଳୟରେ ଏ ସଂକ୍ରାନ୍ତରେ ଏକ…

ଯେଉଁଠି ମୃତ ବ୍ୟକ୍ତିଙ୍କୁ ପୋଡ଼ାଯାଏ ନାହିଁ କି, ପୋତା ଯାଏ ନାହିଁ

ଆଫ୍ରିକାର ମସାଈ ଜନଜାତି ନିଜ ପରମ୍ପରା ପାଇଁ ବେଶ୍‌ ଚର୍ଚ୍ଚିତ। ହଜାର ହଜାର ବର୍ଷ ବିତିଯାଇଥିଲେ ସୁଦ୍ଧା ସେମାନେ ନିଜକୁ ଆଧୁନିକତାଠାରୁ ସମ୍ପୂର୍ଣ୍ଣ ଦୂରରେ ରଖିଛନ୍ତି। ଏମାନେ…

ନବନିର୍ବାଚିତ ଏମ୍‌ପି ଏବଂ ବିଧାୟକଙ୍କ ପାଟଣା ଗସ୍ତ : ଲୋକଙ୍କ ନିକଟତର ହେବାକୁ କର୍ମୀଙ୍କୁ ପରାମର୍ଶ

ପାଟଣା,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ଅଞ୍ଚଳକୁ ନବନିର୍ବାଚିତ ପାଟଣା ବିଧାୟକ ଜଗନ୍ନାଥ ନାଏକ ଓ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ଗସ୍ତ କରିଛନ୍ତି। ନିର୍ବାଚିତ ହେବା…