ବଜ୍ରପାତ ନେଲା ଜୀବନ

ପାଣ୍ଡ୍ରିପାଣି,୬।୬(ଡି.ଏନ୍‌.ଏ): ମାଲକାନଗିରି ବ୍ଲକ ଅନ୍ତର୍ଗତ ବୀରଲକ୍ଷ୍ମଣପୁର ଗ୍ରାମପଞ୍ଚାୟତର କେନ୍ଦୁକୁଣ୍ଡ ଗଁାରେ ଘଡ଼ଘଡ଼ି ଓ ବିଜୁଳିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି। ମୃତ ଜଣଙ୍କ…

ସେଲଫି ନେବାକୁ ଆସିଥିବା ଯୁବକଙ୍କୁ ଠେଲିଦେଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ, ୬।୬: ସେଲଫି ନେବାକୁ ଆସିଥିବା ଜଣେ ଯୁବକଙ୍କୁ ଠେଲିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟର। କରନଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇଥିବାବେଳେ ଜଣେ ଯୁବକ…

୬ ଅଙ୍ଗୁଳି ଥିବା ବ୍ୟକ୍ତି ଭାଗ୍ୟଶାଳୀ

ଅଧିକାଂଶ ଲୋକଙ୍କ ମନରେ ଧାରଣା ଥାଏ ଯେଉଁମାନଙ୍କର ୬ଟି ଅଙ୍ଗୁଳି ସେମାନଙ୍କୁ କାମ କରିବାରେ ଅସୁବିଧା ହେଉଥିବ। କିନ୍ତୁ ଏକ ସର୍ବେକ୍ଷଣରୁ ଜଣାପଡ଼ିଛି ଯାହାର ୬ଟି ଅଙ୍ଗୁଳି…

ଉପବାଚସ୍ପତି ପଦବୀ ଉପରେ ଶିବସେନାର ନଜର

ନୂଆଦିଲ୍ଲୀ,୬।୬: ଲୋକସଭାର ବାଚସ୍ପତି ଏବଂ ଉପବାଚସ୍ପତି ପଦବୀ କାହାକୁ ମିଳିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଶିବସେନା ଉପବାଚସ୍ପତି ପଦବୀ ପାଇଁ ଦାବି କରିଛି।…

ପ୍ରଥମଥର ପାଇଁ ଗଦାଫି ଷ୍ଟାଡିୟମରେ ନମାଜ ପଢିପାରିଲେନି ହଫିଜ୍‌ ସୟିଦ୍‌: ଲାଗିଲା କଟକଣା

ଇସଲମାବାଦ୍‌, ୬।୬: ଜାତିସଂଘ ଦ୍ୱାରା ଘୋଷିତ ଆତଙ୍କୀ ସଂଗଠନ ଜାମାତ୍‌ ଉଦ୍‌ ଦାଓ୍ବା ମୁଖ୍ୟ ସୟିଦ ହଫିଜ୍‌ଙ୍କୁ ଗଦାଫି ଷ୍ଟାଡିୟମରେ ନମାଜ ପଢିବାର ସୁଯୋଗ ମିଳିପାରି ନାହିଁ।…

ଗୋଟିଏ ବିଲେଇଠାରୁ ହାରିଗଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ

ଲଣ୍ଡନ, ୬।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ତିନିଦିନିଆ ବ୍ରିଟେନ ଗସ୍ତରେ ଯାଇଛନ୍ତି। ଟମ୍ଫଙ୍କ ଗସ୍ତକୁ ନେଇ ଅନେକ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲେ ମଧ୍ୟ କଡା…

ମୋଦି ରାଜ୍‌-୨ରେ ଶସ୍ତା ଇଏମ୍‌ଆଇ ଉପହାର: ରେପୋ ରେଟ୍‌ ହ୍ରାସ ସମ୍ପର୍କରେ ଆର୍‌ବିଆଇ କଲା ଘୋଷଣା

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ-୨ରେ ସାଧାରଣ ଲୋକଙ୍କୁ ଶସ୍ତା ଇଏମ୍‌ଆଇ ଉପହାର ପ୍ରଦାନ କରାଯାଇଛି। ଏନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆ) ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି।…

ଗୋଦରବିଲିଠାରେ ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; କଙ୍କଡ଼ାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ମୃତ, ସ୍ତ୍ରୀ ଗୁରୁତର

କାମାକ୍ଷାନଗର,୬।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡିଠାରୁ ୫୦୦ ମିଟର ଦୂର ଗୋଦରବିଲିଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଙ୍କଡାହାଡ଼…

ଗୁପ୍ତଧନ ଲାଗି ଚାଲିଥିଲା ତନ୍ତ୍ରପୂଜା: ମହିଳାଙ୍କ ସମେତ ୬ ଅଟକ, ବେଲପାହାଡ଼ ପୋଲିସର ପଚରାଉଚରା

ବେଲପାହାଡ଼,୬।୬(ଡି.ଏନ୍‌.ଏ.)- ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ପୋଲିସ ଗୁପ୍ତଧନ ପାଇଁ ତନ୍ତ୍ରପୂଜା କରୁଥିବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।…

ବିଶ୍ୱକପ୍‌ ଦେଖିବା ଲାଗି ଜିଓର ଧମାକାଦାର ଅଫର୍‌: ସବୁ ମ୍ୟାଚ୍‌ର ସିଧା ପ୍ରସାରଣ ମାଗଣା

ନୂଆଦିଲ୍ଲୀ,୬।୬: କ୍ରିକେଟ୍‌ ମ୍ୟାଚ୍‌ ଲାଇଭ୍‌ ଦେଖିବାରେ ଜିଓ ସବୁଠାରୁ ଗ୍ରହଣୀୟ ସେବା ଭାବେ ପରିଗଣିତ ହୋଇଆସୁଛି। ବିଗତ ଆଇପିଏଲ୍‌ ଏବଂ ବିସିସିଆଇ ଦ୍ୱାରା ଆୟୋଜିତ ଇଣ୍ଡିଆ ସିରିଜ୍‌ରେ…