ଉପବାଚସ୍ପତି ପଦବୀ ଉପରେ ଶିବସେନାର ନଜର

ନୂଆଦିଲ୍ଲୀ,୬।୬: ଲୋକସଭାର ବାଚସ୍ପତି ଏବଂ ଉପବାଚସ୍ପତି ପଦବୀ କାହାକୁ ମିଳିବ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଶିବସେନା ଉପବାଚସ୍ପତି ପଦବୀ ପାଇଁ ଦାବି କରିଛି।…

ପ୍ରଥମଥର ପାଇଁ ଗଦାଫି ଷ୍ଟାଡିୟମରେ ନମାଜ ପଢିପାରିଲେନି ହଫିଜ୍‌ ସୟିଦ୍‌: ଲାଗିଲା କଟକଣା

ଇସଲମାବାଦ୍‌, ୬।୬: ଜାତିସଂଘ ଦ୍ୱାରା ଘୋଷିତ ଆତଙ୍କୀ ସଂଗଠନ ଜାମାତ୍‌ ଉଦ୍‌ ଦାଓ୍ବା ମୁଖ୍ୟ ସୟିଦ ହଫିଜ୍‌ଙ୍କୁ ଗଦାଫି ଷ୍ଟାଡିୟମରେ ନମାଜ ପଢିବାର ସୁଯୋଗ ମିଳିପାରି ନାହିଁ।…

ଗୋଟିଏ ବିଲେଇଠାରୁ ହାରିଗଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ

ଲଣ୍ଡନ, ୬।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ତିନିଦିନିଆ ବ୍ରିଟେନ ଗସ୍ତରେ ଯାଇଛନ୍ତି। ଟମ୍ଫଙ୍କ ଗସ୍ତକୁ ନେଇ ଅନେକ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲେ ମଧ୍ୟ କଡା…

ମୋଦି ରାଜ୍‌-୨ରେ ଶସ୍ତା ଇଏମ୍‌ଆଇ ଉପହାର: ରେପୋ ରେଟ୍‌ ହ୍ରାସ ସମ୍ପର୍କରେ ଆର୍‌ବିଆଇ କଲା ଘୋଷଣା

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ-୨ରେ ସାଧାରଣ ଲୋକଙ୍କୁ ଶସ୍ତା ଇଏମ୍‌ଆଇ ଉପହାର ପ୍ରଦାନ କରାଯାଇଛି। ଏନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆ) ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି।…

ଗୋଦରବିଲିଠାରେ ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; କଙ୍କଡ଼ାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ମୃତ, ସ୍ତ୍ରୀ ଗୁରୁତର

କାମାକ୍ଷାନଗର,୬।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡିଠାରୁ ୫୦୦ ମିଟର ଦୂର ଗୋଦରବିଲିଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଙ୍କଡାହାଡ଼…

ଗୁପ୍ତଧନ ଲାଗି ଚାଲିଥିଲା ତନ୍ତ୍ରପୂଜା: ମହିଳାଙ୍କ ସମେତ ୬ ଅଟକ, ବେଲପାହାଡ଼ ପୋଲିସର ପଚରାଉଚରା

ବେଲପାହାଡ଼,୬।୬(ଡି.ଏନ୍‌.ଏ.)- ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ପୋଲିସ ଗୁପ୍ତଧନ ପାଇଁ ତନ୍ତ୍ରପୂଜା କରୁଥିବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।…

ବିଶ୍ୱକପ୍‌ ଦେଖିବା ଲାଗି ଜିଓର ଧମାକାଦାର ଅଫର୍‌: ସବୁ ମ୍ୟାଚ୍‌ର ସିଧା ପ୍ରସାରଣ ମାଗଣା

ନୂଆଦିଲ୍ଲୀ,୬।୬: କ୍ରିକେଟ୍‌ ମ୍ୟାଚ୍‌ ଲାଇଭ୍‌ ଦେଖିବାରେ ଜିଓ ସବୁଠାରୁ ଗ୍ରହଣୀୟ ସେବା ଭାବେ ପରିଗଣିତ ହୋଇଆସୁଛି। ବିଗତ ଆଇପିଏଲ୍‌ ଏବଂ ବିସିସିଆଇ ଦ୍ୱାରା ଆୟୋଜିତ ଇଣ୍ଡିଆ ସିରିଜ୍‌ରେ…

ସୋସିଆଲ ମିଡ଼ିଆରେ ମିଥ୍ୟା ଖବର ପ୍ରଚାରକାରୀଙ୍କୁ ୫ ବର୍ଷ ଜେଲ୍‌; ୧୦ ଲକ୍ଷ ଜରିମାନା

କଲମ୍ବୋ, ୬।୬: ଶ୍ରୀଲଙ୍କା ସରକାର ସୋସିଆଲ୍‌ ମିଡ଼ିଆରେ ମିଥ୍ୟା ଖବର ପ୍ରଚାର କରୁଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ନୂଆ ଆଇନ ପ୍ରଣୟନ କରିଛନ୍ତି। ଏଭଳି ବ୍ୟକ୍ତିଙ୍କୁ ୫…

ମନୋଜ ହତ୍ୟାକାଣ୍ଡର ପର୍ଦ୍ଦାଫାଶ୍‌: ସୁଲ୍‌ତାନ ସମେତ ୫ ଗିରଫ

ବ୍ରହ୍ମପୁର ଅଫିସ,୬ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବ୍ରହ୍ମପୁର ପୋଲିସ। ଏଥିରେ ସାମିଲ ଥିବା ୨ ଅଭିଯୁକ୍ତ ବୁଲୁ…

ସ୍ବଚ୍ଛ ଭାରତ ମିଶନ: ଖୋଲାରେ ଶୌଚ ହେଉଥିବା ଅଞ୍ଚଳର ଭୂତଳ ଜଳ ଅଧିକ ପ୍ରଦୂଷିତ

ନୂଆଦିଲ୍ଲୀ,୬।୬: ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ସରକାରଙ୍କ ସ୍ବଚ୍ଛ ଭାରତ ମିଶନ ଦ୍ୱାରା ଭୂତଳ ଜଳ ପ୍ରଦୂଷଣ ମାତ୍ରା କମିବାରେ ଲାଗିଛି। ତେବେ ଖୋଲାରେ ଶୌଚ ହେଉଥିବା ଅଞ୍ଚଳରେ…