ମେ’ରେ ସର୍ଭିସ ସେକ୍ଟର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୬-୬: ଦେଶର ସେବା କ୍ଷେତ୍ର ଗତିବିଧି ବୃଦ୍ଧି ହାର ମେ’ର ଏକ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ସାଧାରଣ ନିର୍ବାଚନ ଯୋଗୁ ଏହା ପ୍ରଭାବିତ ହୋଇଛି ବୋଲି…

ଅପମୃତ୍ୟୁ ହେଲା ହତ୍ୟା ମାମଲା

ଖୁଣ୍ଟା, ୬ା୬(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧିନ ଗୋଡିସାହି ଗ୍ରାମର ଜନୈକ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ଏକ ଅପମତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ…

ପିଚାଇ, ଫ୍ରିଡ଼୍‌ମ୍ୟାନଙ୍କୁ ଗ୍ଲୋବାଲ ଲିଡରସିପ୍‌ ପୁରସ୍କାର

ଓ୍ବାଶିଂଟନ,୬-୬: ଗୁଗଲ ସିଇଓ ସୁନ୍ଦର ପିଚାଇ(୪୬) ଏବଂ ଆମେରିକା ଷ୍ଟକ୍‌ ଏକ୍ସଚେଞ୍ଜ ନ୍ୟାସ୍‌ଡ୍ୟାକ୍‌ ପ୍ରେସିଡେଣ୍ଟ ଆଡେନା ଫ୍ରିଡ୍‌ମ୍ୟାନଙ୍କୁ ଚଳିତ ବର୍ଷ ଲାଗି ଗ୍ଲୋବାଲ ଲିଡରସିପ୍‌ ପୁରସ୍କାର ମିଳିବ।…

ଭୁଷଣ୍ଡେଶ୍ୱର ମନ୍ଦିର ନିର୍ମାଣ ଶୁଭାରମ୍ଭ: ଖର୍ଚ୍ଚ ହେବ ୧୨ରୁ ୧୫କୋଟି ଟଙ୍କା

ଭୋଗରାଇ, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୁବର୍ଣ୍ଣରେଖା ନଦୀ ତଟରେ ଅବସ୍ଥିତ ଏସିଆର ସର୍ବବୃହତ୍‌ ଶିବଲିଙ୍ଗ ଭୁଷଣ୍ଡେଶ୍ୱର ମନ୍ଦିର ଦୀର୍ଘବର୍ଷ ଧରି ଧରାଶାୟୀ ହୋଇଛି। ଏଥିପାଇଁ ବହୁ…

ଆରମ୍ଭ ହେଲା ‘ଗୁଞ୍ଜନ’: ନାଚ, ଗୀତ ସାଙ୍ଗକୁ ଟେରାକୋଟା ଶିକ୍ଷା

ବାଲେଶ୍ୱର ଅଫିସ, ୬।୬-ଲୋକକଳା, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବା ଲକ୍ଷ୍ୟ ନେଇ ବାଲେଶ୍ୱରର ଏକ ସାମାଜିକ ଅନୁଷ୍ଠାନ ‘ଫାମାସ’ ପକ୍ଷରୁ ଷ୍ଟେଶନ ରାସ୍ତାରେ ଥିବା ଏକ…

ବିପଜ୍ଜନକ ଅବସ୍ଥାରେ ଘାଟି ରାସ୍ତା

ପାରଳାଖେମୁଣ୍ଡି, ୬ା୬ (ସ୍ବ.ପ୍ର.) - ଗଜପତି ଜିଲା ଗୁମ୍ମା ବ୍ଲକ ନାମନଗଡ଼ରୁ ଅଜୟଗଡ଼ ଦୀର୍ଘ ୧୦କିମି ଘାଟି ରାସ୍ତା ଧୋଇ ହୋଇ ଏବେ ବିପଜ୍ଜନକ ଅବସ୍ଥାରେ ରହିଛି।…

ସମସିଆ ଘେରରେ ଭୋଇପାଲିବାସୀ: ନଲ୍‌ଚୁଆଁରୁ ବାହାରୁଛେ ଦୂଷିତ୍‌ ପାଏନ୍‌

ସମ୍ବଲପୁର,୬ା୬(ବ୍ୟୁରୋ)- ସମ୍ବଲପୁର ମହାନଗର ନିଗମରେ ସାମିଲ ହେଇଥିବାର ୧୨ଟା ପଁଚେତ୍‌ବାସୀ ଅନେକ ସମସିଆରେ ବୁଡ଼ି ରହିଛନ୍‌। ବଡ଼ଭାରି ହିସାବେ ମହାନଗର ନିଗମର ସୀମାନାରେ ଥିବାର ଗାଁବାସୀମାନେ ସରକାରୀ…

ଦିବ୍ୟାଙ୍ଗକଁର ଉଚ ଶିକ୍ଷା ଅଭିଲାଶ, ମନବଲ ଥିଲେ ସବୁ ସମ୍‌ଭବ: ଜଗନ୍ନାଥ

ଅତାବିରା, ୬।୬ (ଡି.ଏନ.ଏ):  ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଦ ପଁଚେତ୍‌ ଉରୁଆମୁଣ୍ଡା ଗାଁର ପଦ୍ମିନୀ ଆର କ୍ଷୀରସାଗର ତାଣ୍ଡିକଁର ପୁଓ ଜଗନ୍ନାଥ ତାଣ୍ଡି(୧୧)। ସେ ଜନମୁ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ: କଳିଙ୍ଗରେ ହକି ହାଙ୍ଗାମା

ଭୁବନେଶ୍ୱର,୬।୬(ସ୍ପୋଟର୍‌ସ ବ୍ୟୁରୋ)-ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଆନ୍ତର୍ଜାତିକ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସିରିଜ ଫାଇନାଲ୍ସ। ୨୦୨୦ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବାକୁ ଭାରତ…

ଓ୍ବେଷ୍ଟଇଣ୍ଡିଜ୍‌ର ବିପଜ୍ଜନକ ଖେଳ ନେଇ ଫିଞ୍ଚ୍‌ ଚିନ୍ତିତ

ନଟିଂହାମ, ୬।୬ (ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ଗୁରୁବାର ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଉଭୟ…