ଲକ୍ଷ୍ନୌ,୫।୬: ଆଗାମୀ ଦିନରେ ଉତ୍ତରପ୍ରଦେଶରେ ହେବାକୁ ଥିବା ୧୧ ବିଧାନସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍ପି) ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି ବୋଲି ଦଳର ନେତା…
ନୂଆଦିଲ୍ଲୀ,୫।୬: କେରଳରେ ନିପା ଭାଇରସ୍ ଆତଙ୍କ ଖେଳାଇଛି। ଜଣେ କଲେଜ୍ ଛାତ୍ର(୨୩) ମଙ୍ଗଳବାର ଏଥିରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ୮୬ ଜଣଙ୍କୁ ନିରୀକ୍ଷଣ କରାଯାଉଥିବା ଜଣାପଡ଼ିଛି।…
ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁର୍ଦ୍ଦାର ପରି ପଡ଼ି ରହିଛି କଟା ଗଣ୍ଡି। ଚାରିଆଡେ ଦେଖିବାକୁ ମିଳୁଛି ଭଙ୍ଗା ଗଛ। ଆକାଶକୁ ଚାହିଁ ରହିଛି ବଞ୍ଚତ୍ୟାଇଥିବା ଗଛର ଖେଣ୍ଟା ଡାଳ। ବାତ୍ୟା…
ନୂଆଦିଲ୍ଲୀ,୫।୬(ପି.ଟି./ଆଇଏଏନ୍ଏସ୍): ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ଜାତୀୟ ରାଜନୈତିକ ଚିତ୍ରପଟକୁ ବଦଳାଇଦେଇଛି। ଏହାର ପ୍ରଭାବରେ ବିରୋଧୀଙ୍କ ମହାମେଣ୍ଟ ରାଜନୀତିରେ ପରବର୍ତ୍ତନ ଦେଖିବାକୁ ମିଳିଲାଣି। ଉତ୍ତରପ୍ରଦେଶର ୮୦…
ଖୋର୍ଦ୍ଧ ଅଫିସ,୫ା୬: ଶିଳ୍ପ, କ୍ରଶର, ପଥର ଖଣିରେ ବିସ୍ଫୋରଣ, ଯାନବାହନ ଚଳାଚଳ ଯୋଗୁ ଖୋର୍ଦ୍ଧା ପ୍ରଦୂଷଣ ବଳୟରେ ଫସିଯାଉଛି। ସଚେତନତା ଅଭାବ ଓ ବିକାଶ ନଁାରେ ବିନାଶ…
କଟକ ଅଫିସ,୫।୬: ପ୍ରାକୃତିକ ବିବର୍ତ୍ତନ ଓ ପରିବେଶ ଅସନ୍ତୁଳନ ଏବେ ଜୀବଜଗତ ପ୍ରତି ଭୟଙ୍କର ବିପଦକୁ ଆମନ୍ତ୍ରଣ କରୁଛି। ସମ୍ପ୍ରତି ଫନୀକୁ ଦେଖିଲେ ଏହି ବାତ୍ୟା ଅନେକ…
ପୁରୀ ଅଫିସ, ୫।୬: ପ୍ରକୃତି ନିବାସ। ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ପର୍ଯ୍ୟଟକଙ୍କୁ ପ୍ରକୃତିର ମଜା ଦେବା ପାଇଁ ବନ ବିଭାଗ ପକ୍ଷରୁ ଏହାର ପରିକଳ୍ପନା କରାଯାଇଥିଲା। ହେଲେ…
କଟକ ଅଫିସ, ୫।୬: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ଆସନ୍ତା ଜୁଲାଇ ୪ ତାରିଖରେ ଆରମ୍ଭ ହେବ। ରଥଯାତ୍ରା ପୂର୍ବରୁ ଆସନ୍ତା ୧୭ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା,…
ରଣପୁର,୫।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଥାନା ସୁନାଖଳା ଫାଣ୍ଡି ଅନ୍ତର୍ଗତ ରମ୍ଭାପଲ୍ଲୀ ଗ୍ରାମ ଠାରେ ଥିବା ଏକ ଶ୍ମଶାନ ଜମିକୁ ଜଣେ ବ୍ୟକ୍ତି ବହୁଦିନ ହେଲା ଜବରଦଖଲ କରିଛନ୍ତି।…
ବୋଲଗଡ଼,୫ା୬(ଡି.ଏନ.ଏ.)-ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବୋଲଗଡ଼ ବ୍ଲକ ଗେଡିଆପଲ୍ଲୀଠାରେ ସ୍ଥାନୀୟ ଯୁବକମାନେ ମଙ୍ଗଳବାର ପଥିକଙ୍କୁ ଥଣ୍ଡା ଦହି ସରବତ ବଣ୍ଟନ କରିଛନ୍ତିି। ବାଘମାରୀ-କଣ୍ଟିିଲୋ ରାସ୍ତାରେ ଯାତାୟାତ କରୁଥିବା…