ଆଜି ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୫-୬: ବୁଧବାର ଇଦଉଲଫିତର ପଡୁ ଥିବାରୁ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦଶ, ଚଣ୍ଡୀଗଡ, ଦିଲ୍ଲୀ, ହରିୟାଣା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପୁଡୁଚେରୀ, ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା,ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ…

କେନ୍ଦୁପତ୍ର ଫଡ଼ିରେ ନିୟମକୁ ଫୁ: ଶିଶୁ ଶ୍ରମିକ ନିୟୋଜିତ କରି ଅର୍ଥ ଆତ୍ମସାତ ମସୁଧା

ବାଲିଗୁଡ଼ା,୪ା୬(ଡି.ଏନ୍‌.ଏ.)-ସରକାରଙ୍କ ନିର୍ଦ୍ଦେଶକୁ ଫୁ କରି ବାଲିଗୁଡ଼ା ବ୍ଲକର ବିଭିନ୍ନ ସ୍ଥାନରେ ଶିଶୁ ଶ୍ରମିକ ନିୟୋଜନ ଚାଲିଛି। କୋମଳମତି ପାଠ ପଢ଼ୁଆ ପିଲାଙ୍କୁ ଟଙ୍କା ଲୋଭ ଦେଖାଇ କାମରେ…

୧୦ ଗାଡ଼ିରୁ ଜରିମାନା ଆଦାୟ

ହିଞ୍ଜିଳିକାଟୁ,୪ା୬(ଡି.ଏନ୍‌.ଏ.)- ଘୋଡ଼ାହାଡ଼ ଓ ଋଷିକୁଲ୍ୟା ନଦୀରୁ ବେଆଇନ ଭାବେ ବାଲି ଏବଂ ବିଭିନ୍ନ ପାହାଡ଼ରୁ ମୋରମ ଓ ମାଟି ଚୋରାଚାଲାଣ ହେଉଥିବା ବେଳେ ହିଞ୍ଜିଳିକାଟୁ ତହସିଲ ପକ୍ଷରୁ…

ହିଞ୍ଜିଳି ଥାନା ଅଞ୍ଚଳରେ ବଢ଼ୁଛି ଚୋରି

ହିଞ୍ଜିଳିକାଟୁ, ୪ା୬(ଡ଼ି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଏକାଧିକ ଚୋରି ହୋଇଥିଲେ ମଧ୍ୟ ଦୁର୍ବୃତ୍ତଙ୍କୁ କାବୁ କରିବାରେ…

ବିସ୍ଫୋରକ ଜବତ, ମାଓବାଦୀ ଗିରଫ : ଠିକାସଂସ୍ଥା ଗାଡ଼ି ପୋଡିଲେ ମାଓବାଦୀ

ମାଲକାନଗିରି, ୪।୬(ଡି.ଏନ୍‌.ଏ.) ମାଓବାଦୀ ନିରୋଧ ଅଭିଯାନରେ ଛତିଶଗଡ଼ ପୋଲିସ ମଙ୍ଗଳବାର ଉଲ୍ଲେଖନୀୟ ସଫଳତା ପାଇଛି। ବିଭିନ୍ନ ସ୍ଥାନରେ କୋମ୍ବିଂ କରି ବିପୁଳ ପରିମାଣର ବିସ୍ଫୋରକ ଜବତ କରିବା…

ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ମିନିଟ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସ୍‌ର…

ଭଦ୍ରକ ଜିଲା ପର୍ଯ୍ୟଟନ ସ୍ଥଳୀର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା ହେବ: ମନ୍ତ୍ରୀ

ଭଦ୍ରକ ଅଫିସ,୪ା୬-ଭଦ୍ରକ ଜିଲାରେ ପର୍ଯ୍ୟଟନର ବିକାଶ ଲାଗି ସ୍ବତନ୍ତ୍ର ଯୋଜନା କରିବା ସକାଶେ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ…

କାର୍ଯ୍ୟାଦେଶ ବଣ୍ଟନ ପରେ ବି ଆରମ୍ଭ ହୋଇନି କାମ: ଅସନ୍ତୋଷ ପ୍ରକାଶ କଲେ ବିଧାୟକ

ବାଲେଶ୍ୱର ଅଫିସ,୪।୬-ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ମଙ୍ଗଳବାର ସଦର ବ୍ଲକକୁ ସୌଜନ୍ୟମୂଳକ ଭାବରେ ପରିଦର୍ଶନ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଗରିବ…

ସ୍କୁଟର ସିଟ ତଳୁ ନାଗ ଉଦ୍ଧାର

ବାରିପଦା ଅଫିସ,୪।୬- ବାରିପଦା ସହର ତକତପୁର ୱାର୍ଡ ନଂ ୨୭ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସ୍କୁଟର ସିଟ ତଳୁ ଏକ ନାଗ ସାପ ଉଦ୍ଧାର କରାଯାଇଛି। ବିବେକାନନ୍ଦ…

କୋଣ୍ଟାଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି

ପ୍ୟାରିସ, ୪ା୬- ଫ୍ରେଞ୍ଚ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ଜୋହାନା କୋଣ୍ଟା ତାଙ୍କ ଅସାଧାରଣ ପ୍ରଦର୍ଶନ ଜାରି ରଖିଛନ୍ତି। ୧୯୮୩ ପରେ ସେ ପ୍ରଥମ ବ୍ରିଟିଶ ମହିଳା…