ପହଁରା ଶିଖିବାକୁ ଯାଇଥିଲେ: ବାତ ଯୋଗୁ ସୁଇମିଂ ପୁଲ୍‌ରେ ଯୁବକଙ୍କ ଜୀବନ କଲା

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭୁବନେଶ୍ୱର କ୍ଲବ୍‌ ସୁଇମିଂପୁଲ୍‌ରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଡୁମ୍‌ଡ଼ୁମା ଅଞ୍ଚଳର ଦୀପକ ସାହୁ(୧୮)। ପ୍ରକାଶ ଯେ, ଦୀପକ…

ଆର୍ଚର, ରଏଙ୍କ ମ୍ୟାଚ୍ ଫି କଟିଲା

ନଟ୍ଟିଂହାମ, ୪୬(ପି.ଟି.)- ଆଇସିସି ଆଚରଣ ସଂହିତା ଉଲ୍ଲଂଘନ କରିଥତ୍ବା କାରଣରୁ ଦୁଇ ଇଂଲଣ୍ଡ କ୍ରିକେଟର ଜୋଫ୍ରା ଅାର୍ଚର ଓ ଜୋ ରୁଟ୍ଙ୍କୁ ଅାଥର୍ତ୍କ ଦଣ୍ଡରେ ଦଣ୍ଡିତ କରାଯାଇଛି…

କେନ୍ଦ୍ରୀୟ ବିଦ୍ୟାଳୟ ଟିମ୍‌ର ସ୍ଥାନ ପରିଦର୍ଶନ

ଆନନ୍ଦପୁର,୪।୬(ସ୍ବ.ପ୍ର.): କେନ୍ଦ୍ରୀୟ ବିଦ୍ୟାଳୟର ଏକ ଟିମ୍‌ କେନ୍ଦୁଝର ଜିଲା ଆନନ୍ଦପୁରରେ ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାନ ପରିଦର୍ଶନ କରି ଫେରିଛନ୍ତି। ଏହି ଟିମ୍‌ରେ କଟକ କେନ୍ଦ୍ରୀୟ ବିଦ୍ୟାଳୟର…

ମୋବାଇଲ ଲୁଟ୍‌ ଉଦ୍ୟମ କରୁଥିବା ଦୁଇ ନାବାଳକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଆନନ୍ଦପୁର,୪। ୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜଛକଠାରେ ଥିବା ବ୍ୟାଙ୍କ ଅଫ ଇଣ୍ଡିଆ ସମ୍ମୁଖରୁ ଜଣେ ବ୍ୟକ୍ତିଙ୍କ ପକେଟ୍‌ରୁ ଦୁଇ ନାବାଳକ ଜଣେ ଏକ ଦାମୀ ମୋବାଇଲ୍‌…

କାନ୍ଥରେ ଆତଙ୍କାବାଦୀଙ୍କ ଯୋଜନା ଦେଖି ଚିନ୍ତାରେ ପୋଲିସ

ମୁମ୍ବାଇ,୪।୬: ନଭି ମୁମ୍ବାଇ ଓରଣର ଏକ ବ୍ରିଜ୍‌ର କାନ୍ଥରୁ ଆତଙ୍କବାଦୀଙ୍କ ସହ ଜଡିତ ଥିବା ଏକ ବାର୍ତ୍ତା ପୋଲିସକୁ ମିଳିଛି। ଏହି ବାର୍ତ୍ତାରେ ଆତଙ୍କବାଦୀ ସଂଗଠନ ଆଇଏସ୍‌…

ମହାରାଷ୍ଟ୍ର କଂଗ୍ରେସକୁ ଝଟ୍‌କା: ବିଧାୟକ ପଦରୁ ଇସ୍ତଫା ଦେଲେ ରାଧାକୃଷ୍ଣ ପାଟିଲ

ମୁମ୍ବାଇ,୬।୪: ଲୋକ ସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସକୁ ପୁଣି ଥରେ ଲାଗିଛି ଏକ ବଡ ଝଟକା। ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ରାଧାକୃଷ୍ଣ ବିଖେ ପାଟିଲ…

ନିଖୋଜ ବିମାନ ଏଏନ୍‌-୩୨ ସନ୍ଧାନରେ ଇସ୍ରୋ ଉପଗ୍ରହ

ନୂଆଦିଲ୍ଲୀ,୪।୬: ଇତିମଧ୍ୟରେ ନିଖୋଜ ହୋଇଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ର କୌଣସି ଖୋଜ୍‌ ଖବର ମିଳିନାହିଁ। ଏହାର ସନ୍ଧାନରେ ଇସ୍ରୋ ସାଟେଲାଇଟ୍‌କୁ ନିୟୋଜିତ କରାଯାଇଛି। ସାଟେଲାଇଟ ଆସାମ…

ତିଆନାନ୍‌ମେନ୍‌ ନରସଂହାରକୁ ପୂରିଲା ୩୦ ବର୍ଷ

ବେଜିଂ,୪।୬: ଚାଇନାର ରାଜଧାନୀ ବେଜିଂର ତିଆନାନ୍‌ମେନ୍‌ ଛକ ନରସଂହାରକୁ ମଙ୍ଗଳବାର ୩୦ ବର୍ଷ ପୂରଣ ହୋଇଛି। ୧୯୮୯ ଜୁନ୍‌ ୪ରେ ଏଠାରେ ସମବେତ ଛାତ୍ର କମ୍ୟୁନିଷ୍ଟ ଶାସକଙ୍କ…

କଏଦୀ ପେଟ୍ରୋଲ ପମ୍ପ୍‌ରେ କରିବେ କାମ

ପଟିଆଲା,୪।୬: ପଞ୍ଜାବରେ କଏଦୀଙ୍କୁ ପେଟ୍ରୋଲ ପମ୍ପ୍‌ରେ କାମ କରିବାର ସୁଯୋଗ ଦିଆଯିବ। ସ୍ଥାନୀୟ କେନ୍ଦ୍ରୀୟ ଜେଲ୍‌ରଟ୍ରେନିଂ ସ୍କୁଲ ସମ୍ମୁଖରେ ଥିବା ଥାପ୍ପର ବିଶ୍ୱବିଦ୍ୟାଳୟ ନିକଟରେ ଏହି ପେଟ୍ରୋଲ…

ବିବାହ ଉପରେ ଭରସା ନାହିଁ: ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନଙ୍କ ବିବାହକୁ ନେଇ ସବୁବେଳେ କିଛି ନା କିଛି ଖବର ଆସୁଛି ସାମ୍ନାକୁ। ନିକଟରେ ‘ଭାରତ’ ଫିଲ୍ମର ପ୍ରମୋଶନ ଇଭେଣ୍ଟରେ ଯୋଗ ଦେଇଥିବା…