ଅକ୍ସଫୋର୍ଡ ୟୁନିଭର୍ସିଟିରେ ଲାଗିବ ରୋବୋ ଦ୍ୱାରା ପ୍ରସ୍ତୁତ ପେଣ୍ଟିଂ

ଲଣ୍ଡନ, ୪।୬: ବୈଜ୍ଞାନିକମାନେ ଏବେ ଏମିତି ରୋବୋ ତିଆରି କରିଛନ୍ତି ଯେଉଁ ରୋବୋ ଚିତ୍ର ଆଙ୍କି ପାରିବ ଏହି ରୋବୋର ନାଁ ଦିଆଯାଇଛି ଆଇଡା (Ai-Da)। ରୋବୋଟିକୁ…

ଜାପାନୀ ଜ୍ୱର ୪୦ ବର୍ଷରେ ନେଇଛି ୧୦ ହଜାର ଜୀବନ: ବାହାରିଲା ଔଷଧ

ପାନିପଥ,୪।୬: ଗତ ୪୦ବର୍ଷ ମଧ୍ୟରେ ଜାପାନୀ ଜ୍ୱର ବା ଜାପାନୀ ଇନସେଫ୍ଲାଇଟିସ୍‌ ଦେଶରେ ୧୦ ହଜାରଲୋକଙ୍କ ଜୀବନ ନେଇଛି। ସମ୍ପ୍ରତି ହରିୟାଣା ମାନେସରସ୍ଥିତ ବ୍ରେନ୍‌ ରିସର୍ଚ୍ଚ ସେଣ୍ଟରର…

ତାତି କମିଲା: ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ହ୍ରାସ ପାଇଛି। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀଜନିତ ବର୍ଷା ଲାଗିରହିଛି। ଆସନ୍ତା ୭ ତାରିଖ…

ଗଛକଟା ହେଲା କାଳ: ୟୁକାଲିପ୍‌ଟସ କାଟିବା ସମୟରେ ବ୍ୟକ୍ତଙ୍କ ଜୀବନଗଲା

ତାଳଚେର,୪।୬(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ବ୍ଲକ ସୌଭାଗ୍ୟ ନଗରରେ ଗଛ କାଟିବା ସମୟରେ ମଙ୍ଗଳବାର ଗଛପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶ୍ରୀକାନ୍ତ ବେହେରା(୩୦)।…

ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ଧାରଣା

ସରଣ୍ଡା,୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ପୂରିବାକୁ ବସିଲାଣି। ହେଲେ ଧାନ କିଣାବିକାରେ ସୁଧାର ଆସୁନାହିଁ। ମଣ୍ଡିକୁ ଧାନ ଆସୁଛି, ମାତ୍ର ତାହା…

ଯୁବତୀଙ୍କ ମୃତ୍ୟୁ : ପାରିବାରିକ ଅଶାନ୍ତିକୁ ନେଇ ଆତ୍ମହତ୍ୟା ସନ୍ଦେହ

ବଅଁରପାଳ,୪।୬(ଡି.ଏନ୍‌.ଏ): ଅନୁଗୋଳ ଜିଲା ବଅଁରପାଳ ଥାନା ବଉଳିଗଡ଼ ଗ୍ରାମର ଜଣେ ଜୁବତୀଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ରିଙ୍କିନା ଦଣ୍ଡିଆ(୨୩)। ସୋମବାର ରାତିରେ କୌଣସି କାରଣରୁ…

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍‌ ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଅନୁଗୋଳ ଅଫିସ, ୪।୬: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଏ-୧ ଗ୍ରେଡ୍‌ ରଖିଥିବା ୫୨ ଛାତ୍ରୀଛାତ୍ରଙ୍କୁ ମଙ୍ଗଳବାର ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ସମ୍ବର୍ଦ୍ଧିତ କରାଯାଇଛି।…

ବୈଠକକୁ ଆସିଲେନି ବିଦ୍ୟୁତ୍‌ ବିଭାଗ ଅଧିକାରୀ: କାରଣ ଦର୍ଶାଅ ନୋଟିସ ନିର୍ଦ୍ଦେଶ ଦେଲେ ଜିଲାପାଳ

ବାରିପଦା ଅଫିସ,୪।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଆସନ୍ତା ଜୁଲାଇ ୫ ଓ ୬ ଦୁଇଦିନ ଧରି ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଓ…

ହରପ୍ପାଠାରୁ ଅଧିକ ପୁରାତନ ସଭ୍ୟତାର ମିଳିଲା ସନ୍ଧାନ

ପାନିପଥ,୪।୬: ହରିୟାଣା ହିସାର ଅନ୍ତର୍ଗତ ରାଖୀଗଡ଼ିଠାରୁ ୮ ହଜାର ବର୍ଷ ତଳର ସଭ୍ୟତା ସମ୍ପର୍କରେ ସନ୍ଧାନ ମିଳିଛି। ଏହା ହରପ୍ପା ସଭ୍ୟତାଠାରୁ ମଧ୍ୟ ପୁରାତନ ବୋଲି ଐତିହାସିକ…

ବିଜେପୁର ଡାକ୍ତରଖାନରେ ଖାଲିପଡ଼ିଥିବା ପଦବୀପୂରଣ ଦାବି: ୧୯ରେ ଅନଶନ ଚେତାବନୀ

ବରଗଡ଼ ଅଫିସ,୪।୬: ବରଗଡ଼ ଜିଲା ବିଜେପୁର ଡାକ୍ତରଖାନାରେ ବିଭିନ୍ନ ବିଭାଗର ବିଶେଷଜ୍ଞ ଡାକ୍ତର ଓ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀଗୁଡ଼ିକ ଦୀର୍ଘଦିନ ହେଲା ଖାଲି ପଡ଼ିଛି ।…