ଭାରତୀୟ ଦଳର ଖବରଦାତା ସମ୍ମିଳନୀକୁ ବୟକଟ୍‌ କଲା ମିଡିଆ

ସାଉଥାମ୍ପ୍‌ଟନ୍‌, ୪।୬: କ୍ରିକେଟ ବିଶ୍ୱକପ୍‌ ଖେଳିବାକୁ ଯାଇଥିବା ଭାରତୀୟ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବ। ଏହାପୂର୍ବରୁ ସୋମବାର ସନ୍ଧ୍ୟାରେ ଖେଳାଳିଙ୍କ ପ୍ରାକ୍ଟିସ୍‌…

ଶ୍ରମିକଙ୍କୁ ଶୋଷଣ ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ: ଦାବିପତ୍ର ପ୍ରଦାନ

କେନ୍ଦୁଝର,୪।୬( ସ୍ବ.ପ୍ର.):ଯୋଡା ଖଣିମଣ୍ଡଳ ଅନ୍ତର୍ଗତ ଜଜାଙ୍ଗ ଖଣିରେ ଶ୍ରମିକଙ୍କୁ ଶୋଷଣ ପ୍ରତିବାଦରେ ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ମମତାଙ୍କ ନିକଟକୁ ‘ରାମ ଚରିତ ମାନସ’ ପଠାଇଲେ କାଶୀ ସାଧୁ

ବାରଣାସୀ,୪।୬: ପଶ୍ଚିମବଙ୍ଗରେ ‘ଜୟ ଶ୍ରୀରାମ’ ସ୍ଲୋଗାନକୁ ନେଇ ରାଜନୀତି ମାହୋଲ ସରଗରମ ଥିବା ବେଳେ ଏବେ ଏଥିରେ ଘିଅ ଢାଳିଛନ୍ତି କାଶୀର କେତେଜଣ ସାଧୁ। ସୋମବାର କାଶୀର…

ଗତବର୍ଷ ଅଧିକ ଶିଶୁ କନ୍ୟା ହୋଇଛନ୍ତି ପୋଷ୍ୟ: ସିଏଆରଏ

ନୂଆଦିଲ୍ଲୀ,୪।୬: ଗତ ୨୦୧-୧୯ ବର୍ଷରେ ଅଧିକ ଶିଶୁକନ୍ୟାଙ୍କୁ ଲୋକେ ପୋଷ୍ୟ ଭାବେ ଗ୍ରହଣ କରିଛନ୍ତି। ଏନେଇ ଚାଇଲ୍ଡ୍‌ ଆଡପଟେଶନ୍‌ ରିସୋର୍ସ ଅଥରିଟି(ସିଏଆରଏ) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ…

ନାଇଜେରିଆରେ ମିଳିତ ଅପରେଶନ୍‌: ୨୦ ଆତଙ୍କବାଦୀ ନିହତ

ଲାଗୋସ୍‌,୪।୬: ଦି ମଲ୍ଟି ନ୍ୟାଶନାଲ ଟାକ୍ସ ଫୋର୍ସ (ଏମ୍‌ଟିଜେଟିଏଫ୍‌)ର ମିଳିତ ଅପରେଶନରେ ନାଇଜେରିଆର ଏରିଜି, ମାଲକୋନୋରୀ, ତୁମବୁମ ରେଗୋ ଅଞ୍ଚଳରେ ପାଖାପାଖି ୨୦ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା…

ମହାରାଷ୍ଟ୍ରରେ ପାଣି ପାଇଁ ହାହାକାର:ମରାଠାଓ୍ବାଡାରେ ଜଳସ୍ତର ୦.୭ ପ୍ରତିଶତ

ମୁମ୍ବାଇ,୪।୬: ଚଳିତ ବର୍ଷ ମୌସୁମୀ ଆସିବାରେ ବିଳମ୍ବ ହେଉଥିବା ବେଳେ ମହାରାଷ୍ଟ୍ରରେ ଭୀଷଣ ଗରମ ବଢ଼ିବା ସହିତ ଜଳସଙ୍କଟ ଦେଖାଦେଇଛି। ମହାରାଷ୍ଟ୍ରର ମରାଠାଓ୍ବାଡା ଅଞ୍ଚଳର ନଦୀମାନଙ୍କରେ ଜଳସ୍ତର…

ଯେସାକୁ ତେସା: ‘ଜୟ ହିନ୍ଦ୍‌’, ‘ଜୟ ବାଂଲା’ଲେଖି ୨୦ ଲକ୍ଷ ପୋଷ୍ଟକାର୍ଡ ମୋଦିଙ୍କ ପାଖକୁ ପଠାଇବ ଟିଏମ୍‌ସି

କୋଲକାତା,୪।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ଭାଜପା ମଧ୍ୟରେ ଲାଗି ରହିଥିବା କନ୍ଦଳ ଥମିବାର ନାଁ ନେଉନି। ଭାଜପାର ‘ଜୟ ଶ୍ରୀରାମ’ ସ୍ଲୋଗାନକୁ ନେଇ ଖପ୍ପା…

ନୀତିଶ-ସୁଶୀଲଙ୍କ ଇଫତାର ପାର୍ଟି: ବିବାଦୀୟ ମନ୍ତବ୍ୟ ଦେଲେ ଗିରିରାଜ

ପାଟନା, ୪।୬: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏବଂ ସୁଶୀଲ ମୋଦିଙ୍କ ଇଫତାର୍‌ ପାର୍ଟି ନେଇ କେନ୍ଦ୍ରୀୟ ପଶୁପାଳନ ମନ୍ତ୍ରୀ ଗିରିରାଜ ସିଂ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି।…

କମ୍ପାନୀରେ ନିଯୁକ୍ତି ପାଇଁ ରୋବୋ ନେଉଛି ଇଣ୍ଟରଭ୍ୟୁ

ନୂଆଦିଲ୍ଲୀ,୪।୬: କମ୍ପାନୀରେ ନିଯୁକ୍ତି ପାଇଁ ଏବେ ନୂଆ ଟ୍ରେଣ୍ଡ ଆରମ୍ଭ ହୋଇଛି। ଏବେ ପ୍ରାର୍ଥୀଙ୍କ ଚୟନ ପାଇଁ ମନୁଷ୍ୟ ନୁହେଁ ରୋବୋ ନେଉଛି ଇଣ୍ଟରଭ୍ୟୁ। ଭିଡିଓ ଇଣ୍ଟରଭ୍ୟୁରେ…

କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏମ୍‌ଏସ୍‌ଏମ୍‌ଇ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଓ ଦୁଗ୍ଧ ମନ୍ତ୍ରଣାଳୟର…