କେଜରିଓ୍ବାଲଙ୍କ ମାଗଣା ଯାତ୍ରା ଘୋଷଣାକୁ ନେଇ ପ୍ରଶ୍ନ ଉଠାଇଲେ ମହିଳା

ନୂଆଦିଲ୍ଲୀ,୪।୬: ରାଜଧାନୀ ଦିଲ୍ଲୀରେ ମେଟ୍ରୋ ଟ୍ରେନ୍‌ ଓ ସରକାରୀ ବସ୍‌ରେ ଯାତ୍ରା କରୁଥିବା ମହିଳା ଏଣିକି ମାଗଣରେ ଯାତ୍ରା କରିବେ ବୋଲି ସୋମବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ଶାରୀରିକ ଅସୁସ୍ଥତା ସହି ନ ପାରି ବୃଦ୍ଧାଙ୍କ ଆତ୍ମହତ୍ୟା ଉଦ୍ୟମ

ଅନୁଗୋଳ ଅଫିସ,୪।୬: ଅନୁଗୋଳ ଜିଲା ହୁଲୁରସିଂହା ପୁରୁଣା ପୋଲ ଉପରୁ ଡେଇଁ ମଙ୍ଗଳବାର ଜଣେ ବୃଦ୍ଧା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ନୟନୀ ବେହେରା (୬୦)।…

ସାଇକେଲ-ହାତୀ ଗଲେ ଦୂରେଇ: ୧୧୨ ଦିନରେ ମେଣ୍ଟରେ ଫାଟ

ଲକ୍ଷ୍ନୌ୍‌,୪।୬: ଏସ୍‌ପି-ବିଏସ୍‌ପି ମେଣ୍ଟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭବିଷ୍ୟବାଣୀ ସତ ହୋଇଛି। ମାତ୍ର ୧୧୨ ଦିନର ମେଣ୍ଟରେ ଫାଟ ବଢ଼ିବାରେ ଲାଗିଛି। ଆଗକୁ ଉତ୍ତରପ୍ରଦେଶରେ ହେବାକୁଥିବା…

ବିଶ୍ୱକପ୍‌ ଓପନିଂ ମ୍ୟାଚ୍‌ କେବେ ଜିତିଥିଲା ଭାରତ

ଆଇସିସି ବିଶ୍ୱକପ୍‌ରେ ଏଥର ଭାରତ ଏବଂ ଇଂଲଣ୍ଡ ଟାଇଟେଲର ପ୍ରବଳ ଦାବିଦାର ଦଳ କୁହାଯାଉଛି। ଜୁନ୍‌ ୫ ଅର୍ଥାତ୍‌ ବୁଧବାର ବିଶ୍ୱକପରେ ଭାରତ ଦକ୍ଷିଣ ଆଫ୍ରିକା ବିପକ୍ଷରେ…

Plus II Science results declared

The results of Plus II science were declared Monday at the Gita Govinda auditorium of Jayadev Bhawan in the presence…

ଜଙ୍ଗଲକୁ ଟୋଲ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ବୃଦ୍ଧା ମୃତ

କେନ୍ଦୁଝର,୪।୬ (ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଆକୁଳ ଅଞ୍ଚଳରେ ବଣୁଆ ହାତୀ ଆକ୍ରମଣରେ ମଙ୍ଗଳବାର ସକାଳେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଦଳୀ ରଣାସିଙ୍ଗ(୬୦)।…

ହସ୍ପିଟାଲରେ ରୋଗୀଙ୍କୁ ପିଟିଲେ ଡାକ୍ତର: ଭିଡିଓ ଭାଇରାଲ

ଜୟପୁର,୪।୬: ରାଜସ୍ଥାନ ଜୟପୁରର ସଓ୍ବାଇ ମାନସିଂ ହସ୍ପିଟାଲରେ ଜଣେ ଡାକ୍ତର ରୋଗୀଙ୍କୁ ପିଟିବାର ଭିଡିଓ ଭାଇରାଲ ହୋଇଛି। ସୋମବାର ଏହି ଭିଡିଓ ଭାଇରାଲ ହେବାପରେ ରାଜସ୍ଥାନ ମାନବାଧିକାର…

ଭଦ୍ରକ ଆର୍‌ଏମ୍‌ସି ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ: ଜଳିଗଲା ୩ ଗୋଦାମ

ଭଦ୍ରକ ଅଫିସ, ୪।୬: ଭଦ୍ରକ ଆର୍‌ଏମ୍‌ସି ମାର୍କେଟ କମ୍ପ୍ଲେକ୍ସରେ ମଙ୍ଗଳବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବଜାରର ୩ ଗୋଦାମ ଗୃହ ଜଳିଯାଇଛି। ଗୋଦାମ ଗୃହରେ ଲକ୍ଷାଧିକ…

ଅପରେଶନ୍‌ ଅଲ୍‌ଆଉଟ୍‌: ହିଟ୍‌ ଲିଷ୍ଟ୍‌ରେ ୧୦ ଆତଙ୍କବାଦୀ

ଶ୍ରୀନଗର,୪।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଇବା ପାଇଁ ନୂଆ ସରକାର ଆରମ୍ଭ କରିଛନ୍ତି ଯୋଜନା। ଏହି ମର୍ମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକ ବୈଠକ…

କଂଗ୍ରେସରେ ଅନ୍ତଃକନ୍ଦଳ: ନିଜ ପୁଅର ପରାଜୟ ପାଇଁ ପାଇଲଟଙ୍କୁ ଦାୟୀ କଲେ ଗେହଲଟ

ଜୟପୁର,୪।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ରାଜସ୍ଥାନ କଂଗ୍ରେସରେ ଅନଃକନ୍ଦଳ ଦେଖାଦେଇଛି। କଂଗ୍ରେସ ରାଜସ୍ଥାନରେ ବିଧାନସଭା ଆସନରୁ ବିଜୟ ଲାଭ କରିଥିବା ବେଳେ ଲୋକ…