କାରଗିଲ୍‌ ଯୋଦ୍ଧା ବିଦେଶୀ ଘୋଷିତ ମାମଲା: ଯାଞ୍ଚ୍‌ ଅଧିକାରୀଙ୍କ ଉପରେ ଉଠିଲା ଅଙ୍ଗୁଳି

ନୂଆଦିଲ୍ଲୀ,୩।୬: କାରଗୀଲ୍‌ ଯୋଦ୍ଧା ମହମ୍ମଦ ସନାଉଲ୍ଲାହଙ୍କୁ ଏନଆର୍‌ସି ଆଇନ ଅନ୍ତର୍ଗତ ବିଦେଶୀ ଘୋଷଣା ମାମଲାରେ ନୂଆ ମୋଡ଼ ଆସିଛି। ଯାଞ୍ଚ୍‌ ଅଧିକାରୀଙ୍କ ଉପରେ ଏନେଇ ଅଙ୍ଗୁଳି ଉଠିଛି।…

ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି: ୧୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ରାଜ୍ୟର ୧୩ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ…

କୂଅରେ ପଡ଼ି ଜୀବନ ଗଲା

ତାଳଚେର, ୩।୬(ନି.ପ୍ର.): ତାଳଚେର ଥାନା ଅନ୍ତର୍ଗତ ସୁନାଖଣି ଗ୍ରାମର ଜଣେ ବ୍ୟକ୍ତିଙ୍କର କୂଅରେ ପଡ଼ି ସୋମବାର ମୃତ୍ୟୁ ଘଟିଛି। ସେ ହେଲେ ଯୁଗୀ ବାଘ(୫୦)। ଯୁଗୀ କୂଅ…

ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ

ଭଣ୍ଡାରିପୋଖରୀ, ୩।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅକ୍ଷିଣବାଡ଼ ପଞ୍ଚାୟତ ହାଟଡ଼ିହି ଉତ୍ତରବାଡ଼ ଗ୍ରାମର ଜଣେ ନାବାଳିକାଙ୍କର ସୋମବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର…

କେନ୍ଦୁଝରରେ ସାବିତ୍ରୀ ବ୍ରତ ପାଳିଲେ ଶତାଧିକ ମହିଳା

କେନ୍ଦୁଝର,୩।୬ (ସ୍ବ.ପ୍ର.): କେନ୍ଦୁଝର ଜିଲା ପୁରପଲ୍ଲୀରେ ସାବିତ୍ରୀ ବ୍ରତ ପାଳିତ ହେଉଛି। ବିଭିନ୍ନ ଦେବଦେବୀ ପୀଠରେ ବିବାହିତ ମହିଳାମାନେ ସ୍ବାମୀଙ୍କ ଶୁଭମନାସୀ, ଦୀର୍ଘ ଜୀବନ କାମନା କରି…

ବର୍ଷାରେ ଭିଜୁଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ : ଗଜା ଆଶଙ୍କା

କୁନ୍ଦୁରା,୩ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଲକଠାରେ ରବି ଋତୁର ଧାନ ମଣ୍ଡି ହେବାକୁ ଥିବାବେଳେ ଅଚାନକ ବର୍ଷା ହେବା ଯୋଗୁ ଡଙ୍ଗରପାଉଁଶୀ ଅସ୍ଥାୟୀ ଧାନମଣ୍ଡିରେ ଗଦା କରାଯାଇଥିବା…

ମମତା ‘ରାମ ନାମ’ ନେଲେ ଖରାପ ଶକ୍ତିର ପ୍ରଭାବ କମିଯିବ: ଭାଜପା ନେତା

ନୂଆଦିଲ୍ଲୀ,୩।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଭାଜପା ଟାର୍ଗେଟରେ। ଜୟ ଶ୍ରୀରାମକୁ ନେଇ ଉଭୟ ଦଳ ଭିତରେ ଚାଲିଥିବା ତୁତୁ ମେମେ ଏବେ ଚରମ ସୀମାରେ…

ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ପିଟି ପିଟି ମାରିଦେଲେ ଉତ୍ତ୍ୟକ୍ତ ଲୋକେ

ଜଲନ୍ଧର,୩।୬: ଜଲନ୍ଧର ସହରରେ ୮ବର୍ଷର ନାବାଳିକା ସହ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଉତ୍ତ୍ୟକ୍ତ ସ୍ଥାନୀୟ ଲୋକେ ପିଟି ପଟି ମାରି ଦେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ରବିବାର…

ମହିଳାଙ୍କ ପାଇଁ କେଜରିଓ୍ବାଙ୍କ ବଡ ଉପହାର

ନୂଆଦିଲ୍ଲୀ,୩।୬: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ବଡ ଉପହାର ଦେଇଛନ୍ତି। ଏବେ ରାଜଧାନୀରେ ମହିଳାମାନେ ସରକାରୀ ବସ୍‌, କ୍ଲଷ୍ଟର ବସ୍‌ ଓ…

ଡୋଭାଲ୍‌ଙ୍କୁ କ୍ୟାବିନେଟ୍‌ ର଼୍ୟାଙ୍କ୍‌: ବଢ଼ିଲା କାର୍ଯ୍ୟକାଳ

ନୂଆଦିଲ୍ଲୀ,୩।୬: ଭାରତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  କ୍ୟାବିନେଟ୍‌ ର଼୍ୟାଙ୍କ୍‌ ପ୍ରଦାନ କରିଛନ୍ତି। ଏହା ସହିତ ସେ ଏହି ପଦବୀରେ ଆଗାମୀ ୫…