ନାଲ୍‌କୋ ଅଞ୍ଚଳରେ ସାବିତ୍ରୀ ଓଷା

ଅନୁଗୋଳ ଅଫିସ,୩ା୬: ନାଲ୍‌କୋ ଓ ବଅଁରପାଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ସୋମବାର ସାବିତ୍ରୀ ଓଷା ପାଳିତ ହୋଇଛି। ଏଥିପାଇଁ ସକାଳୁ ନାଲ୍‌କୋର ଜଗନ୍ନାଥ ମନ୍ଦିରରେ ମହିଳାମାନଙ୍କ ପ୍ରବଳ…

ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ : ଜୟପୁର-କୋରାପୁଟ ରେଳସେବା ବାଧାପ୍ରାପ୍ତ

ଜୟପୁର,୩ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରର ଚୋତ୍ରୀପୁଟ ନିକଟରେ ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହେବାରୁ ହୀରାଖଣ୍ଡ-ରାଉରକେଲା ଟ୍ରେନ୍‌ ଛତିଶଗଡ଼ର ଜଗଦଲପୁର ପରିବର୍ତ୍ତେ କୋରାପୁଟରେ ଅଟକିଛି। ସେହିପରି କିରୋଣ୍ଡଳରୁ…

ଅତ୍ୟଧିକ ପରଫ୍ୟୁମ୍‌ ବ୍ୟବହାର କରୁଛନ୍ତି କି? ଶରୀରରେ ହୋଇଥାଏ ଏହି କ୍ଷତି

ସାଧାରଣତଃ ଖରାଦିନେ ଅଧିକାଂଶ ଲୋକ ପରଫ୍ୟୁମ୍‌ ବ୍ୟବହାର କରିଥାନ୍ତି। ଏହା ଶରୀରରୁ ଝାଳ ଗନ୍ଧ ଦୂର କରେ ସତ କିନ୍ତୁ ଅତ୍ୟଧିକ ପରଫ୍ୟୁମ୍‌ ଶରୀର ପାଇଁ କ୍ଷତିକାରକ…

ସିରିଆରେ ଭୟଙ୍କର ବିସ୍ଫୋରଣ

ସିରିଆ,୩।୬: ସିରିଆ ଉତ୍ତର ପଶ୍ଚିମ ସହର ଅଜାଜରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋଟକ ସାମଗ୍ରୀରେ ଭର୍ତ୍ତି ଥିବା କାର ଜନଗହଳିପୂର୍ଣ୍ଣ ସ୍ଥାନରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ଏହି…

୯ଟି କଲେଜରେ ଫଳ ଶୂନ: ପାସ୍‌ ହାର ବାଲେଶ୍ୱରରେ ସର୍ବାଧିକ, ଗଜପତିରେ ସର୍ବନିମ୍ନ

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଏଥର ଛାତ୍ରଙ୍କ ଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ ରହିଛି। ତେବେ ୯ଟି…

ଆକ୍ସନ୍‌ ମୋଡ୍‌ରେ ଶାହ: ଆଭ୍ୟନ୍ତରୀଣ ସୁରକ୍ଷା ନେଇ ଡୋଭାଲ-ର-ଆଇବି ମୁଖ୍ୟଙ୍କ ସହ କଲେ ବୈଠକ

ନୂଆଦିଲ୍ଲୀ,୩।୬: ଭାର ସମ୍ଭାଳିବା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବେ ଆକ୍ସନ୍‌ ମୋଡ୍‌କୁ ଆସିଛନ୍ତି। ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନେଇ ସେ ସୋମବାର ସୁରକ୍ଷା ପରାମର୍ଶ…

ରବର୍ଟ ଭଦ୍ରାଙ୍କୁ ମିଳିଲା ବିଦେଶ ଯିବା ଅନୁମତି: ଯାଇପାରିବେ ଆମେରିକା-ନେଦରଲାଣ୍ଡ; ଇଂଲଣ୍ଡ ମନା

ନୂଆଦିଲ୍ଲୀ,୩।୬: ମନି ଲାଉଣ୍ଡରିଂ ମାମଲାରେ ରବର୍ଟ ଭଦ୍ରାଙ୍କୁ ଦିଲ୍ଲୀର ଏକ କୋର୍ଟ ସୋମବାର ବିଦେଶ ଯିବାକୁ ଅନୁମତି ଦେଇଛନ୍ତି। ତାଙ୍କ ସ୍ବାସ୍ଥ୍ୟ ଖରାପ ଥିବାରୁ ସେ ବିଦେଶ…

ସାଇକେଲ ଚଢି ଅଫିସ ଗଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ନୂଆଦିଲ୍ଲୀ,୩।୬: ଚାନ୍ଦିନୀ ଚୌକ ଏମ୍‌ପି ଡା. ହର୍ଷବର୍ଦ୍ଧନ ସୋମବାର ପ୍ରଥମ ଦିନରେ ନିର୍ମାଣ ଭବନ ଯାଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ…

ସଲମାନଙ୍କ ଫିଲ୍ମ ଦେଖିବାକୁ ପ୍ରଶଂସକଙ୍କ ଏମିତି ନିଶା : ପୂରା ହଲ୍‌ ବୁକ୍‌ କରିଦେଲେ

ସଲମାନ ଖାନ୍‌ଙ୍କ ଫିଲ୍ମ ‘ଭାରତ’କୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଅନେକ ଉତ୍ସାହ ଦେଖାଦେଇଛି। ଏହି ଫିଲ୍ମ ଆସନ୍ତା ୫ ତାରିଖରେ ରିଲିଜ ହେବ। ଏବେଠୁ ଫିଲ୍ମର ଆଡ୍‌ଭାନ୍ସ…

ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ: ପାସ୍‌ ହାର ୭୨.୩୩%

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ପ୍ରକାଶ ପାଇଛି ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନର ଗୀତଗୋବିନ୍ଦ ଅଡିଟୋରିୟମ୍‌ରେ ପରୀକ୍ଷା ଫଳ ପ୍ରକାଶ ପାଇଛି। ସ୍କୁଲ…