ସିଆଚେନ୍‌: ଯୁଦ୍ଧରେ ନୁହେଁ ନିମ୍ନ ତାପମାତ୍ରା ଏବଂ ଭୂସ୍ଖଳନରେ ଅଧିକ ଯବାନଙ୍କ ମୃତ୍ୟୁ ଘଟେ !

ନୂଆଦିଲ୍ଲୀ,୩।୬: ସିଆଚେନ୍‌ରେ ୧୨ ହଜାରରୁ ୨୦ ହଜାର ଫୁଟ ଉଚ୍ଚତାରେ ଭାରତୀୟ ସେନା ଦେଶର ସୀମା ସୁରକ୍ଷା କାର୍ଯ୍ୟ କରିଥାନ୍ତି। ଏଠାକାର ତାପମାତ୍ରା ଅଧିକାଂଶ ସମୟରେ ମାଇନସ୍‌…

ସ୍ବା ସ୍ଥ୍ୟ ସୂ ଚ ନା

କେତେକ ରୋଗର ପ୍ରାରମ୍ଭିକ ଲକ୍ଷଣ ସମ୍ପର୍କରେ ପ୍ରାୟ ଅବଗତ। ଅପରପକ୍ଷରେ କିଛି ଜଟିଳ ରୋଗ ସମ୍ପର୍କରେ ମଧ୍ୟ ଜନସଚେତନତା ସୃଷ୍ଟି କରାଯାଉଛି। ଯଦି ଆପଣ କୌଣସି ରୋଗର…

କରୁଣାନିଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଷ୍ଟାଲିନ୍‌

ଚେନ୍ନାଇ,୩।୬: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ଅଧ୍ୟକ୍ଷ ସ୍ବର୍ଗତଃ ଏମ୍‌ କରୁଣାନିଧିଙ୍କୁ ତାଙ୍କ ୯୫ ତମ ଜନ୍ମ ଦିବସ ଉପଲକ୍ଷେ ଦଳର ବହୁ ନେତା ଓ…

ବ୍ଲଡପ୍ରେସର

ଆମ ଶରୀରରେ ରକ୍ତ ସଂଚାଳନ ସକ୍ରିୟ ରହିବା ଦରକାର। ଏଥିରେ ଅସନ୍ତୁଳନ ପରିଲକ୍ଷିତ ହେଲେ ତାହାର ପ୍ରଭାବ ଶରୀର ଉପରେ ପଡ଼ିଥାଏ। ଅସନ୍ତୁଳିତ ରକ୍ତ ସଂଚାଳନକୁ ବ୍ଲଡପ୍ରେସର…

ଧାତୁ ଦୌର୍ବଲ୍ୟ

”ଶୈଶବାବସ୍ଥାରେ ସପ୍ତମଧାତୁ ଶୁକ୍ର ଶରୀରରେ ଗୁପ୍ତାବସ୍ଥାରେ ରହିଥାଏ। ଯୌବନ ପ୍ରାରମ୍ଭାବସ୍ଥାରେ ଏହା ପ୍ରକଟ ହେବା ସହ ବୟସ ବଢ଼ିବା ସଙ୍ଗେସଙ୍ଗେ ଉତ୍ପାଦନ ବଢ଼େ ଏବଂ ଚାଳିଶ ବର୍ଷ…

ତମାଖୁ ସେବନଓ ଫୁସ୍‌ଫୁସ୍‌ ଧୂଆଁ

ଆମ ଶରୀରରେ ଫୁସ୍‌ଫୁସ୍‌ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥାଏ। ଏହା ରକ୍ତରେ ଥିବା ହିମୋଗ୍ଲୋବିନକୁ ଅମ୍ଳଜାନ ସଂଯୁକ୍ତ କରିଥାଏ- ଅର୍ଥାତ୍‌ ହୃଦ୍‌ଯନ୍ତ୍ରରୁ ଆସୁଥିବା ଅପରିଷ୍କାର ରକ୍ତ (ଯାହାକି…

Kalpana Dash leaves for heavenly abode

First Odia woman mountaineer to scale Mt. Everest, Kalpana Dash passed away leaving us all in pain. The Everester who…

ଦିଦିଙ୍କ ପାଖକୁ ‘ଗେଟ୍‌ ଓ୍ବେଲ୍‌ ସୁନ୍‌’ କାର୍ଡ ପଠାଇବ ଭାଜପା

କୋଲକତା,୩।୬: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କୁ ହରଡ଼ଘଣାରେ ପକାଇବା ପାଇଁ ଭାଜପା ପକ୍ଷରୁ ଉଦ୍ୟମ କରାଯାଉଛି। ଗତ ସପ୍ତାହରେ ଜୟ ଶ୍ରୀରାମ କାର୍ଡକୁ ନେଇ ଚର୍ଚ୍ଚା ହେଉଥିବାବେଳେ ଏବେ…

ହମ୍ପସ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩ା୬(ଡି.ଏନ୍‌.ଏ.): ବରଗଡ଼ ଜିଲା ବରଗଡ଼ -ଭଟଲି ରାସ୍ତାର ବରଡୋଲ ଛକ ଓ ଗ୍ରାମର ରାସ୍ତା ଉପରେ ହମ୍ପସ ନିର୍ମାଣ ଦାବିରେ ସୋମବାର ସକାଳ ୬ଟାରୁ ଗ୍ରାମବାସୀ ରାସ୍ତାକୁ…

ଟ୍ରକ ଧକ୍କାରେ ଦୁଇ ଜଣଙ୍କ ଜୀବନ ଗଲା

ରାଇସୁଆଁ,୩ା୬(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଥାନା ନିକଟରେ ସୋମବାର ସକାଳେ ଏକ ଟ୍ରକ ଧକ୍କା ଦେବାରୁ ରାଇସୁଆଁର ଜଣେ ଯୁବତୀ ଓ ଜଣେ ମହିଳାଙ୍କ ଜୀବନ ଯାଇଛି।…