ଅଲିଭା ସ୍ବାକ୍ଷର ଛାଡ଼ିଗଲେ ‘କଳ୍ପନା’

(ରତନ ନାୟାର) ଢେଙ୍କାନାଳ ଅଫିସ, ୩।୬:  ପିଲାଟି ଦିନରୁ ଦୁଃସାହସୀ ଥିଲେ କଳ୍ପନା। ପିଲାବେଳୁ ଏଭରେଷ୍ଟ ଶିଖର ଛୁଇଁବା ସ୍ବପ୍ନ ଦେଖିଥିଲେ ସେ। ଏହି ଇଚ୍ଛା ପୂରଣ କରିବାକୁ…

ଦକ୍ଷିଣ ଆଫ୍ରିକାକୁ ହରାଇଲା ବାଂଲାଦେଶ

ଲଣ୍ଡନ,୩।୬(ଏଏଫପି)- ଚଳିତ ବିଶ୍ୱକପ୍‌ରେ ବାଂଲାଦେଶ ପ୍ରଥମ ବିପର୍ଯ୍ୟୟ ଘଟାଇଛି। ସ୍ଥାନୀୟ କେନିଂଟନ ଓଭାଲ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଟୁର୍ନାମେଣ୍ଟର ପଞ୍ଚମ ମ୍ୟାଚ୍‌ରେ ବାଂଲାଦେଶ ୨୧ ରନରେ ଶକ୍ତିଶାଳୀ…

ବାଙ୍କୋଇ ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡ଼ି

ବୋଲଗଡ଼,୩ା୬(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଠାରେ ଚାଲିଥିବା ରାମଲୀଳା ଯାତ୍ରାର ଅନ୍ତିମ ପର୍ବ ରାବଣପୋଡି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଠାରେ ରାମଲୀଳା ଯାତ୍ରା ପ୍ରାୟ ଏକମାସ ଧରି ଚାଲିଥିଲା। ଶନିବାର…

ବୋପାନ୍ନା ଆଉଟ୍‌

ପ୍ୟାରିସ, ୩ା୬ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ତାଙ୍କ ରେମାନିଆନ ପାର୍ଟନର ମାରିଅସ୍‌ କୋପିଲ୍‌ ଫ୍ରେଞ୍ଚ ଓପନ୍‌ ଟେନିସ୍‌ରୁ ବିଦାୟ ନେଇଛନ୍ତି। ରବିବାର ପୁରୁଷ ଡବଲ୍ସର…

ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ

ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍‌ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍‌ କାଟ୍‌ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ ସହିବାକୁ…

ପୋଡିଯାଇଛି ଟ୍ରାନ୍ସଫର୍ମର, ମରାମତି ଦାବି

ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ଗିରାଙ୍ଗ ସିପିପି ରାସ୍ତାପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ୨ ଦିନ ହେଲା ପୋଡିଯାଇଛି। ଫଳରେ ଏହା ଉପରେ ନିର୍ଭରଶୀଳ ୩ ସାହିବାସୀ…

ଯୌତୁକ ଦାବିରେ ମହିଳାଙ୍କୁ ହତ୍ୟା ଅଭିଯୋଗ

ତାଳଚେର, ୩ା୬(ନି.ପ୍ର.) ତାଳଚେର ବ୍ଲକ ବିକ୍ରମପୁର ଥାନା ଅନ୍ତର୍ଗତ ଭଞ୍ଜ କଲୋନୀରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହା ଯୌତୁକଜନିତ ହତ୍ୟା ବୋଲି ପରିବାର ପକ୍ଷରୁ ଥାନାରେ ଅଭିଯୋଗ…

ମରାମତି ହେଉନି ଯାତ୍ରୀ ବିଶ୍ରାମାଗାର

ବଅଁରପାଳ, ୩ା୬(ଡି.ଏନ.ଏ.) ବଅଁରପାଳ ବ୍ଲକ ବଳରାମପ୍ରସାଦ ଠାରେ ଥିବା ଯାତ୍ରୀ ବିଶ୍ରାମାଗାରଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏହାର ମରାମତି କରାଯାଉ ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ବିପଦ ସୃଷ୍ଟି କରୁଛି ରାଜପଥ ପାର୍ଶ୍ୱ ଶୁଖିଲା ଗଛ

ଛେଣ୍ଡିପଦା,୩।୬(ସ୍ବ.ପ୍ର.) ଅନୁଗୋଳ ଛେଣ୍ଡିପଦା ୬୩ନଂ. ରାଜ୍ୟ ରାଜପଥର ଉଭୟ ପାର୍ଶ୍ୱରେ ଥିବା ଅନେକ ଶୁଖିଲା ଗଛ କଟାଯାଉ ନ ଥିବାରୁ ଏହା ଯାତ୍ରୀଙ୍କ ପାଇଁ ବିପଦ ସୃଷ୍ଟି…

ଆର୍‌ଆଇଙ୍କୁ ମାଡ଼ ମାରି ଜଣେ ଗିରଫ

ଢେଙ୍କିକୋଟ, ୩ା୬(ଡି.ଏନ୍‌.ଏ.) -ଘଟଗାଁ ତହସିଲ ଅଧୀନ ପିପିଳିଆ ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ ମାରି ଜଣେ ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ଫେରାର ଥିବା ଜଣାପଡ଼ିଛି। ପୋଲିସ ସୂଚନା…