ମହିଳାଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ୩ ଗିରଫ

ବ୍ରହ୍ମପୁର ଅଫିସ,୩ା୬: ସଦର ଥାନା ଅନ୍ତର୍ଗତ ଲୋଚାପଡା ଚୈତନ୍ୟନଗରରେ ରହୁଥିବା ଜଣେ ମହିଳାଙ୍କ ଘରେ ପଶି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ…

ସହର ସାରା ଅଳିଆ ଭର୍ତ୍ତି, ବର୍ଷାରେ ସ୍ଥିତି ଅସମ୍ଭାଳ- ଏନ୍‌ଏସି କର୍ତ୍ତୃପକ୍ଷଙ୍କ ଚିନ୍ତା ନାହିଁ

ଭଞ୍ଜନଗର,୩।୬(ଡି.ଏନ.ଏ.)-ଭଞ୍ଜନଗର ସହରରେ ଗତ ୪ ମାସ ହେଲା ପରିମଳ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହର ସାରା କୁଢ଼ କୁଢ଼ ଅଳିଆ ଆବର୍ଜନା ପଡିରହିଛି। ବିପର୍ଯ୍ୟସ୍ତ ପରିମଳ ସୁଧାରିବା…

ଜୀବନ ନେବାକୁ ଚାହିଁଛି ଲୁହାଛଡ଼

ବ୍ରହ୍ମପୁର ଅଫିସ୍‌,୩ା୬-ରାମଲିଙ୍ଗମ୍‌ ପୋଖରୀର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମନ୍ଥରଗତିରେ ଚାଲିଛି। ଫଳରେ ଏହି ପୋଖରୀର ତିନି ପାଖରେ ଥିବା ରାସ୍ତାରେ ଯାତାୟାତରେ ଅସୁବିଧା ହେଉଛି। ରାସ୍ତା କାର୍ଯ୍ୟ ଅଧାପନ୍ତରିଆ…

କାଳବୈଶାଖୀ ପ୍ରଭାବରେ ବ୍ରହ୍ମପୁରରେ ଘଡଘଡି ବର୍ଷା

ବ୍ରହ୍ମପୁର ଅଫିସ,୩ା୬-ଗଞ୍ଜାମ ଜିଲାରେ ରବିବାର କାଳବୈଶାଖୀ ହୋଇଛି। ଏହାର ପ୍ରଭାବରେ ସନ୍ଧ୍ୟାରେ ବ୍ରହ୍ମପୁର ସମେତ ଏହାର ଉପକୂଳ ଅଞ୍ଚଳ, ଏବଂ ଜିଲାର ବିିଭିନ୍ନ ସ୍ଥାନରେ ଘଡଘଡି ସହ…

ସିଙ୍ଗାପୁରରେ ଚାକିରି ଦେବା ନାଁରେ ଠକେଇ- କ୍ରାଇମ୍‌ ଡିଏସ୍‌ପିଙ୍କୁ ମିଳିଲା ତଦନ୍ତ ଦାୟିତ୍ୱ

ବ୍ରହ୍ମପୁର ଅଫିସ,୩ା୬-ସିଙ୍ଗାପୁରରେ ଚାକିରି ଦେବା କହି ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ଓ ବିଶାଖାପାଟଣା ସମେତ ଗଞ୍ଜାମ ଜିଲାର ପାତ୍ରପୁର, ଚିକିଟି ବ୍ଲକର ୫୦୦ରୁ ଊର୍ଦ୍ଧ୍ୱ ପାଠୁଆ ବେକାରି ଯୁବକଙ୍କଠାରୁ…

ବିଶ୍ୱ ହେଭିଓ୍ବେଟ୍‌ ଟାଇଟଲ ଜିତିଲେ ରୁଇଜ୍‌

ନ୍ୟୁୟର୍କ, ୩ା୬(ଏଏଫ୍‌ପି)-ହେଭିଓ୍ବେଟ୍‌ ବକ୍ସିଂ ଇତିହାସରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି ଆମେରିକାର ଆଣ୍ଡି ରୁଇଜ୍‌ ଜୁନିୟର। ସ୍ଥାନୀୟ ମାଡିସନ ସ୍କୋୟାର ଗାର୍ଡେନରେ ଅନୁଷ୍ଠିତ ଏକ ଲଢେଇରେ ଆନ୍ଥୋନୀ ଜୋଶୁଆଙ୍କୁ…

ଅନେକଙ୍କୁ ଦେଇଛି ରୋଜଗାର: ଭୋଗରାଇ ଆଳୁଦମ୍‌

ଭୋଗରାଇ, ୩।୬(ପ୍ରଦୀପ ଦାସ)-ବାଲେଶ୍ୱର ଜିଲାରେ ଆଳୁଦମ୍‌ ଓ ଆଳୁକଷାର ପ୍ରସିଦ୍ଧି ରହିଛି। ସକାଳ ଓ ସନ୍ଧ୍ୟାରେ ଲୋକେ ମୁଢ଼ି ସହିତ ଆଳୁକଷା ବା ଆଳୁଦମ୍‌ ଖାଇବାକୁ ଅଧିକ…

ଡମ୍ପର ଚାପାରେ ନାବାଳକ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ, ଉତ୍ତେଜନା

ଯୋଡ଼ା, ୩।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି କେମେସି ଗଣେଶ ମନ୍ଦିର ଛକଠାରେ ରବିବାର ଅପରାହ୍ନରେ ଏକ ଡମ୍ପର ଚାପାରେ ଆକାଶ ପୂର୍ତ୍ତି(୮) ନାମକ ଜଣେ…

ବଜ୍ରପାତରେ ମହିଳା ମୃତ

ଆନନ୍ଦପୁର,୩। ୬(ସ୍ବ.ପ୍ର.)- ଘସିପୁରା ଥାନା ଧକୋଠା ନାହାଗୁଣା ଗ୍ରାମରେ ବଜ୍ରପାତ ଘଟି ସରସ୍ବତୀ ପାତ୍ର ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି। ମହିଳା ଜଣଙ୍କ ନିଜ ମେଲା…

ଦେବଦମ୍ପତିଙ୍କ ନିର୍ବନ୍ଧ ସମ୍ପନ୍ନ

ପାଟଣା ,୩।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସ୍ଥିତ ଗିରିଜା-ଶଙ୍କର ଶିବ ମନ୍ଦିରରେ ଆସନ୍ତା ୭ ତାରିଖରେ ଶୀତଳଷଷ୍ଠୀ ତିଥିରେ ମାତା ପାର୍ବତୀ ଓ ଶିବଙ୍କ ବିବାହ…