ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଚଳିତବର୍ଷ ‘ନାଲ୍କୋ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ସ୍ମାରକୀ ସମ୍ମାନ’ ପାଇବେ ଓଡ଼ିଶୀ କଣ୍ଠଶିଳ୍ପୀ ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା। ସଙ୍ଗୀତ ସୁଧାକର ବାଳକୃଷ୍ଣ…
ମୁମ୍ବାଇ: ଆଗାମୀ ବହୁଭାଷିକ ଥ୍ରିଲର ‘ଗେମ୍ ଓଭର’ ରିଲିଜ ଅପେକ୍ଷାରେ ବଲିଉଡ୍ ଅଭିନେତ୍ରୀ ତାପସୀ ପନ୍ନୁ। । ଏଥିରେ ସେ ଜଣେ ଭିନ୍ନକ୍ଷମ ଚରିତ୍ରରେ ଅଭିନୟ କରିଛନ୍ତି।…
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି (ଓର୍ମାସ୍) ତଥା ଓଡ଼ିଶା ଜୀବିକା ମିଶନର ମିଳିତ…
ଶ୍ରୀନଗର,୨ା୬(ପି.ଟି.): ଦୁଇ ବିଦେଶୀଙ୍କ ସମେତ ୫ ପର୍ଯ୍ୟଟକଙ୍କ ଜୀବନ ବଞ୍ଚାଇବା ପରେ ଜଣେ ଟୁରିଷ୍ଟ ଗାଇଡ୍ ନଦୀରେ ଭାସିଯାଇ ପ୍ରାଣ ହରାଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି…
ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆସନ୍ତା ୫ ତାରିଖରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ାଣ ଆରମ୍ଭ ହେବ। ଆଲିଆନ୍ସ…
କୋରାପୁଟ,୨ା୬(ସ୍ବ.ପ୍ର.)କୋରାପୁଟ ମେଡିକାଲ ବର୍ତ୍ତମାନ ବିଭିନ୍ନ ସମସ୍ୟା ଘେରରେ ଚାଲିଛି। କେତେବେଳେ ମେଡିକାଲରେ ବିଦ୍ୟୁତ କଟିଗଲେ ମେଡିକାଲ ସେବା ଟର୍ଚ୍ଚ ଲାଇଟରେ କରାଯାଉଛି ତ ପୁଣି କେତେବେଳେ ବିଭିନ୍ନ…
ଶ୍ରୀନଗର୨ା୬(ପି.ଟି.): ଆତଙ୍କବାଦରେ ଜର୍ଜରିତ ଜମ୍ମୁ-କଶ୍ମୀରରୁ ଶନିବାର ଏକ ଭଲ ଖବର ଆସିଛି। କୁଲଗାମ ଜିଲାର ୫ ଆତଙ୍କବାଦୀ ଅସ୍ତ୍ରତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ବିଭିନ୍ନ ଆତଙ୍କବାଦୀ…
ସୋନପୁର,୨ା୬(ନି.ପ୍ର.)ସୁବର୍ଣ୍ଣପୁର ଜିଲାରେ ମହାନଦୀ, ତେଲନଦୀ, ସୁକତେଲ, ଅଙ୍ଗ ଓ ନିବୃତି ଯୋର ପ୍ରବାହିତ ହେଉଛି। ଜିଲାରେ ଏହି ୫ଟି ନଦୀର ମୋଟ ୨୩୩ କିଲୋମିଟର ଲମ୍ବ ନଦୀ…
ଜୁନାଗଡ଼/ଦାସିଗଁ।,୧।୬(ଡି.ଏନ୍.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗଁ। ମଣ୍ଡି ନାନା ଅବ୍ୟବସ୍ଥା ମଧ୍ୟଦେଇ ଚାଲିଛି। ମଣ୍ଡିରେ ନିଯୁକ୍ତ ସ୍ଥାନୀୟ ମିଲର୍ସ ଏବଂ ଏଜେଣ୍ଟମାନେ ମନଇଚ୍ଛା କାମ କରୁଥିବା…