୫ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆସନ୍ତା ୫ ତାରିଖରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ାଣ ଆରମ୍ଭ ହେବ। ଆଲିଆନ୍ସ…

କୋରାପୁଟ ମେଡିକାଲ : ବିଜୁଳି ଗଲେ ଟର୍ଚ୍ଚ ଲାଇଟରେ ଚିକିତ୍ସା

କୋରାପୁଟ,୨ା୬(ସ୍ବ.ପ୍ର.)କୋରାପୁଟ ମେଡିକାଲ ବର୍ତ୍ତମାନ ବିଭିନ୍ନ ସମସ୍ୟା ଘେରରେ ଚାଲିଛି। କେତେବେଳେ ମେଡିକାଲରେ ବିଦ୍ୟୁତ କଟିଗଲେ ମେଡିକାଲ ସେବା ଟର୍ଚ୍ଚ ଲାଇଟରେ କରାଯାଉଛି ତ ପୁଣି କେତେବେଳେ ବିଭିନ୍ନ…

ମୁଖ୍ୟସ୍ରୋତକୁ ଫେରିଲେ ୫ ଆତଙ୍କବାଦୀ

ଶ୍ରୀନଗର୨ା୬(ପି.ଟି.): ଆତଙ୍କବାଦରେ ଜର୍ଜରିତ ଜମ୍ମୁ-କଶ୍ମୀରରୁ ଶନିବାର ଏକ ଭଲ ଖବର ଆସିଛି। କୁଲଗାମ ଜିଲାର ୫ ଆତଙ୍କବାଦୀ ଅସ୍ତ୍ରତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ବିଭିନ୍ନ ଆତଙ୍କବାଦୀ…

ମୁକୁଳା ପଡିଛି ୧୯୯ କିମି ନଦୀବନ୍ଧ

ସୋନପୁର,୨ା୬(ନି.ପ୍ର.)ସୁବର୍ଣ୍ଣପୁର ଜିଲାରେ ମହାନଦୀ, ତେଲନଦୀ, ସୁକତେଲ, ଅଙ୍ଗ ଓ ନିବୃତି ଯୋର ପ୍ରବାହିତ ହେଉଛି। ଜିଲାରେ ଏହି ୫ଟି ନଦୀର ମୋଟ ୨୩୩ କିଲୋମିଟର ଲମ୍ବ ନଦୀ…

ଦାସିଗଁ। ମଣ୍ଡି: କୁଇଣ୍ଟାଲ ପିଛା ୫କି.ଗ୍ରା କଟନି ଅଭିଯୋଗ

ଜୁନାଗଡ଼/ଦାସିଗଁ।,୧।୬(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଦାସିଗଁ। ମଣ୍ଡି ନାନା ଅବ୍ୟବସ୍ଥା ମଧ୍ୟଦେଇ ଚାଲିଛି। ମଣ୍ଡିରେ ନିଯୁକ୍ତ ସ୍ଥାନୀୟ ମିଲର୍ସ ଏବଂ ଏଜେଣ୍ଟମାନେ ମନଇଚ୍ଛା କାମ କରୁଥିବା…

ଶିକ୍ଷକ ସ୍ବାମୀକୁ ଲଣ୍ଡା, ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଲେ; ଲଜ୍ଜାରେ ଶିକ୍ଷୟିତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଜଣେ ଶିକ୍ଷକଙ୍କୁ ଲୋକେ ଲଣ୍ଡା କରିବା ସହ ତାଙ୍କ ଶିକ୍ଷୟିତ୍ରୀ ସ୍ତ୍ରୀଙ୍କୁ ଉଲଗ୍ନ କରି ବୁଲାଇଛନ୍ତି। ଭୁବନେଶ୍ୱରର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଧିରୁକିଟି ବସ୍ତିରେ…

୫ ମହିଳାଙ୍କୁ ଚୁମ୍ବନ ଦେଲେ ଡୁଟେର୍ଟେ

ଟୋକିଓ,୨ା୬(ଆଇଏଏନ୍‌ଏସ୍‌ ): ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ବିଚିତ୍ର କାରନାମାକୁ ନେଇ ଏବେ ଚର୍ଚ୍ଚାରେ। ସେ ଜାପାନର ରାଜଧାନୀ ଟୋକିଓରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେବାବେଳେ…

ଜାତୀୟ ରାଜପଥ କାମ ଅଧାପନ୍ତରିଆ

ନୂଆପଡା ଅଫିସ,୨ା୬- ନୂଆପଡ଼ାର ଲାଇଫ ଲାଇନ କୁହାଯାଉଥିବା ୩୫୩ ନମ୍ବର ଜାତୀୟ ରାଜପଥ କାମ ଯେତିକି ଲମ୍ବି ଚାଲିଛି ଜିଲାବାସୀଙ୍କ ମୁଣ୍ଡ ବ୍ୟଥା ସେତିକି ବଢିଚାଲିଛି ା…

ଚନ୍ଦ୍ରକୁ ଉପକରଣ ପଠାଇବ ନାସା

ଓ୍ବାଶିଂଟନ୍‌: ୧୯୭୦ ପରେ ପ୍ରଥମଥର ପାଇଁ ଆମେରିକା ଚନ୍ଦ୍ରପୃଷ୍ଠକୁ ବୈଜ୍ଞାନିକ ଉପକରଣ ପଠାଇବା ପାଇଁ ଯୋଜନା ପ୍ରସ୍ତୁତ କରୁଛି। ୨୦୨୦ ଓ ୨୦୨୧ରେ ଏହି ଉପକରଣ ପଠାଯିବା…

ବିଭିନ୍ନ ସହରରେ ଅଗ୍ନିଶମ ବିଭାଗର ଚଢ଼ାଉ: କୋଚିଂ ସେଣ୍ଟରଗୁଡ଼ିକରେ ବିପଜ୍ଜନକ ସ୍ଥିତି, ଏଷ୍ଟିଂଗୁଇସର ଝୁଲାରେ ସୀମିତ ରହିଛି ଆଇନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)-ଗୁଜରାଟର ସୁରଟରେ କୋଚିଂ ସେଣ୍ଟର ଅଗ୍ନିକାଣ୍ଡ ପରେ ଏବେ ଓଡ଼ିଶା ଅଗ୍ନିଶମ ବିଭାଗ ତତ୍ପର ହୋଇଉଠିଛି। ଗୃହ ବିଭାଗର ନିର୍ଦ୍ଦେଶ ପରେ ରାଜ୍ୟରେ ଥିବା ବିଭିନ୍ନ…