ବ୍ରିଟିଶ ଅମଳର ବଙ୍ଗଳା ଜରାଜୀର୍ଣ୍ଣ

ଛେଣ୍ଡିପଦା,୨ା୬(ଡି.ଏନ.ଏ.)- ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲ ତଥା ଜରପଡା ରାଜସ୍ବ ସର୍କଲର ଦୁର୍ଗାପୁର ଗ୍ରାମସ୍ଥିତ ବ୍ରିଟିଶ ଅମଳର ଏକ ବ୍ରିଟିଶ ବଙ୍ଗଳା। ରାଜସ୍ବ…

ଉଦ୍ୟୋଗପତି ବି.ଏମ୍‌. ଖୈତାନଙ୍କ ପରଲୋକ

କୋଲକାତା,୨ା୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍‌ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ ହୋଇଯାଇଛି।…

କାମରେ ଆସୁନି ଆଇନ : ଖୋଲାଖୋଲି ଚାଲିଛି ଗୁଟ୍‌ଖା ବ୍ୟବସାୟ

କାମାକ୍ଷାନଗର, ୨।୬- ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଅଞ୍ଚଳରେ ବେଆଇନ ଗୁଟ୍‌ଖା ଏବଂ ତମାଖୁ ବ୍ୟବସାୟ ବଢ଼ିବାରେ ଲାଗିଛି। ଆଇନଗତ କଟକଣା ସତ୍ତ୍ୱେ ଏହାକୁ ଦେଖିବାକୁ କେହିନାହିଁ।…

ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ…

ବଅଁରପାଳ: ଦର ଆକାଶଛୁଅଁ।

ବଅଁରପାଳ, ୨ା୬(ଡି.ଏନ.ଏ.) ସୋମବାର ସାବିତ୍ରୀ ବ୍ରତ। ଏଥିପାଇଁ ଅନୁଗୋଳ ଜିଲାର ବିଭିନ୍ନ ମନ୍ଦିର, ଦୈବୀ ପୀଠରେ ପୂଜାର୍ଚ୍ଚନା ପାଇଁ ପ୍ରସ୍ତୁତି ଚାଲିଛି। ବିଭିନ୍ନ ପୂଜା କମିଟି ପକ୍ଷରୁ…

ଯୁକ୍ତ୨ ନାମଲେଖା: ୬ରୁ ଆବେଦନ

ଭୁବନେଶ୍ୱର, ୨ା୬(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆସନ୍ତା ୬ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ୨…

ଦିନଟିଏ ପରେ ସାବିତ୍ରୀ : ଫଳ ଦୋକାନରେ ଅସମ୍ଭାଳ ଭିଡ଼

ଅନୁଗୋଳ ଅଫିସ, ୨।୬ - ଦିନଟିଏ ପରେ ସାବିତ୍ରୀ ଓଷା। ଆଗକୁ ମଧ୍ୟ ରଜ। ତେଣୁ ଅନୁଗୋଳ ସହରକୁ ଭଳିକି ଭଳି ଫଳ ଆସୁଥିବା ବେଳେ ଏସବୁ…

୧୦ ମାସ ହେଲା ମିଳୁନି ନୂଆ କାର୍ଡ

ଭୁବନେଶ୍ୱର,୨।୬(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନ ଯୋଜନା ଏବଂ ଓଡ଼ିଶା ଖାଦ୍ୟ ସୁରକ୍ଷା ଯୋଜନା (ଓଏଫ୍‌ଏସ୍‌ଏସ୍‌) ମଝିରେ ଫସିଯାଇଛନ୍ତି ଗରିବ ହିତାଧିକାରୀ। କେନ୍ଦ୍ର ସରକାରଙ୍କ…

ଅଷ୍ଟ୍ରେଲିଆର ବିଜୟ ଅଭିଯାନ

ବ୍ରିଷ୍ଟଲ, ୨।୬- ଆଇସିସି ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଶନିବାର ଏଠାରେ ଅନୁଷ୍ଠିତ ୪ର୍ଥ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଏକପାଖିଆ ଭାବେ ୭ ଉଇକେଟ୍‌ରେ ଆଫଗାନିସ୍ତାନକୁ…

ଜୋକୋଭିଚ୍‌ ବିଜୟୀ, ଓସାକା ପରାସ୍ତ

ପ୍ୟାରିସ,୨ା୬ (ଏଏଫ୍‌ପି)-ନୋଭାକ୍‌ ଜୋକୋଭିଚ୍‌, ଷ୍ଟିଫାନସ ତିସିତ୍‌ସିପାସ୍‌ ଏବଂ ଆଲେକ୍‌ଜାଣ୍ଡର ଜେଭ୍‌ରେଭ୍‌ ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଲାମ ଟେନିସ୍‌ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ କ୍ରମାଗତ ତୃତୀୟ…