ରାସ୍ତାରେ ଭାସୁଛି ପିଟିସି ନର୍ଦ୍ଦମା ପାଣି: ଦୁର୍ଗନ୍ଧରେ ଫାଟୁଛି ନାକ

ଅନୁଗୋଳ ଅଫିସ, ୨।୬- ଅନୁଗୋଳ ପୌରାଞ୍ଚଳର ୧୬ନଂ. ଓ୍ବାର୍ଡରେ ଥିବା ଗୀତାଗ୍ରାମ ରାସ୍ତାରେ ଭାସୁଛି ପୋଲିସ ଟ୍ରେନିଂ କଲେଜ (ପିଟିସି) ନର୍ଦ୍ଦମା ପାଣି। ପଚାଶଢ଼ା ପାଣି ସହ…

ଭାରତ-ଏ ୨୭୩ ରନରେ ଅଗ୍ରଣୀ

ବେଙ୍ଗାଲୁରୁ, ୨।୬- ହୁବ୍‌ଲୀସ୍ଥିତ ନେହେରୁ ଷ୍ଟାଡିୟମରେ ଭ୍ରମଣକାରୀ ଶ୍ରୀଲଙ୍କା-ଏ ବିପକ୍ଷରେ ଚାଲିଥିବା ଅନ୍ତିମ ତଥା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଭାରତ-ଏ ଦୃଢ଼ସ୍ଥିତିରେ ରହିଛି। ଶନିବାର ଦ୍ୱିତୀୟ…

ବଢ଼ୁଛି ପାନୀୟଜଳ ସମସ୍ୟା: ଗ୍ରାମବାସୀଙ୍କ ବିକ୍ଷୋଭ

ତାଳଚେର,୨ା୬(ନି.ପ୍ର.)- ତାଳଚେର ବ୍ଲକ କଙ୍କିଳି ପଞ୍ଚାୟତର ନୂଆସାହି, କୃଷକସାହି ଓ ସଇନାଳି ଅଞ୍ଚଳରେ ପାନୀୟ ଜଳର ଘୋର ଅଭାବ ଦେଖାଦେଇଛି। ୨/୩ ହଜାର ଲୋକ ପାଣି ପାଇଁ…

କିଟ୍‌ ଇଣ୍ଟରନାଶନାଲ ଚେସ୍‌ ଫେଷ୍ଟିଭାଲ ଆରମ୍ଭ

ଭୁବନେଶ୍ୱର, ୨।୬(ସ୍ପୋଟର୍‌ସ ବ୍ୟୁରୋ)- ଦ୍ୱାଦଶ ଅନ୍ତର୍ଜାତୀୟ କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲ-୨୦୧୯ ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। କିଟ୍‌ ବିଶ୍ୱବିଦ୍ୟାଳୟ ଓ ଅଲ୍‌ଓଡ଼ିଶା ଚେସ୍‌ ଆସୋସିଏଶନ…

ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ବିଜୟୀ

କାର୍ଡିଫ୍‌,୨।୬(ଏଏଫପି)- ଗତଥରର ରନର୍ସଅପ୍‌ ନ୍ୟୁଜିଲାଣ୍ଡ ଏକ ଦମ୍‌ଦାର ବିଜୟ ସହ ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ…

କଟକ ରେଫର ରୋଗୀଙ୍କୁ ନିଆଯାଉଛି ନର୍ସିଂହୋମ : ସରକାରୀ ଆମ୍ବୁଲାନ୍ସ ବ୍ୟବହାର ଅଭିଯୋଗ

ଅନୁଗୋଳ ଅଫିସ, ୨।୬- ଅନୁଗୋଳ ମେଡିକାଲରୁ ରେଫର ହେଉଥିବା ଗୁରୁତର ରୋଗୀଙ୍କ ମଧ୍ୟରୁ କେତେଜଣଙ୍କୁ କଟକ ବଦଳରେ ଅନୁଗୋଳର ଘରୋଇ ନର୍ସିଂହୋମ୍‌କୁ ନିଆଯାଉଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ…

ଅନ୍ୟ ପାଇଁ ଉଦାହରଣ ସାଜିଛନ୍ତି ସୁଜାତା ପ୍ରଧାନ : ନିଜେ ଗଢ଼ିଛନ୍ତି ନିଜ ପରିଚୟ

ବନ୍ତଳା,୨ା୬- ସାତ ଭଉଣୀଭାଇଙ୍କ ମଧ୍ୟରୁ ସେ ହେଉଛନ୍ତି ପାଞ୍ଚ ନମ୍ବର। ଘର ବି ନିପଟ ମଫସଲି ଜଙ୍ଗଲ ଅଧ୍ୟୁଷିତ ଏକ ଗଁ। ରେ। ହେଲେ ଦୃଢ଼ ଇଚ୍ଛାଶକ୍ତି…

ଖବରଦାତାଙ୍କୁ ଦୁର୍ବ୍ୟବହାର ମାମଲା: ସୂଚନା ଓ ଲୋକସମ୍ପର୍କ ବିଭାଗର ତଦନ୍ତ

ଢେଙ୍କାନାଳ ଅଫିସ,୨।୬- ଢେଙ୍କାନାଳ ଜିଲାର ଖବରଦାତାଙ୍କୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗ ଆସିବା ପରେ ଏହାର ବିଭାଗୀୟ ତଦନ୍ତ ଆରମ୍ଭ…

ବହୁ ରୋଗରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଗାଈ କ୍ଷୀର ସହିତ ଡାଳଚିନି ଗୁଣ୍ଡ ମିଶାଇ ପିଇଲେ ବହୁରୋଗରୁ ମୁକ୍ତି ମିଳିଥାଏ। ଏହାଦ୍ୱାରା ଥଣ୍ଡା, କାଶ, ଆଦି ରୋଗ ଭଲ ହେବା ସହିତ କର୍କଟ ମଧ୍ୟ…

କାଳିଆ ଯୋଜନାରୁ ପ୍ରକୃତ ଚାଷୀ ବଞ୍ଚତ୍ତ ଅଭିଯୋଗ : ସମିତି କାର୍ଯ୍ୟାଳୟରେ ତାଲା ପକାଇଲେ ଚାଷୀ

ଦିଗପହଣ୍ଡି,୨ା୬(ଡି.ଏନ୍‌.ଏ.)-ରାଜ୍ୟ ସରକାରଙ୍କ କାଳିଆ ଯୋଜନାକୁ ନେଇ ଓଡ଼ିଶାର ଚାଷୀ ବହୁତ ଖୁସି ଓ ଉତ୍ସାହ ଥିବା ବେଳେ ସାନଖେମୁଣ୍ଡି ବ୍ଲକ ଏରେଣ୍ଡ ପଞ୍ଚାୟତ ଯୁଗୁଡି ବଳଭଦ୍ରପୁର ଚାଷୀ…