ସାୟାନୀଙ୍କ ଭିନ୍ନ ଅବତାର

ମୁମ୍ବାଇ: ଅଭିନେତ୍ରୀ ସାୟାନୀ ଗୁପ୍ତା ଅନୁଭବ ସିହ୍ନାଙ୍କ ‘ଆର୍ଟିକିଲ୍‌ ୧୫’ରେ ଏକ ଭିନ୍ନ ଅବତାରରେ ଦେଖିବାକୁ ମିଳିବେ। ଏହି ଭୂମିକା ତାଙ୍କ ପାଇଁ ନୂଆ ହୋଇଥିଲେ ହେଁ…

ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ: ଘରେ ପଶିଲା ପାଉଁଶ, କୋଇଲା ଗୁଣ୍ଡ

ବଅଁରପାଳ/କଣିହାଁ/ଛେଣ୍ଡିପଦା/ପବିତ୍ରନଗର/ପାଲଲହଡ଼ା, ୧ା୬(ଡି.ଏନ.ଏ.): ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଜୋରଦାର ପବନ ଯୋଗୁ ଦୀର୍ଘ ସମୟ ଧରି ନାଲ୍‌କୋ, ଏନ୍‌ଟିପିସି ପାଉଁଶ…

କୌଣସି ବ୍ୟକ୍ତିଙ୍କ ନାମରେ ମିଳିିନି ଭୋଟ: ନୀତୀଶ

ନୂଆଦିଲ୍ଲୀ, ୧ା୬ : କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡ଼ିୟୁ ସାମିଲ ହୋଇ ନ ଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପାକୁ ଟାର୍ଗେଟ କରି ବିଷ ଓକାଳିଛନ୍ତି।…

ଏନ୍‌ଡିଏ ୨: ଆରମ୍ଭରୁ ଫାଟ

ନୂଆଦିଲ୍ଲୀ,୧ା୬: ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ବହୁମତ ପାଇ କେନ୍ଦ୍ରରେ ପୁଣିଥରେ କ୍ଷମତାସୀନ ହୋଇଛି। ସାଧାରଣ ନିର୍ବାଚନରେ ଲୋକ ସଭାର ୫୪୨ ସିଟ୍‌ରୁ…

୧୨୦ ଟଙ୍କାରେ କରିଥିଲି ଦୋକାନ

ଆର୍ଥିକ ଦୁରବସ୍ଥା ଯୋଗୁ ଅଧାରୁ ଛାଡ଼ିବାକୁ ପଡ଼ିଲା ପାଠ। ପରିବାରକୁ ସହଯୋଗ କରିବାକୁ ପାନ ଦୋକାନଟିଏ କଲି। ପାଖରେ ଥିଲା ୭୦ ଟଙ୍କା। ବାପା ଆଉ ୫୦…

ଭଙ୍ଗା ଷ୍ଟ୍ରିଟଲାଇଟ ଖୁଣ୍ଟକୁ କାଳବୈଶାଖୀ ଭୟ

ନବରଙ୍ଗପୁର,୧।୬(ବି.ପ୍ର.)- ନବରଙ୍ଗପୁର ଜିଲା ଉପକଣ୍ଠ ଚାଉଁରିଆଗାଡା ନିକଟରୁ ଇନ୍ଦ୍ରାବତୀ ପୋଲ ପର୍ଯ୍ୟନ୍ତ ୨୬ ନମ୍ବର ଜାତୀୟ ରାଜପଥ କଡରେ ଲଗାଯାଇଥିବା ଷ୍ଟ୍ରିଟ ଲାଇଟ ଗୁଡିକ ଦିନରେ ଜଳୁଛି…

କୃଷକ, ବ୍ୟବସାୟୀଙ୍କୁ ମିଳିବ ପେନ୍‌ସନ

ନୂଆଦିଲ୍ଲୀ,୧ା୬(ପି.ଟି.): ଦ୍ୱିତୀୟ ପାଳି ଏନ୍‌ଡିଏ ସରକାରର ପ୍ରଥମ କ୍ୟାବିନେଟ ବୈଠକ ଶୁକ୍ରବାର ବସି ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ସମସ୍ତ ଚାଷୀଙ୍କୁ ସାମିଲ କରିବା ଲାଗି ନିଷ୍ପତ୍ତି ନିଆଯାଇଛି।…

ବଦଳିବ ଜିଲା ମୁଖ୍ୟ ଚିକିତ୍ସାଳୟ ରୂପରେଖ: ନିର୍ମାଣ ହେବ ଅତ୍ୟାଧୁନିକ ଆଉଟଡୋର

ଅନୁଗୋଳ ଅଫିସ, ୧।୬: ଜିଲା ମୁଖ୍ୟ ଚିକିତ୍ସାଳୟର ରୂପରେଖ ବଦଳିବ। ମେଡିକାଲରେ ଥିବା ମେଡିଶିନ୍‌ ୱାର୍ଡ ଭଙ୍ଗାଯାଇ ସେଠାରେ ଅତ୍ୟାଧୁନିକ ଆଉଟଡୋର ବ୍ୟବସ୍ଥା କରାଯିବ। ପୁରୁଣା ଆଉଟଡୋର…

ଏମ୍‌ପି, ବିଧାୟକଙ୍କୁ ସମ୍ବର୍ଦ୍ଧନା

ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ଏବଂ ଅନୁଗୋଳ ଜିଲାର ନବନିର୍ବାଚିତ ଏମ୍‌ପି ଏବଂ ବିଧାୟକଙ୍କୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ଏ ନେଇ ଢେଙ୍କାନାଳ ଜିଲା ବିଜେଡି ପକ୍ଷରୁ…

୧୫ରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ଅନୁକୂଳ ପରିବେଶ ମଧ୍ୟ ସୃଷ୍ଟି ହୋଇ ନାହିଁ। ରାଜ୍ୟକୁ ମୌସୁମୀ କେବେ…