କୌଳିକ ବୃତ୍ତି ବଞ୍ଚାଇ ରଖିବାକୁ ମିଳୁନି ପ୍ରୋତ୍ସାହନ: ଦୁର୍ଦ୍ଦିନରେ କୁମ୍ଭକାର ପରିବାର

(ରାମକୃଷ୍ଣ ସାହୁ) କନିଷି,୩୦ା୫(ଡି.ଏନ.ଏ.)- ବର୍ତ୍ତମାନ ସମୟରେ ମାଟିପାତ୍ରର ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ ହେବାକୁ ବସିଲାଣି। ଏହାର ସ୍ଥାନ ନେଇଛି ଷ୍ଟିଲ ଓ ପ୍ଲାଷ୍ଟିକ ବାସନକୁଶନ। ଏଭଳି ପ୍ରତିକୂଳ…

ଆସିକା ବିଧାୟକ ପ୍ରାର୍ଥୀ ମନୋଜ ହତ୍ୟା ଘଟଣା: ପରିବାର ସଦସ୍ୟଙ୍କୁ ଭେଟିଲେ କଂଗ୍ରେସ ପଦାଧିକାରୀ

ଆସିକା,୩୦ା୫(ଡି.ଏନ୍‌.ଏ.): ପିସିସିର ଅନ୍ୟତମ ସମ୍ପାଦକ ତଥା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତଥର କଂଗ୍ରେସ ପ୍ରାର୍ଥୀ ହୋଇଥିବା ମନୋଜ କୁମାର ଜେନାଙ୍କୁ ଗତ୨୨ ତାରିଖ ରାତିରେ ଗୁଳିମାଡ…

ନଡ୍ଡା ହେବେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦ା୫(ଆଇଏଏନ୍‌ଏସ୍‌): ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମୋଦିଙ୍କ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ଗ୍ରହଣ କରିବାକୁ ଯାଉଥିବାବେଳେ ଦଳର ସାଙ୍ଗଠନିକ ଦାୟିତ୍ୱ ବରିଷ୍ଠ ଭାଜପା ନେତା ଜେ.…

ବେଆଇନ ମଦ କାରବାର ରୋକିବାକୁ ତାତିଲେ ମହିଳା: ପୋଲିସ ବଦଳରେ ମହିଳାଙ୍କ ଚଢ଼ାଉ

ବେଗୁନିଆ,୩୦ା୫ (ଡି.ଏନ.ଏ.)- ସାମାଜିକ ଚଳଣିରେ ଦେଖା ଦେଇଥିବା ପାରିବାରିକ ବିଶୃଙ୍ଖଳା ସୃଷ୍ଟି ପାଇଁ ନିଶା ଦ୍ରବ୍ୟ ସେବନ ହିଁ ପ୍ରମୁଖ କାରଣ ଅଟେ। ତେବେ ଏହି ବେଆଇନ…

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଅବ୍ୟବସ୍ଥା: ପ୍ରକାଶ ପାଉନି ପରୀକ୍ଷା ଫଳ

ବ୍ରହ୍ମପୁର ଅଫିସ୍‌,୩୦ା୫-ପ୍ରତିଷ୍ଠା ପରଠାରୁ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାଜ୍ୟ ସରକାରଙ୍କ ତରଫରୁ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଗଲା। କିନ୍ତୁ ଆନୁଷଙ୍ଗିକ କୌଣସି ବ୍ୟବସ୍ଥା…

ଓଡ଼ିଶା ବିଧାନସଭାରେ ରେକର୍ଡ: ସୂର୍ଯ୍ୟ ଗଞ୍ଜାମ ଜିଲାରୁ ପଞ୍ଚମ ବାଚସ୍ପତି

ବ୍ରହ୍ମପୁର ଅଫିସ,୩୦ା୫-ବିଜେଡିର ବରିଷ୍ଠ ନେତା ତଥା ଅତୀତର ମୋହନା ଓ ବର୍ତ୍ତମାନର ଦିଗପହଣ୍ଡି ସେଗ୍‌ମେଣ୍ଟରୁ ଲଗାତର ଭାବେ ସାତ ଥର ବିଧାୟକ ଏବଂ ବିଜୁ ପଟ୍ଟନାୟକ ଓ…

ଶୁଭିବନି ଏମାନଙ୍କ ସ୍ବର

ନୂଆଦିଲ୍ଲୀ,୩୦ା୫(ଆଇଏଏନ୍‌ଏସ୍‌): ଭାରତର ନିର୍ବାଚନୀ ଇତିହାସରେ ବିଗତ ୩ ଦଶନ୍ଧି ଧରି ସେମାନେ ନିଜ ନିଜ ଦଳର ଦୃଢ଼ ସ୍ବର ପାଲଟିଥିଲେ। ନିଜ ନିର୍ବାଚନମଣ୍ଡଳୀ ତଥା ରାଜ୍ୟର ସ୍ବାର୍ଥ…

ଅଭିଜ୍ଞଙ୍କ ଭିତରେ ଅନେକ ନୂଆ ମୁହଁ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ ଉପସ୍ଥିତିରେ…

ଗୋରୁ ମଡ଼କ, କାରଣ ଅସ୍ପଷ୍ଟ

ନିରାକାରପୁର,୩୦ା୫(ଡି.ଏନ୍‌.ଏ.)- ଗୋ ସମ୍ପଦର ବିକାଶ ନିମନ୍ତେ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ବାତ୍ୟା ପରେ ଗୋ ବଂଶ ବୃଦ୍ଧି ପ୍ରତି ବିପଦ ସୃଷ୍ଟି ହୋଇଛି।…

ଜାଲରେ ଫସିଲେ ଦୁଇ ବିଷଧର ସାପ : ଚନ୍ଦନ ବୋଡ଼ାକୁ ଗିଳିଲା ନାଗ

ଭୁବନେଶ୍ୱର, ୩୦ା୫(ବ୍ୟୁରୋ) - ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କଉଡ଼ିଖଣି ଗ୍ରାମରେ ପଦନି ସାହୁଙ୍କ ଘର ଚାରିପଟେ ଘେରାଯାଇଥିବା ଜାଲରେ ଏକ ବଡ଼ ନାଗ ସାପ…