ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ…
ଯାଜପୁର ରୋଡ,୨୯।୫(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦ ଅଧୀନରେ ବାସ କରୁଥିବା ବିଭିନ୍ନ ଓ୍ବାର୍ଡର ଲୋକଙ୍କୁ ବାତ୍ୟା ଫନୀ ଲାଗି କ୍ଷତିପୂରଣ ଦାବିରେ ବୁଧବାର ତହସିଲ…
କୋଲକତା, ୨୯।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି ଏବଂ…
କାର୍ଡିଫ,୨୯ା୫- ଦୀର୍ଘ ଦିନ ହେଲା ଭାରତୀୟ ଦଳର ବ୍ୟାଟିଂ ଅର୍ଡରର ୪ର୍ଥ ସ୍ଥାନରେ କେଉଁ ବ୍ୟାଟ୍ସମ୍ୟାନ ଖେଳିବା ନେଇ ଚାଲିଥିବା ସମସ୍ୟା ଦୂର ହୋଇଛି। ଏଠାରେ ବାଂଲାଦେଶ…
ପ୍ୟାରିସ,୨୯ା୫- କ୍ରୋଏସିଆର ଇଭୋ କାର୍ଲୋଭିକ୍ ଗ୍ରାଣ୍ଡସ୍ଲାମ ଫ୍ରେଞ୍ଚ ଓପନ ଟୁର୍ନାମେଣ୍ଟରେ ବୟୋଜ୍ୟେଷ୍ଠ ଖେଳାଳି ଭାବେ ବିଜୟ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ମଙ୍ଗଳବାର ଖେଳାଯାଇଥିବା ପ୍ରଥମ…
ମାଧପୁର, ୨୯।୫(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ଗୌତମପୁର ଗ୍ରାମରେ ପାନୀୟଜଳର ଘୋର ଅଭାବ ଦେଖାଦେଇଛି। ଏହି ଗ୍ରାମରେ ଗୋଟିଏ ନଳକୂପ ରହିଛି,…
ହାଟଡିହୀ,୨୯ା୫(ସ୍ବ.ପ୍ର): ହାଟଡିହୀ ବ୍ଲକ ଅନ୍ତର୍ଗତ ସୁନ୍ଦରାପାଳ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ା ମୃତ ଯୁବକ ଜଣଙ୍କ…
ତିର୍ତ୍ତୋଲ, ୨୯।୫(ଡି.ଏନ୍.ଏ.): ଜଗତ୍ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମାଙ୍କଡ଼ ଆତଙ୍କ ଦେଖାଦେଇଛି। ମାଙ୍କଡ଼ ଆତଙ୍କରେ ୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇ…
ମୁମ୍ବାଇ,୨୯।୫: ମହାରାଷ୍ଟ୍ରର ଠାଣେ ଜିଲ୍ଲାରୁ ଚୋରା ଚାଲାଣ କରାଯାଉଥିବା ୨ଟି ଦୋମୁହାଁ ସାପକୁ ଜବତ କରାଯାଇଛି। ଏଥିସହ ଏହି ମାମଲାରେ ୨ଜଣଙ୍କୁ ଗିରଫ କରିଛି ନବଘର ପୋଲିସ।…
ନୂଆଦିଲ୍ଲୀ, ୨୯।୫: ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଏବେ ଗଣମାଧ୍ୟମ ଏବଂ ସୋସିଆଲ ମିଡିଆଠାରୁ ନିଜକୁ ଯଥେଷ୍ଟ ଦୂରେଇ ରଖୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ…