ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ ମୃତ୍ୟୁବରଣ…

ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍‌: ହାସଲ କଲେ ବଡ଼ ଉପଲବ୍ଧି

ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ ପଟେ…

ହିଟ ଓ୍ବେଭ ପାଇଁ ଡ୍ୟାମେଜ ହୋଇପାରେ ଲିଭର-କିଡ୍‌ନୀ

ନୂଆଦିଲ୍ଲୀ: ଆଜିକାଲି ଦିଲ୍ଲୀ-ନୋଏଡା ସମେତ ସମଗ୍ର ଦେଶରେ ଅତ୍ୟଧିକ ଗରମ ଅନୁଭୂତ ହେଉଛି। ଉତ୍ତାପ ବୃଦ୍ଧି ଯୋଗୁଁ ଉତ୍ତରପ୍ରଦେଶରେ ମଧ୍ୟ ୨ଜଣଙ୍କର ମତ୍ୟୁ ହୋଇଛି। ସୂଚନାଯୋଗ୍ୟ, ମେ’…

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର ମିଶ୍ର।…

ବଡ଼ ଖବର! ଆମେଠିରୁ ନିର୍ବାଚନ ଲଢ଼ିବାକୁ ରାହୁଲଙ୍କ ସହମତି, ଖାର୍ଗେ କରିବେ ଘୋଷଣା-ରିପୋର୍ଟ

ନୂଆଦିଲ୍ଲୀ,୨।୫: କଂଗ୍ରେସ ଦଳରୁ ବଡ଼ ଖବର ସାମ୍ନାକୁ ଆସିଛି। ରାହୁଲ ଗାନ୍ଧୀ ଆମେଠିରୁ ନିର୍ବାଚନ ଲଢ଼ିବା ପାଇଁ ସହମତି ପ୍ରକାଶ କରିଛନ୍ତି। ଏନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ ନେଇ…

ମୋଦିଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ପ୍ରଖ୍ୟାତ କମେଡିଆନ

ନୂଆଦିଲ୍ଲୀ,୨।୫: ପ୍ରଖ୍ୟାତ ହାସ୍ୟ ଅଭିନେତା ଶ୍ୟାମ ରଙ୍ଗିଲା ମଧ୍ୟ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ବାରାଣସୀର ଜଣେ ସ୍ବାଧୀନ ପ୍ରାର୍ଥୀ…

ହିଟ ଓ୍ବେଭ ପାଇଁ ବଢିଲା ଭୋଟିଂ ଟାଇମ

ନୂଆଦିଲ୍ଲୀ,୨।୫: ଗୋଟିଏ ପଟେ ଦେଶରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଅନ୍ୟପଟେ ଗ୍ରୀଷ୍ମ ପ୍ରବାହ ଶୀର୍ଷରେ ରହିଛି। ଏହାକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗ…

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା କରିଛନ୍ତି।…

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ…

All Rights Reserved