ରାହୁଲଙ୍କୁ ମନେଇବାକୁ ଘରେ ପହଞ୍ଚିଲେ ପ୍ରିୟଙ୍କାଙ୍କ ସମେତ ଆଉ କେତେଜଣ କଂଗ୍ରେସ ନେତା

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ କଂଗ୍ରେସରେ ଏକ ପ୍ରକାର ଝଡ଼ ସୃଷ୍ଟି ହୋଇଥିବା ଦେଖାଯାଇଛି। ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ରାହୁଲ…

ଖୋଲାରେ ଶୌଚ: ଲଜ୍ଜା ଯୋଗୁ ମୂଷାମରା ଜହର ଖାଇଲେ ମହିଳା

ରାଞ୍ଚି, ୨୮।୫: ଝାଡ଼ଖଣ୍ଡ ଦଓ୍ବେଘରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ମହିଳା ବାହାରେ ଶୌଚ ହେବା ଲଜ୍ଜାରୁ ମୁକ୍ତ ପାଇବା ଲାଗି ଘରେ ଥିବା…

ମାତ୍ର ୧୯ବର୍ଷ ବୟସରେ ବିଶ୍ୱକପ୍‌ରେ ଦୁଇଥର ‘ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌’ ବିବେଚିତ ହୋଇଥିଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨୮।୫: ଦିନିକିଆ ଏବଂ ଟେଷ୍ଟ କ୍ରିକେଟରେ ରେକର୍ଡର ବର୍ଷା କରିଛନ୍ତି ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର। ସେହିପରି ଯଦି ବିଶ୍ୱକପ୍‌ ରେକର୍ଡ ଉପରେ ନଜର ପକାଇବା,…

ପୋଲିସର ଗୁଣ୍ଡାରାଜ: ମହିଳାଙ୍କୁ ବେଲ୍‌ଟରେ ନିସ୍ତୁକ ପିଟିଲେ

ଫରିଦାବାଦ,୨୮।୫: ହରିୟାଣା ଫରିଦାବାଦରୁ ଅମାନବିକତା ଓ ନିଷ୍ଠୁରତା ଶେଷ ସୀମାର ଏକ ଚିତ୍ର ସାମ୍‌ନାକୁ ଆସିଛି। ଜଣେ ପୋଲିସ କନେଷ୍ଟବଳ ମହିଳାଙ୍କୁ ବେଲ୍‌ଟରେ ମାଡ଼ମାରୁଥିବା ଦେଖିବାକୁ ମିଳିଛି।…

ବିବାହ ଭୋଜିରେ କନ୍ୟାବରଙ୍କୁ ଲୋକେ ଉପହାର ଦେଲେ ପାଣିଭର୍ତ୍ତି ମାଠିଆ

ଭୋପାଳ,୨୮।୫: ମଧ୍ୟପ୍ରଦେଶରେ ପିଇବା ପାଣି ସମସ୍ୟା ଉତ୍କଟ ହେବାରେ ଲାଗିଛି। ସମ୍ପ୍ରତି ଏଠାରେ ଏକ ବିବାହ ଭୋଜିରେ ଯୋଗଦେଇଥିବା ଲୋକେ କନ୍ୟାବରଙ୍କୁ ପାଣିଭର୍ତ୍ତି ମାଠିଆ ଉପହାର ଭାବେ…

ଗମ୍ଭୀରଙ୍କ ବିଜୟ ପରେ ଆଫ୍ରିଦି କହିଲେ: ଯାହାର ବୁଦ୍ଧି ନାହିଁ, ଲୋକ ତାଙ୍କୁ ଭୋଟ ଦେଇଛନ୍ତି

ଇସଲମାବାଦ୍‌. ୨୮।୫: କ୍ରିକେଟରୁ ରାଜନେତା ପାଲଟିଥିବା ଗୌତମ ଗମ୍ଭୀର ସାଧାରଣ ନିର୍ବାଚନରେ ପୂର୍ବ ଦିଲ୍ଲୀ ଲୋକ ସଭା ଆସନରୁ ଲଢି ବିଜୟ ହାସଲ କରିଛନ୍ତି। ଗମ୍ଭୀରଙ୍କ ଏହି…

କୋକେନ୍‌ ପାଇଁ ମଝି ଆକଶରେ ମୃତ୍ୟୁ

ମେକ୍ସିକୋ ସିଟି,୨୮।୫: ଜାପାନର ଜଣେ ୪୨ ବର୍ଷୀୟ ଯୁବକ ପାକସ୍ଥଳୀ ଓ ଖାଦ୍ୟନଳୀର ତଳଭାଗରେ ୨୪୬ ପ୍ୟାକେଟ କୋକେନ୍‌ ନେଇ ବିମାନ ଯାତ୍ରା କରୁଥିବା ବେଳେ ମଝି…

ଅର୍ଥାଭାବ ଯୋଗୁ ଲିଭ୍‌ଇନ୍‌ରେ ୫୦ ବର୍ଷ ରହିବା ପରେ ବିବାହ କଲେ ବୃଦ୍ଧାବୃଦ୍ଧ

ଉଦୟପୁର, ୨୮।୫: ଅର୍ଥାଭାବ ଯୋଗୁ ଦୀର୍ଘ ୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ବୃଦ୍ଧାବୃଦ୍ଧ ବୋହୂପୁଅ ଏବଂ ନାତୁଣୀନାତିଙ୍କ ଉପସ୍ଥିିତିରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଗୁଜରାଟର…

୨୦୨୦ ନଭେମ୍ବରରେ ରାଜ୍ୟ ସଭାରେ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ସମ୍ଭାବନା

ନୂଆଦିଲ୍ଲୀ,୨୮।୫: ଦେଶର ୧୭ତମ ଲୋକ ସଭାରେ ଭାଜପା ନେତୃତ୍ୱାଧୀନ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ତେବେ ରାଜ୍ୟ ସଭାରେ ଏବେ ଏନ୍‌ଡିଏର ୧୦୨ ସଦସ୍ୟ ଅଛନ୍ତି।…

ପିଲାଙ୍କୁ ଦିଅନ୍ତୁ ଉତ୍ତମ ଶିକ୍ଷା: ଧ୍ୟାନ ଦିଅନ୍ତୁ କେତୋଟି କଥାପ୍ରତି

ଛୋଟ ପିଲାମାନଙ୍କୁ ଉତ୍ତମ ବ୍ୟବହାର ସମ୍ପର୍କରେ ଶିକ୍ଷା ଦେବା ପ୍ରତ୍ୟେକ ଅଭିଭାବକଙ୍କ ଦାୟିତ୍ୱ। କାରଣ ଏହା ପିଲାର ବର୍ତ୍ତମାନ ସହିତ ଭବିଷ୍ୟତକୁ ସୁନ୍ଦରକରି ଗଢ଼ି ତୋଳିବାରେ ସାହାଯ୍ୟ…