ଭୁବନେଶ୍ୱର,୨୮।୫(ବ୍ୟୁରୋ): ନିର୍ବାଚନ ପରେ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଥିବା ବିଜେଡି ବିଧାୟକ ଦଳ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ସର୍ବସମ୍ମତିକ୍ରମେ ନବୀନ ପଟ୍ଟନାୟକ ବିଧାୟକ ଦଳ…
ଆଠଗଡ଼,୨୮।୫(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅଧୀନ ଉପର ବାଙ୍କୀ ମାଳବିହାରପୁର ଗ୍ରାମରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସୋମବାର ରାତି ପ୍ରାୟ ୯ଟା…
ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ଆଇଆଇଟିରେ ନାମଲେଖା ପାଇଁ ସୋମବାର ଜେଇଇ ଆଡଭାନ୍ସଡ୍ ପରୀକ୍ଷା ଅନୁଷ୍ଠିତ ହୋଇଛି। ଦେଶର ୧ ଲକ୍ଷ ୭୬ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ…
ଅନୁଗୋଳ ଅଫିସ, ୨୮।୫ ରାସ୍ତା ଦୁର୍ଘଟଣାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ସହ ଆହତମାନଙ୍କୁ ତୁରନ୍ତ ଚିକିତ୍ସାସେବା ଯୋଗାଇ ଦିଆଯିବ ସେ…
ଭୁବନେଶ୍ୱର, ୨୭ା୫(ବ୍ୟୁରୋ)- ବଲାଙ୍ଗୀରସ୍ଥିତ ଷ୍ଟେଟ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ହୋଟେଲ ମ୍ୟାନେଜମେଣ୍ଟ (ଏସ୍ଆଇଏଚ୍ଏମ୍)ରେ ୨୦୧୯-୨୦ ଶିକ୍ଷାବର୍ଷରୁ ଡିଗ୍ରୀ ଶ୍ରେଣୀରେ ପାଠପଢ଼ା ହେବ। ହୋଟେଲ ମ୍ୟାନେଜମେଣ୍ଟରେ ଡିଗ୍ରୀ ପାଠପଢ଼ା ଲାଗି…
ଢେଙ୍କାନାଳ ଅଫିସ,୨୮ା୫ଢେଙ୍କାନାଳ ସହରରେ ସୋମବାର ଦୁଇଟି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଛନ୍ତି। ଏକ ଟ୍ରକ୍ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏକ ଟିପ୍ପର ମାଡ଼ି…
ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ରାଜ୍ୟର ଅନ୍ୟତମ ପ୍ରମୁଖ ସରକାରୀ ଚିକିତ୍ସାଳୟ କ୍ୟାପିଟାଲ ହସ୍ପିଟାଲରେ ରେଟିନା ଅସ୍ତ୍ରୋପଚାର ଆରମ୍ଭ ହୋଇଛି। ସୁନେତ୍ର ଯୋଜନାରେ ଆରମ୍ଭ ହୋଇଥିବା ଏହି ଅତ୍ୟାଧୁନିକ ବ୍ୟୟବହୁଳ…
ଭୁବନ, ୨୮ା୫(ଡି.ଏନ୍.ଏ.)ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ବିଭିନ୍ନ ଓ୍ବାର୍ଡରେ ଜଣ୍ଡିସ ରୋଗ ବ୍ୟାପୁଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଏହାର ନିୟନ୍ତ୍ରଣ ପାଇଁ ଜିଲା ସ୍ବାସ୍ଥ୍ୟ,…
ଅନୁଗୋଳ ଅଫିସ, ୨୮।୫ ମା’ ବାପାଙ୍କ ମାନସିକ ସ୍ଥିତି ଠିକ୍ ନ ଥିବାରୁ ପିଲାବେଳୁ ପିଉସୀଙ୍କ ଘରେ ରହି ପାଠ ପଢ଼ୁଥିବା ଜଣେ ଛାତ୍ରୀ ସୋମବାର ଜିଲାପାଳ…