ସାପ କାମୁଡାରେ ନାବାଳିକାଙ୍କ ଜୀବନ ଗଲା

ସଜନାଗଡ଼, ୨୭।୫(ଡି.ଏନ.ଏ.)-ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଧୀନ ନରଣପୁର ପଞ୍ଚାୟତ ନୂଆସାହି ଗ୍ରାମର ନୀଳକଣ୍ଠ ପାତ୍ରଙ୍କ ଝିଅ ନିନି(୮)ରବିବାର ବିଳମ୍ବିତ ରାତିରେ ଶୌଚ ପାଇଁ ଉଠିଥିଲେ। ତାଙ୍କୁ…

ମଡ଼େଲିଂରେ ରିଷିତା, ଶାଶ୍ୱତ ପ୍ରଥମଭାଗ ନେଲେ ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ

ବାଲେଶ୍ୱର ଅଫିସ, ୨୭।୫- ବାଲେଶ୍ୱର ଜିଲା ରେମୁଣାସ୍ଥିତ ନୋସି ଉତ୍କଳା ମଞ୍ଚରେ ଏକ ଭିନ୍ନ ଧରଣର ର଼୍ୟାମ୍ପ ଶୋ’ (ଗ୍ଲାମର ଲେନ୍‌) ଅନୁଷ୍ଠିତ ହୋଇଯାଇଛି। ଏହି ଶୋ’ରେ…

ଜମି ଚିହ୍ନଟ ଦାବିରେ ଭୂମିହୀନଙ୍କ ଧାରଣା

ବନ୍ତ, ୨୭।୫ (ଡି.ଏନ.ଏ.) - ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ଷେଣ୍ଢତୀରା ପଞ୍ଚାୟତ ବରପଦା ଗ୍ରାମରେ ବସୁନ୍ଧରା ଯୋଜନାରେ ହିତାଧିକାରୀଙ୍କୁ ପଟ୍ଟା ମିଳିଛି। ହେଲେ ଜମି…

ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ମାରି ଲୁଟ୍‌

ଭାପୁର,୨୭।୫(ଡି.ଏନ.ଏ.)- ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ଅଧୀନ ଘଟିପିରି କଳାଙ୍ଗ ରାସ୍ତାର ମାଧପୁର ନିକଟରେ ସୋମବାର ଅପରାହ୍ନରେ ଫାଇନାନ୍ସ କର୍ମଚାରୀ ସୁବୋଧ କୁମାର ଜେନାଙ୍କଠାରୁ…

ଛେଣ୍ଡିପଦାରେ କାଳବୈଶାଖୀଭାଙ୍ଗିଲା ତୋରଣ, ବ୍ୟାପକ ଗଛ ନଷ୍ଟ

ଛେଣ୍ଡିପଦା,୨୭।୫(ସ୍ବ.ପ୍ର): ଛେଣ୍ଡିପଦା ବ୍ଲକ ସଦରମହକୁମାରେ କାଳବୈଶାଖୀ ପ୍ରଭାବରେ ସୋମବାର ଅପରାହ୍ନରେ ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ପବନ ହୋଇଥିଲା। ଏଥିରେ କେହି ଆହତ ହୋଇ ନ ଥିବାବେଳେ…

ଏଟିଏମ୍‌ ଅଚଳ, ଉପଭୋକ୍ତା ହନ୍ତସନ୍ତ

ବଇଣ୍ଡା,୨୭।୫(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ଭାରତୀୟ ଷ୍ଟେଟବ୍ୟାଙ୍କର ୨ଟି ଏଟିଏମ୍‌ ଦୀର୍ଘଦିନ ହେବ ଅଚଳ ହୋଇପଡ଼ିଛି। ଫଳରେ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବଇଣ୍ଡା ଷ୍ଟେଟବ୍ୟାଙ୍କ ନିକଟରେ…

କୁଇଭାଷା ସାହିତ୍ୟ ସମିତିର ବାର୍ଷିକ ସମ୍ମିଳନୀ

ଫିରିଙ୍ଗିଆ,୨୭।୫-କୁଇ ଭାଷା ସାହିତ୍ୟ ସମିତି, ଓଡିଶା କୁଇଦିନା କନ୍ଧମାଳର ଚତୁର୍ଥ ବାର୍ଷିକ ସମ୍ମିଳନୀ ଫିରିଙ୍ଗିଆ ପଞ୍ଚାୟତ କଲେଜ ପାଖ କୁଇ ସମାଜ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ସମିତି…

ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗ: ୨ ବ୍ଲକ ବିଜେଡି ସଭାପତି ନିଲମ୍ବିତ

ଦଶରଥପୁର,୨୭ା୫(ଡି.ଏନ.ଏ.)- ଦଳରେ ରହି ଦଳ ବିରୋଧରେ ଅନ୍ତର୍ଘାତୀ କାର୍ଯ୍ୟ କରିବା ଯୋଗୁ ବିଜେଡିର ଦଶରଥପୁର ବ୍ଲକ ସଭାପତି ସୁବାସ ଚନ୍ଦ୍ର ମହାନ୍ତି ଏବଂ ଯାଜପୁର ବ୍ଲକ ସଭାପତି…

ନବନିର୍ବାଚିତ ବିଏସପି ଏମ୍‌ପିଙ୍କୁ ସୁରକ୍ଷା ଦେବାକୁ ମନାକଲେ ସୁପ୍ରିମକୋର୍ଟ

ଲକ୍ଷ୍ନୌ,୨୭।୫: ଜଣେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ବିଏସପିର ନବନିର୍ବାଚିତ ଏମ୍‌ପି ଅତୁଲ ରାୟଙ୍କୁ ସୁପ୍ରିମକୋର୍ଟରୁ ଝଟ୍‌କା ଲାଗିଛି। ଗିରଫଦାରୀରୁ ବର୍ତ୍ତିବା ପାଇଁ ହୋଇଥିବା ଏକ ଆବେଦନ ଉପରେ…

ରାଶିଫଳ : ମଙ୍ଗଳବାର, ମେ ୨୮ ତାରିଖ – Daily Horoscope

ମେଷ ସମସ୍ୟା ବିଜଡ଼ିତ ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ। ଯଦିଓ ବିଶେଷ କିଛି…