ଲିଫ୍ଟ ବେସ୍‌ରେ ନିଆଁ, ଦୌଡ଼ିଲେ କର୍ମଚାରୀ

ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ଏକ ଖବରକାଗଜ ସଂସ୍ଥା କାର୍ଯ୍ୟାଳୟର ଲିଫ୍ଟ ବେସ୍‌ରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଷଷ୍ଠ ମହଲା ପର୍ଯ୍ୟନ୍ତ ଧୂଆଁ ବ୍ୟାପିଯାଇଥିଲା।…

ଭୁବନରେ ଜଣ୍ଡିସ ଆତଙ୍କ

ଭୁବନ, ୨୭।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧୦ ଏବଂ ୧୧ନଂ. ଓ୍ବାର୍ଡରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ୧୨ରୁ ଊର୍ଦ୍ଧ୍ୱ ଶିଶୁ ଏବଂ ବୟସ୍କ ବ୍ୟକ୍ତି ଏଥିରେ…

କାମ ଦେଲାନି ମୋଦି ମ୍ୟାଜିକ୍‌: ପରାଜୟର କାରଣ ଖୋଜୁଛି ଭାଜପା

ଢେଙ୍କାନାଳ ଅଫିସ, ୨୭।୫: ଢେଙ୍କାନାଳ ଲୋକ ସଭା ଆସନରେ ପୁଣି ବିଫଳ ହୋଇଛି ଭାଜପା। ବ୍ୟାପକ ପ୍ରଚାର ସତ୍ତ୍ୱେ ଦଳର ସବୁ ରଣନୀତି ଫେଲ୍‌ ମାରିଛି। ଲୋକ ସଭା…

ଡାକ୍ତରଙ୍କ ଖାମଖିଆଲରୁ ଚାଲିଗଲା ଜୀବନ : ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଡାକ୍ତରଙ୍କୁ ଭଗବାନ ବୋଲି କୁହାଯାଏ। ହେଲେ ଡାକ୍ତରଙ୍କ ଖାମଖିଆଲରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ଏହି ଘଟଣାକୁ ନେଇ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଏକ…

୨୯ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ : ପ୍ରଦର୍ଶନୀ ପଡ଼ିଆର ସୁରକ୍ଷା ଅନୁଧ୍ୟାନ କଲେ ଡିଜିପି

ଭୁବନେଶ୍ୱର, ୨୭।୫(ବ୍ୟୁରୋ:  ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମଥର ପାଇଁ…

ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ଟିକେଟ ବିକ୍ରି ଆରମ୍ଭ: ଟିକେଟ ବିକ୍ରି ଅର୍ଥ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦିଆଯିବ

ଭୁବନେଶ୍ୱର,୨୭।୫(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଏଫ୍‌ଆଇଏଚ୍‌ ପୁରୁଷ ସିରିଜ ଫାଇନାଲ୍ସ ପାଇଁ ଟିକେଟ ବିକ୍ରି ଆରମ୍ଭ ହୋଇଛି।…

ପୁଣି ଘାରିଲା ପୋଲିସର ପୁରୁଣା ଚୌକି ମୋହ : ନେତା, ବରିଷ୍ଠ ଅଧିକାରୀଙ୍କ ନିକଟରେ ଚାଲିଲାଣି ଲବି

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁହେବା ପୂର୍ବରୁ ରାଜଧାନୀରେ ଦୀର୍ଘଦିନ ଧରି ରହିଥିବା ଏକାଧିକ ପୋଲିସ ଅଧିକାରୀଙ୍କ ବଦଳି ହୋଇଥିଲା। ଅନେକଙ୍କୁ ଜିଲାପାର…

ଆଇସିସି ବିଶ୍ୱକପ୍‌: ଅଭିଜ୍ଞ ମାଲିଙ୍ଗା ଶ୍ରୀଲଙ୍କାର ଆଶା ଭରସା

କଲମ୍ବୋ,୨୭।୫(ଏଏଫ୍‌ପି)- ଆଗାମୀ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ଅଭିଜ୍ଞ ଦ୍ରୁତ ବୋଲର ଲସିଥ ମାଲିଙ୍ଗା ଅନ୍ୟତମ ବୟୋଜ୍ୟୋଷ୍ଠ ଖେଳାଳିଭାବେ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ। ବୟସ ବଢୁଥିଲେ…

୧୦ ମିଟର ଏୟାର ରାଇଫଲରେ ଅପୂର୍ବୀଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୨୭ା୫(ପି.ଟି.)-ଭାରତର ଅପୂର୍ବୀ ଚାଣ୍ଡେଲା ତାଙ୍କ ଫର୍ମ ଜାରି ରଖିବା ସହ ଜର୍ମାନୀର ମ୍ୟୁନିକ୍‌ଠାରେ ଚାଲିଥିବା ଚଳିତବର୍ଷର ତୃତୀୟ ଇଣ୍ଟରନ୍ୟାଶନାଲ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌), ଓ୍ବାଲର୍‌ଡ…

ଫ୍ରେଞ୍ଚ୍‌ ଓପନ୍‌ ଟେନିସ୍‌:କର୍ବର ପରାସ୍ତ, ତିସିତ୍‌ସିପାସ୍‌ ବିଜୟୀ

ପ୍ୟାରିସ, ୨୭ା୫-ରବିବାରଠାରୁ ଆରମ୍ଭ ହୋଇଥିବା ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ପ୍ରଥମ ରାଉଣ୍ଡରେ ୫ମ ସିଡ୍‌ ତଥା ଓ୍ବିମ୍ବେଲଡନ ଚାମ୍ପିୟନ ଆଞ୍ଜେଲିକ୍‌ କର୍ବର ତାଙ୍କ ମ୍ୟାଚ…