ନୂଆ ଟ୍ରେଣ୍ଡରେ ମାଇକ୍ରୋ ସନ୍‌ଗ୍ଲାସ୍‌: ଜାଣନ୍ତୁ ଲାଟେଷ୍ଟ ଡିଜାଇନ୍‌, କିଛି ଟିପ୍ସ

ଆଜିକାଲି ମାର୍କେଟ୍‌ରେ ଛୋଟ ସାଇଜ୍‌ ମାଇକ୍ରୋ ସନ୍‌ଗ୍ଲାସେସ୍‌ର ଏକ ନୂଆ ଟ୍ରେଣ୍ଡ ଆରମ୍ଭ ହୋଇଛି। ଯାହାକୁ ବଲିଉଡ୍‌ ଡିଭାଙ୍କଠାରୁ ଆରମ୍ଭ କରି ସାଧାରଣ ଯୁବତୀମାନେ ବେଶ୍‌ ପସନ୍ଦ…

ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୬।୫: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ନୌସେରା ସେକ୍ଟରରେ ରବିବାର ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟ ଉପରକୁ ମୋର୍ଟାର…

ବାତ୍ୟା ବୃତ୍ତାନ୍ତ: କେମିତି ଆସେ ବାତ୍ୟା, ନାମକରଣ, ପରର ପରିବେଶ…

ବାତ୍ୟା ଆସେ, ଚାଲିଯାଏ। ହେଲେ ବାତ୍ୟାକୁ ସାମ୍ନା କରିଥିବା ମଣିଷର ବିପର୍ଯ୍ୟୟର ସୀମା ନ ଥାଏ। ତେବେ ଯଦି ବାତ୍ୟାର ପୂର୍ବାନୁମାନ ହେଇପାରେ, ଅନେକ କ୍ଷୟକ୍ଷତିକୁ ରୋକି…

ପୁରୀ ଜିଲା: ଭୋଟରଙ୍କ ପସନ୍ଦଯୋଗ୍ୟ ନ ଥିଲେ ପ୍ରାର୍ଥୀ, ନୋଟାକୁ ଯାଇଛି ୪,୯୮୩ ଭୋଟ

ପୁରୀ ଅଫିସ, ୨୬ା୫: ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରତ୍ୟେକ ନାଗରିକଙ୍କ ଭୋଟ ଦେବାର ଅଧିକାର ରହିଛି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ଯଦି ଭୋଟରଙ୍କ ପସନ୍ଦଯୋଗ୍ୟ ନୁହନ୍ତି…

ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ: ବିନା ବ୍ୟାଟେରି, ବିଦ୍ୟୁତ୍‌ରେ ବାଜୁଛି ରେଡିଓ

ପୁରୀ ଅଫିସ,୨୬ା୫: ବର୍ତ୍ତମାନ ରେଡିଓର ଆଉ ଚାହିଦା ନାହିଁ। ଟିଭି, ମୋବାଇଲ ଯୁଗରେ ରେଡିିଓ ଏକପ୍ରକାର ଅଦରକାରୀ ହୋଇପଡ଼ିଛି। ହେଲେ ଏମିତି ଅଲୋଡ଼ା ପଡିଥିବା ଏକ ରେଡ଼ିଓରେ…

ମନ୍ତ୍ରୀପଦ ପାଇଁ ଯୋଗ୍ୟତା ମାପକାଠି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳ ଆସିବା ପରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ରୂପରେଖକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ…

ଗ୍ରୀଷ୍ମ ବଳୟରେ ସାରା ଓଡ଼ିଶା

ଭୁବନେଶ୍ୱର, ୨୬ା୫(ବ୍ୟୁରୋ): ପ୍ରଚଣ୍ଡ ତାତି। ଆକାଶରୁ ସତେ ଯେମିତି ଅଗ୍ନି ବର୍ଷୁଛି। ଗ୍ରୀଷ୍ମ ବଳୟ ସାରା ଓଡ଼ିଶାକୁ ଘେରିରହିଛି। ପାରଦ ୪୬ ଡିଗ୍ରୀ ଉପରକୁ ଟପି ଯାଇଛି।…

ଗ୍ୟାସ୍‌ ଲିକ୍‌ରୁ ନିଆଁ : ୪ ଗୁରୁତର

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବହାଡ଼ାଝୋଲା ଢିପିସାହିରେ ଜଣେ ବ୍ୟକ୍ତିଙ୍କ ଘରେ ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ୪ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ…

ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲାନି ଏକାଦଶ: ହାଇକୋର୍ଟ ଯିବାକୁ ଅଭିଭାବକଙ୍କ ଚେତାବନୀ

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ବର୍ଷ ଏକାଦଶ ଶ୍ରେଣୀ ନ ଖୋଲିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ସଂଘ ଏ ନେଇ ହାଇକୋର୍ଟ ଯିବେ…

ନିରାକାରପୁର ଅଞ୍ଚଳରେ ଖୋଲିଲା ୬ ଏଟିଏମ୍‌, ପ୍ରବଳ ଭିଡ଼: ଏସ୍‌ବିଆଇ ଏଟିଏମ୍‌ ନ ଖୋଲିବାରୁ ଅସନ୍ତୋଷ

ନିରାକାରପୁର,୨୬ା୫(ଡି.ଏନ.ଏ.)-ଫନୀ ବାତ୍ୟା ପରେ ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ ସେବା ଠପ୍‌ ହୋଇଯାଇଥିଲା। ଏଥିଯୋଗୁ ଗ୍ରାହକଙ୍କ ମଧ୍ୟରେ ଘୋର ଅସନ୍ତୋଷ ପ୍ରକାଶ ପାଇଥିଲା।…