ଗ୍ରୀଷ୍ମ ବଳୟରେ ସାରା ଓଡ଼ିଶା

ଭୁବନେଶ୍ୱର, ୨୬ା୫(ବ୍ୟୁରୋ): ପ୍ରଚଣ୍ଡ ତାତି। ଆକାଶରୁ ସତେ ଯେମିତି ଅଗ୍ନି ବର୍ଷୁଛି। ଗ୍ରୀଷ୍ମ ବଳୟ ସାରା ଓଡ଼ିଶାକୁ ଘେରିରହିଛି। ପାରଦ ୪୬ ଡିଗ୍ରୀ ଉପରକୁ ଟପି ଯାଇଛି।…

ଗ୍ୟାସ୍‌ ଲିକ୍‌ରୁ ନିଆଁ : ୪ ଗୁରୁତର

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବହାଡ଼ାଝୋଲା ଢିପିସାହିରେ ଜଣେ ବ୍ୟକ୍ତିଙ୍କ ଘରେ ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ୪ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ…

ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲାନି ଏକାଦଶ: ହାଇକୋର୍ଟ ଯିବାକୁ ଅଭିଭାବକଙ୍କ ଚେତାବନୀ

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ବର୍ଷ ଏକାଦଶ ଶ୍ରେଣୀ ନ ଖୋଲିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ସଂଘ ଏ ନେଇ ହାଇକୋର୍ଟ ଯିବେ…

ନିରାକାରପୁର ଅଞ୍ଚଳରେ ଖୋଲିଲା ୬ ଏଟିଏମ୍‌, ପ୍ରବଳ ଭିଡ଼: ଏସ୍‌ବିଆଇ ଏଟିଏମ୍‌ ନ ଖୋଲିବାରୁ ଅସନ୍ତୋଷ

ନିରାକାରପୁର,୨୬ା୫(ଡି.ଏନ.ଏ.)-ଫନୀ ବାତ୍ୟା ପରେ ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ ସେବା ଠପ୍‌ ହୋଇଯାଇଥିଲା। ଏଥିଯୋଗୁ ଗ୍ରାହକଙ୍କ ମଧ୍ୟରେ ଘୋର ଅସନ୍ତୋଷ ପ୍ରକାଶ ପାଇଥିଲା।…

ବୋଲଗଡ଼ ବ୍ଲକ : ଖରିଫ୍‌ ଧାନ ଫସଲ ପାଇଁ ଜମି ପ୍ରସ୍ତୁତି, ୧୪,୪୫୦ ହେକ୍ଟର ଜମିରେ ଚାଷ ପାଇଁ ଲକ୍ଷ୍ୟଧାର୍ଯ୍ୟ

ବୋଲଗଡ଼,୨୬ା୫(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଞ୍ଚଳଟି ବୃଷ୍ଟିିପ୍ରବଣ ଅଞ୍ଚଳ ଭାବେ ପରିଚିତ। ଏଠାରେ ଚାଷୀମାନଙ୍କ ପ୍ରମୁଖ ଆୟକାରୀ ଫସଲ ଭାବେ ଖରିଫ ଧାନଚାଷ ପରିଚିତ। ଅନିୟମିତ ପ୍ରବଳ…

କଣ୍ଟିଲୋ: ପରିବେଶକୁ ଅଧିକ ଉତ୍ତପ୍ତ କରୁଛି ଇଟାଭାଟି, ଜନଜୀବନ ଅସ୍ତବ୍ୟସ୍ତ

ଖଣ୍ଡପଡ଼ା,୨୬ା୫(ସ୍ବ.ପ୍ର.)-ସମ୍ପ୍ରତି ଟାଣ ଖରା ସମୟରେ ଖଣ୍ଡପଡ଼ା ବ୍ଲକର କଣ୍ଟିଲୋ ଅଞ୍ଚଳରେ ଇଟାଭାଟି ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି । ଭାଟିରୁ ନିର୍ଗତ ଧୂଆଁ ପରିବେଶକୁ ଅଧିକ…

ଭୂସ୍ଖଳନରୁ ଜମ୍ମୁ-ଶ୍ରୀନଗର ରାଜପଥ ବନ୍ଦ

ଜମ୍ମୁ,୨୬ା୫(ପି.ଟି.): ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ ଯୋଗୁ ରମ୍ବାନା ଜିଲା ଅନ୍ତର୍ଗତ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥ ଅବରୋଧ ହୋଇଛି। କଶ୍ମୀର ସହ ଦେଶର ଅନ୍ୟାନ୍ୟ ଭାଗକୁ ସଂଯୋଗ…

ବାଉଁଶ ଉପକରଣର ସ୍ଥାନ ନେଉଛି ପ୍ଲାଷ୍ଟିକ୍‌: ବୃତ୍ତି ହରାଇବେ ବାଉଁଶ କାରିଗର

ଗଣିଆ,୨୬ା୫(ଡି.ଏନ.ଏ.)- ପରିବର୍ତ୍ତନ ସହ ତାଳଦେଇ ଉଭୟ ଗ୍ରାମ ଓ ସହରାଞ୍ଚଳରେ ଦିନକୁ ଦିନ ବାଉଁଶ ତିଆରି ଉପକରଣର ଚାହିଦା କମିବାରେ ଲାଗିଛି। ବଜାରରେ ବାଉଁଶ ଉପକରଣ ବଦଳରେ…

ମୋଦିଙ୍କ ନିର୍ବାଚନୀ ପ୍ରତିଶ୍ରୁତି; ଅର୍ଥନୀତିକୁ ମିଳିବ ୧୦୦ ଲକ୍ଷ କୋଟି

ନୂଆଦିଲ୍ଲୀ,୨୬-୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍‌ଡିଏ ସରକାର ଖୁବଶୀଘ୍ର ଦ୍ୱିତୀୟ କାର୍ଯ୍ୟକାଳ ସମ୍ଭାଳିବାକୁ ଯାଉଛିି। ନୂଆ ସରକାର ଗଠନ ପରେ ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ପାଳନ…

ଦୁଗ୍ଧ ଲିଟର ପିଛା ୩୦ଟଙ୍କା ଦାବି କଲା ଦୁଗ୍ଧ ଚାଷୀ ମହାସଂଘ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଚାଷୀଙ୍କୁ ଦୁଗ୍ଧ ଲିଟର ପିଛା ୩୦ଟଙ୍କା ଦେବାକୁ ଦାବି କରିଛି ଦୁଗ୍ଧ ଚାଷୀ ମହାସଂଘ। ଗତ ୪ ଦିନ ତଳେ ଅମୁଲ୍‌ କମ୍ପାନୀ ଲିଟର ପିଛା…