ସରକାର ଗଠନ ଦାବି ଜଣାଇଲେ ଜଗନ୍‌ମୋହନ

ହାଇଦ୍ରାବାଦ,୨୬ା୫(ପି.ଟି.): ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ଅଧ୍ୟକ୍ଷ ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ ଶନିବାର ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର ରାଜ୍ୟପାଳ ଇଏସ୍‌ଏଲ୍‌ ନରସିଂହଙ୍କୁ ଭେଟି ଆନ୍ଧ୍ରରେ ସରକାର ଗଠନ ଲାଗି…

ବଜେଟ ପ୍ରସ୍ତୁତି ନେଇ ଜେଟ୍‌ଲୀଙ୍କ ବୈଠକ

ନୂଆଦିଲ୍ଲୀ,୨୬-୫: ଏନ୍‌ଡିଏ ସରକାର କ୍ଷମତାକୁ ଫେରିବା ପରେ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରାଯିବ। ଏଥିଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା…

ସିକିମ୍‌ରେ ସରକାର ଗଠନ ଲାଗି ଏସ୍‌କେଏମ୍‌ର ଦାବି

ଗାଙ୍ଗଟକ୍‌,୨୬ା୫(ପି.ଟି.): ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍‌କେଏମ୍‌)ର ଏକ ପ୍ରତିନିଧି ଦଳ ଏହାର ଅଧ୍ୟକ୍ଷ ପି.ଏସ୍‌. ଗୋଲେଙ୍କ ନେତୃତ୍ୱରେ ଶନିବାର ରାଜ୍ୟପାଳ ଗଙ୍ଗାପ୍ରସାଦଙ୍କୁ ଭେଟି ପରବର୍ତ୍ତୀ ସରକାର ଗଠନ…

ଜେଟ୍‌ଲୀଙ୍କ ସ୍ଥାନରେ ଗୋୟଲ ହୋଇପାରନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬-୫: କେନ୍ଦ୍ରରେ ଏନ୍‌ଡିଏ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ଅରୁଣ ଜେଟ୍‌ଲୀ ଅର୍ଥମନ୍ତ୍ରୀ ହେବାର ସମ୍ଭାବନା ନାହିଁ। ବିଶ୍ୱସ୍ତ ସୂତ୍ର ଅନୁଯାୟୀ, ଅସୁସ୍ଥତା କାରଣରୁ ଅର୍ଥମନ୍ତ୍ରୀ ଭଳି ଏକ…

ଆକାଶରେ ଯାତ୍ରୀ ଅସୁସ୍ଥ: ଭୁବନେଶ୍ୱରରେ ବିମାନର ଜରୁରୀ ଅବତରଣ, ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ଚାଲିଗଲା ଜୀବନ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଏମିତି ବି ଆସିପାରେ ମୃତ୍ୟୁ। ଘରକୁ ଫେରିବା ସମୟରେ ଆକାଶରେ ଅସୁସ୍ଥତା ଓ ପରେ ମୃତ୍ୟୁ। ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ଶନିବାର ଭୁବନେଶ୍ୱରରେ।…

ଏନ୍‌ବିଏଫ୍‌ସିଙ୍କୁ ବଞ୍ଚାଇବାକୁ ଆର୍‌ବିଆଇର ପ୍ରୟାସ

ମୁମ୍ବାଇ,୨୬।୫: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଅଣ-ବ୍ୟାଙ୍କିଙ୍ଗ୍‌ ଆର୍ଥିକ ସଂସ୍ଥା(ଏନ୍‌ବିଏଫ୍‌ସି)ଙ୍କୁ ନଗଦ ସଙ୍କଟରୁ ରକ୍ଷା କରିବା ଲାଗି ଏକ ରିସ୍କ ମ୍ୟାନେଜମେଣ୍ଟ ଡ୍ରାଫ୍‌ଟ ଜାରି କରିଛି। ଏନ୍‌ବିଏଫ୍‌ସି କମ୍ପାନୀଗୁଡ଼ିକ…

ରାଜ୍ୟଗୁଡ଼ିକର ଋଣ ୯୧%କୁ ବୃଦ୍ଧି

ମୁମ୍ବାଇ,୨୬-୫: ଆର୍ଥିକ ବର୍ଷ ୨୦୧୮-୧୯ରେ ନିଜର ବିତ୍ତୀୟ ନିଅଣ୍ଟକୁ କମାଇବାକୁ ଯାଇ ରାଜ୍ୟଗୁଡ଼ିକର ବଜାର ଋଣ ୯୧ ପ୍ରତିଶତ ପର୍ଯ୍ୟନ୍ତ ବଢ଼ିଯାଇଛି। କେୟାର ରେଟିଙ୍ଗ୍‌ସର ରିପୋର୍ଟରେ ଏ…

ଶୁଳ୍କମୁକ୍ତ ଦୋକାନରେ ଜିଏସ୍‌ଟି ଲାଗୁ ହେବ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୨୬-୫: ଶୁଳ୍କମୁକ୍ତ ଦୋକାନରୁ ପରଫ୍ୟୁମ୍‌, ଚକୋଲେଟ ଆଦି ସାମଗ୍ରୀ କିଣାରେ ଜିଏସ୍‌ଟି ଆଦାୟକୁ ନେଇ ଏକାଧିକ କୋର୍ଟ ରାୟ ଶୁଣାଇ ଥିବା ବେଳେ ଏହାକୁ ନେଇ ଖାଉଟି…

ସରକାର ଗଠନ ଦାବି ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬ା୫(ପି.ଟି.): କେନ୍ଦ୍ର କ୍ୟାବିନେଟର ସୁପାରିସ କ୍ରମେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଷୋଡ଼ଶ ଲୋକ ସଭାକୁ ଭଙ୍ଗ କରିଛନ୍ତି। ଏଥିସହିତ ସପ୍ତଦଶ ଲୋକ ସଭା ଗଠନ ଲାଗି…

ମାଲ୍ୟାଙ୍କୁ ୟୁକେ ହାଇକୋର୍ଟ ଝଟକା

ଲଣ୍ଡନ,୨୬।୫: ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ଆଉ ଏକ ଜୋର୍‌ ଝଟକା ଲାଗିଛି। ବ୍ରିଟେନର ଏକ ପାନୀୟ କମ୍ପାନୀ ଡିଆଜିଓକୁ ସେ ୧୩.୫ କୋଟି ଡଲାର ଅର୍ଥାତ୍‌…