ମୋଦି ସରକାର ୨.୦; ମଧ୍ୟବିତ୍ତଙ୍କୁ ମିଳିପାରେ ଟିକସ ଛାଡ ଉପହାର

ନୂଆଦିଲ୍ଲୀ,୨୬-୫: ଏନ୍‌ଡିଏ ସରକାର ଆସନ୍ତା ଜୁଲାଇରେ ନିଜର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିପାରନ୍ତି। ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟରେ ସରକାର ମଧ୍ୟବିତ୍ତଙ୍କ ଲାଗି ଟିକସ ଛାଡ…

ଡାବୁଗାଁ-କୋଡ଼ିଙ୍ଗା ରାସ୍ତା ମରଣଯନ୍ତା

ପାପଡାହାଣ୍ଡି, ୨୬।୫(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ହାତୀବେଢା ପଞ୍ଚାୟତ ଦେଇଯାଇଥିବା ଗ୍ରାମ୍ୟ ଉନୟନ ବିଭାଗର ଡାବୁଗାଁ ଠାରୁ କୋଡ଼ିଙ୍ଗା ରାସ୍ତା ଦୀର୍ଘ ଦିନ ହେଲା ମରାମତି ଅଭାବରୁ…

ଲୁଟିଥିବା ମୂର୍ତ୍ତି ରଖିପାରିଲେନି : ମନ୍ଦିରରେ ରଖି ଲୁଟେରା ଫେରାର

ଢେଙ୍କାନାଳ ଅଫିସ, ୨୫।୫- ଢେଙ୍କାନାଳ ସଦର ଥାନା ଅଧୀନ ହରିପୁର-ବେଶାଳିଆ ଗ୍ରାମ ନିକଟ ସବୁଜିମାଭରା ପାହାଡ଼ ଖୋଲ ମଧ୍ୟରେ ପୂଜା ପାଉଥିବା ଶ୍ରୀମହାକାଳେଶ୍ୱର ଶୈବପୀଠରୁ ଲୁଟ୍‌ ହୋଇଥିବା…

ହାତୀଙ୍କ ଜଳକ୍ରୀଡ଼ା

ଭାପୁର, ୨୬।୫(ଡି.ଏନ.ଏ.)- ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମପ୍ରବାହ। ଏହା କେବଳ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି ତାହା ନୁହେଁ, ଏଥିରେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି…

ବାଘ ଚମଡ଼ା ଜବତ ଘଟଣା : ତନ୍ତ୍ର ସାଧନାରେ ବ୍ୟବହୃତ ହେଉଥିଲା

ପରଜଙ୍ଗ, ୨୬।୫(ଡି.ଏନ.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କୁଲେଇ ଗ୍ରାମ ତାଳେଶ୍ୱର ଶିବମନ୍ଦିରରୁ ଜବତ କଲରାପତରିଆ ବାଘ ଚମଡ଼ା ତନ୍ତ୍ରସାଧନାରେ ବ୍ୟବହୃତ ହେଉଥିଲା। ଏଥିରେ ବିଧିବଦ୍ଧ…

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ: ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୬।୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗାଁର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି ଗୁଟେ…

ଅବହେଳାର ଶିକାର ଏନ୍‌ଟିପିସି ହଟିଂବାସୀ : ପାଣି ମୁନ୍ଦେ ପାଇଁ ଧାଡ଼ି ବିକଳ୍ପ

କଣିହାଁ, ୨୬ା୫(ଡି.ଏନ.ଏ.) - କାରଖାନାରେ ଖଟିବା ଠାରୁ ବଳିଯାଉଛି ପାଣି ସଂଗ୍ରହ ପାଇଁ ଶ୍ରମର ପରିମାଣ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ବି ଧାଡ଼ିରେ ଛିଡା ହେବା ଛଡା…

କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍‌ ଭିକ୍ଟ୍ରି

ବଲାଙ୍ଗୀର ଅଫିସ, ୨୬।୫: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି।…

ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍‌ଲି ହେଉଛନ୍‌ ରୁଗୀ

ଜାମଟିକ୍ରା, ୨୬।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କର ଚିକିତ୍ସା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍‌ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିତ୍ସାଳୟ, ବ୍ଲକମାନକେ ଗୋଷ୍ଠୀ…

୫୦ ହଜାର ଚାଷୀ ବିକି ପାରିଲେନି ଧାନ

ଛତ୍ରପୁର,୨୬।୫(ଡି.ଏନ.ଏ)-ଗଞ୍ଜାମ ଜିଲାର ଚାଷୀମାନଙ୍କଠାରୁ ଖରିଫ୍‌ ଧାନ କିଣା ପ୍ରକ୍ରିୟା ଗତ ଫେବୃୟାରୀ ୨୮ ତାରିଖ ପରଠାରୁ ବନ୍ଦ ହୋଯାଇଛି। ଫଳରେ ବହୁ ଚାଷୀ ସେମାନଙ୍କ ଧାନ ବିକି…