ଗାଁର ଲୋକସଂଖ୍ୟା ୨୭ : ଟାଇମ୍‌ ପାସ ପାଇଁ କରିଥାନ୍ତି ଏମିତି କାମ

ବିଶ୍ୱରେ ଜନସଂଖ୍ୟା ଦ୍ରୁତଗତିରେ ବଢ଼ିଚାଲିଥିବାବେଳେ ଏମିତି ଏକ ଗାଁ ରହିଛି ଯେଉଁଠି ମାତ୍ର ୨୭ ଜଣ ଲୋକ ରହୁଛନ୍ତି। ଭାରି ଏକା ଏକା ଲାଗେ ଏଠାକାର ଲୋକଙ୍କୁ।…

ଘର ଭାଙ୍ଗି ଧାନ ଖାଇଲା ହାତୀ

ଅମରପାଲି, ୨୫।୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଜାଲୋଏ ସେକ୍ସନ୍‌ ଅନ୍ତର୍ଗତ କୋଟସମଲାଇ ଗ୍ରାମ ପଞ୍ଚାୟତର ରିଝାଇପାଲି ଗ୍ରାମରେ ହାତୀ ଘର ଭାଙ୍ଗି ବ୍ୟାପକ କ୍ଷୟକ୍ଷତି କରିଛି।…

ଫ୍ରିଜ୍‌ ମରାମତି ଦୋକାନରେ ନିଆଁ : ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି

ବାଲେଶ୍ୱର ଅଫିସ, ୨୫।୫: -ବାଲେଶ୍ୱର ସହରସ୍ଥିତ ତେଲେଙ୍ଗାସାହି ରାସ୍ତାର ମ୍ୟୁନିସିପାଲିଟି କମ୍ପ୍ଲେକ୍ସରେ ଥିବା ଏକ ଫେବ୍ରିକ୍‌ ୟୁନିଟ୍‌ରେ କୌଣସି କାରଣରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି…

ମନ୍ତ୍ରୀ ପଦ ପାଇଁ ପୂଜାପାଠ

ଭୋଗରାଇ, ୨୫।୫(ଡି.ଏନ.ଏ.)-ନିର୍ବାଚନ ଫଳାଫଳ ଘୋଷଣା ପରେ ଉଭୟ ଭାଜପା ଓ ବିଜେଡିର ବିଜେତା ପ୍ରାର୍ଥୀଙ୍କୁ ମନ୍ତ୍ରୀପଦ ମିଳିବା ନେଇ ଦଳୀୟ କର୍ମୀଙ୍କୁ ଚିନ୍ତା ଘାରିଛି। ଭାଜପା ପ୍ରାର୍ଥୀ…

ବାଲିଖାଦାନରେ ବଟି ଆଦାୟ ନେଇ ଗଣ୍ଡଗୋଳ : ଖଣ୍ଡା, ପ୍ଲାଷ୍ଟିକ ବନ୍ଧୁକ ଜବତ, ୩ ଗିରଫ

ବାଲେଶ୍ୱର ଅଫିସ, ୨୫।୫: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଦହପଡ଼ା ପଞ୍ଚାୟତର କଣ୍ଟାବଣିଆ ବାଲିଖାଦାନରେ ଦାଦା ବଟି ଆଦାୟକୁ ନେଇ ଗଣ୍ଡଗୋଳ ହୋଇଛି। ଏନେଇ ପୋଲିସ…

ତିନି ବଖରା ଜଳିଗଲା

ପୁରୁଣାକଟକ, ୨୫ା୫(ଡି.ଏନ.ଏ.) : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବୀରନସିଂହପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାମାଲ ଗ୍ରାମର ଅଚ୍ୟୁତ ମହାନନ୍ଦିଆଙ୍କ ଘରେ ନିଆଁଲାଗି ତିନି ବଖରା ଘର ପୋଡି…

ସ୍ବାସ୍ଥ୍ୟକେନ୍ଦ୍ର ଛାତରୁ କଙ୍କ୍ରିଟ ଖସିଲା

ଲାଠୋର, ୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ କଙ୍କ୍ରିଟ ଟୁକୁଡା ଖସି ପଡିଛି। ଶନିବାର ସକାଳ ୭ଟାରେ କର୍ମଚାରୀମାନେ ହସପିଟାଲ…

ଶେଷ ୪ ରାଉଣ୍ଡରେ ବଦଳିଗଲା ଫଳାଫଳ

ଉଦଳା,୨୫ା୫ (ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ଭାଜପାର ଭାସ୍କର ମଢେଇ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିିଜେଡିର ଶ୍ରୀନାଥ ସୋରେନ୍‌ଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି। ଏହି…

ଜଳିଗଲା ୪ ବଖରା: ନିଆଁରେ ପୋଡ଼ି ୨ ଗୁରୁତର

ତିହିଡ଼ି, ୨୫।୫ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ଜଳିଯାଇଛି।…

ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ ପିଟି…