ଆସନ ବଞ୍ଚାଇପାରିଲେ ୧୯୭ ଏମ୍‌ପି

ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୪ରେ ନିର୍ବାଚିତ ହୋଇଥିବା ଏମ୍‌ପିଙ୍କ ମଧ୍ୟରୁ ଏଥର ସାଧାରଣ ନିର୍ବାଚନରେ ୧୯୭ ଜଣ ନିଜ ଆସନ ବଞ୍ଚାଇପାରିଛନ୍ତି। ସେମାନଙ୍କ ମଧ୍ୟରେ ୨୭ ମହିଳା ଏମ୍‌ପି ଅଛନ୍ତି।…

ନବୀନ କ୍ରେଜ୍‌ କାଏମ

ଢେଙ୍କାନାଳ ଅଫିସ, ୨୫।୫-ଦୀର୍ଘଦିନ ଧରି ଶାସନ ଗାଦି କବ୍‌ଜା କରି ରଖିଥିଲେ ମଧ୍ୟ କମିନି ନବୀନଙ୍କ କ୍ରେଜ୍‌। ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଏହାର ପୁନରାବୃତ୍ତି ହୋଇଛି।…

କଂଗ୍ରେସ ଧରାଶାୟୀ

ଢେଙ୍କାନାଳ ଅଫିସ/ପରଜଙ୍ଗ(ଡି.ଏନ.ଏ.), ୨୫।୫- ସାଧାରଣ ନିର୍ବାଚନରେ ଭୟଙ୍କର ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି କଂଗ୍ରେସ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଓ୍ବା ଆଗରେ ଫେଲ୍‌ ମାରିଛି ବିପକ୍ଷ ଦଳର ସବୁ…

ବିରୋଧୀଙ୍କ ସବୁ ଅଙ୍କ ଭୁଲ କଲା ବିଜେଡି

ଅନୁଗୋଳ ଅଫିସ, ୨୫।୫- ଗତ ପଞ୍ଚାୟତ ନିର୍ବାଚନରେ ଭାଜପା ଅନୁଗୋଳ ଜିଲାରେ ଯେପରି ପ୍ରଦର୍ଶନ କରିଥିଲା ତାହାକୁ ନେଇ ରାଜନୈତିକ ବିଶାରଦମାନେ ନାନା କଳ୍ପନାଜଳ୍ପନା କରୁଥିଲେ। ଏପରି…

ଏନ୍‌କାଉଣ୍ଟରରେ ଆହତ ଅଷ୍ଟମଙ୍କୁ ୭ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୫- ପୋଲିସ ଏନ୍‌କାଉଣ୍ଟର ବେଳେ ଅପରାଧୀଙ୍କ ଗୁଳିରେ ପୋଲିସ ଆହତ ହୋଇଥିବା ମାମଲାର ଶୁଣାଣି କରି ଅତିରିକ୍ତ ବିଚାର ବିଭାଗ ମାଜିଷ୍ଟ୍ରେଟ (ଏସିଜେଏମ) ସରୋଜ କୁମାର…

ଗଞ୍ଜାମ ଜିଲାରେ ବିଜେଡିର ବାଜିମାତ୍‌: ୨ ଲୋକ ସଭା, ୧୨ ବିଧାନସଭା ଆସନ ଦଖଲ

ବ୍ରହ୍ମପୁର ଅଫିସ,୨୫ା୫- ଗଞ୍ଜାମ ଜିଲା ରାଜନୀତିରେ ପୁଣି ବିଜେଡି ବାଜିମାତ କରିଛି। ଦୁଇ ଲୋକ ସଭା ଆସନ ପୁନର୍ବାର ଦଖଲ କରିଥିବା ବେଳେ ୧୩ ବିଧାନସଭା ଆସନରୁ…

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ:ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୫ା୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗଁାର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି ଗୁଟେ…

ସରକାରୀ ନିୟମକେ ବେଖାତିର: ଖରାରେ ସଁଥ୍‌ଲି ହେଉଛନ୍‌ ରୁଗୀ

ଜାମଟିକ୍ରା, ୨୫।୫ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଲୁକ୍‌କର ଚିକିସତ୍ା ସୁବିଧା ଲାଗି ଜିଲାସ୍ତରରେ ଜିଲା ମୁଖିଆ ଡାକ୍‌ତରଖାନା, ସବଡିଭିଜନସ୍ତରରେ ଉପଖଣ୍ଡ ଚିକିସତ୍ାଳୟ, ବ୍ଲକମାନକେ ଗୋଷ୍ଠୀ…

କଣ୍ଟାବାଞ୍ଜିରେ ୧୨୮ଖଣ୍ଡ ଭୋଟର ଥ୍ରୀଲିଙ୍ଗ୍‌ ଭିକ୍ଟ୍ରି

ବଲାଙ୍ଗୀର ଅଫିସ, ୨୫ା୫ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୨୮ ଖଣ୍ଡ ଭୋଟ ବ୍ୟବଧାନରେ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ବିଜୟୀ ହୋଇଛନ୍ତି…

ଖଣ୍ଡା ଚୋଟରେ ଯୁବକ ଗୁରୁତର

ଦିଗପହଣ୍ଡି,୨୫ା୫(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଗୋକର୍ଣ୍ଣପୁର ଗ୍ରାମରେ ଶୁକ୍ରବାର ୨ଭାଇଙ୍କ ଖଣ୍ଡାଚୋଟରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଏନ. କୃଷ୍ଣମୂର୍ତ୍ତି ରେଡ୍ଡୀ। କୃଷ୍ଣମୂର୍ତ୍ତି ଗାଁ ପୋଖରୀରୁ…