ମହେଶ ସାହୁ ୧୨୮୨୬ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୫ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୬ ଲକ୍ଷ ୪୪ ହଜାର ୮୪୦ଟି ଭୋଟ ଗଣତି…

ସାଇକେଲ -ହାତୀ ଗଲେ ପଛରେ ପଡ଼ି; ପଦ୍ମ ଆସିଲା ଉଡ଼ି ଉଡି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ଉତ୍ତରପ୍ରଦେଶରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ କୂଟନୀତି ଏଠାରେ…

୪୫, ୦୨୭ ଭୋଟରେ ଅନୁଭବ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧,୫୩,୦୦୧ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ…

ବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ବର୍ତ୍ତମାନ ଟ୍ରେଣ୍ଡ୍‌ ଅନୁଯାୟୀ, ଭାଜପା ଓ କଂଗ୍ରେସକୁ ବହୁ…

ବିଭୂତି ପ୍ରଧାନ ୧୬୬୯ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୨୬ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୬୦,୫୦୬ ଭୋଟ ପାଇଛନ୍ତି। ତାଙ୍କ ପଛକୁ…

ନୂଆପଡ଼ାରେ ଢୋଲକିଆ, ଖଡ଼ିଆଳରେ ଅଧିରାଜ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗରେ ଅଛନ୍ତି। ଢୋଲକିଆ ୨୬୪୮୮ ଭୋଟ ପାଇଥିବାବେଳେ…

ପ୍ରଫୁଲ୍ଲ ମଲ୍ଲିକ ୮୨୩୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨୩ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୫୪,୫୨୫ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ…

କଣ୍ଟାମାଳରେ ଭାଜପା, ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୦ ରାଉଣ୍ଡ ଗଣତି ସୁଦ୍ଧା କଣ୍ଟାମାଳ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଚରଣ ଡାଙ୍ଗ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ମହୀଧର ରଣାଙ୍କଠାରୁ ୫୩୨୦ ଭୋଟରେ…

ଦିଦିଙ୍କ ଗଡ଼ରେ ସର୍ଜିକାଲ ଷ୍ଟାଇକ୍‌

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୂଟନୀତି ଏଠାରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବାକୁ ସକ୍ଷମ ହୋଇଛି। ଫଳରେ…

କେନ୍ଦ୍ରାପଡ଼ା ବିଧାନସଭା ଆସନରେ ଶଶିଭୂଷଣ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ)- କେନ୍ଦ୍ରାପଡ଼ା ବିଧାନସଭା ଆସନରେ ବିଜେନି ପ୍ରାର୍ଥୀ ଶଶିଭୂଷଣ ବେହେରା ୨,୨୩୯ ଭୋଟରେ ଆଗରେ ଅଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ଗଣେଶ୍ୱର…