ସୁଧୀର ୧୩୫୩୦ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୫ତମ ରାଉଣ୍ଡ ସୁଦ୍ଧା ୧ଲକ୍ଷ ୦୪ ହଜାର ୧୦୪ ଭୋଟ କାଉଣ୍ଟିଂ ହୋଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୪୮,୦୫୮…

ପାଲଲହଡ଼ାରେ ମୁକେଶ ୬୭୯୧ ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୧ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୭୯୧ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୪୧୬୬୮ ଖଣ୍ଡ…

ଜଗନ ମୋହନଙ୍କୁ ତେଲଗୁରେ ନବୀନଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ସଂଖ୍ୟା ଗରିଷ୍ଠତା ଆଡକୁ ବଢୁଥିବା ବେଳେ ଦୁଇଟି ବିଧାନ ସଭା ନିର୍ବାଚନରେ କିନ୍ତୁ ପରାଜୟକୁ ସ୍ବୀକାର କରିବାକୁ ବାଧ୍ୟ ହୋଇଛି।…

ବଡ଼ଚଣାରେ ବାଜିମାରିଲା ବିଜେଡି

ଯାଜପୁର ଅଫିସ୍‌, ୨୩।୫- ବଡ଼ଚଣା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅମର ଶତପଥୀ ୧୩୯୧ ଭୋଟରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଅମର ନାୟକଙ୍କୁ ହରାଇଛନ୍ତି।

ଛେଣ୍ଡିପଦାରେ ଅଗସ୍ତି ବେହେରା ୩୭୧୬ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୭ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୩୭୧୬ ଭୋଟରେ ଆଗରେ ଅଛନ୍ତି।…

ଝରିଗାଁରେ ବିଜେଡିର ପ୍ରକାଶ ମାଝି ବିଜୟୀ

ନବରଙ୍ଗପୁର,୨୩ା୫(ବି.ପ୍ର.): ନବରଙ୍ଗପୁର ଜିଲା ଅଧୀନ ଝରିଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବାଜି ମାରିଛି। ବିଜେଡିର ପ୍ରକାଶ ଚନ୍ଦ୍ର ମାଝି ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଉଲଧର ମାଝିଙ୍କୁ…

ମୋଦି ପୁଣିଥରେ ଚୌକିଦାର

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏନଡିଏ ମେଣ୍ଟକୁ ମିଳିଥିବା ବହୁମତ ଆଧାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ…

ଅନୁଗୋଳରେ ପ୍ରତାପ ପ୍ରଧାନ ୧୦୩୫ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୧୦୩୫ ଭୋଟରେ ଆଗରେ ରହିଛନ୍ତି। ବିଜେଡିର ରଜନୀକାନ୍ତ…

ପାଲଲହଡ଼ାରେ ମୁକେଶ ୬୬୫୩ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୬୫୩ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୩୯୪୪୮ ଖଣ୍ଡ…

ଦଳକୁ ହାରିବା ଦେଖି କଂଗ୍ରେସ ଜିଲାଧ୍ୟକ୍ଷଙ୍କ ହୃଦଘାତରେ ମୃତ୍ୟୁ

ଭୋପାଳ,୨୩।୫: ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସକୁ ବଡ଼ ଝଟକା ଲାଗିଛି। ଏହାରି ଭିତରେ ମଧ୍ୟପ୍ରଦେଶରୁ ଦଳ ପାଇଁ ଏକ ଖରାପ ଖବର ଆସିଛି। ସିହୋରରେ…